୨୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ଗର୍ଭାଶୟ: କେବେବି ହୋଇ ପାରିବେନି ପିତା
ମୁମ୍ବାଇ,୧୨।୭: ମୁମ୍ବାଇର ଜେଜେ ହସ୍ପିଟାଲରେ ଜଣେ ୨୯ ବର୍ଷୀୟ ଯୁବକ ବନ୍ଧ୍ୟାତ୍ୱ ଚିକିତ୍ସା ପାଇଁ ଆସିଥିବା ସମୟରେ ଏମିତି ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଉକ୍ତ ଯୁବକଙ୍କ ଶରୀରରେ ମହିଳାଙ୍କ ଗର୍ଭାଶୟ, ଫେଲୋପିୟନ ଟ୍ୟୁବ ଓ…
ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା
ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍ ୧୨ରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି କି ୧୯୯୬ର ମସିହାରୁ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ ମିଳୁଥିବା…
ମୋବାଇଲ ଚୋର ଗିରଫ
ଧାମନଗର,୧୨।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା ମୋବାଇଲ କାରବାର କରୁଥିବା ପୂର୍ବରୁ ଅଭିଯୋଗ ହେଉଥିଲା । କେନ୍ଦ୍ରାପଡ଼ାରୁ କେତେକ ମୋବାଇଲ ଚୋରି…
ଭାରତର ପରାଜୟ ପରେ ଜୀବନ ହାରିଲେ ଦର୍ଶକ
ନୂଆଦିଲ୍ଲୀ, ୧୨।୭- ଚଳିତ ଆଇସିସି ବିଶ୍ୱକପର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଏହି ପରାଜୟ ପରେ ଭାଙ୍ଗିପଡିଛନ୍ତି ଦର୍ଶକ। ହିମାଚଳ ପ୍ରଦେଶର ହମିରପୁରରେ ଜଣେ ବ୍ୟକ୍ତି ଦୃଦଘାତରେ ପ୍ରାଣ…
ନେତୃତ୍ୱ ସଙ୍କଟ ଦୂର ନ କଲେ ବୁଡି ଯାଇପାରେ କଂଗ୍ରେସ
ନୂଆଦିଲ୍ଲୀ,୧୨।୭: ଦେଶର ପୂରାତନ ଦଳ ଭାବେ ଏକଦା ଦେଶର ପୂର୍ବରୁ ନେଇ ପଶ୍ଚିମ, ଉତ୍ତରରୁ ନେଇ ଦକ୍ଷିଣ ପର୍ଯ୍ୟନ୍ତ ନିଜର ଏକ ସ୍ବତନ୍ତ୍ରତା ବଜାୟ ରଖିଥିବା ବେଳେ ଆଜି ନିଜର ଅସ୍ତିତ୍ୱ ପାଇଁ ଲଢିବାକୁ ପଡୁଛି। ଲୋକ ସଭା ନିର୍ବାଚନରେ ଶୋଚନୀୟ…
ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ ଦର୍ଶନ କଲେ ସାତ ଜନ୍ମର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଏଥିପାଇଁ…
ରାଫାଲରେ ଉଡିଲେ ଭାଇସ୍ ଚିଫ୍ ଏୟାର ମାର୍ଶଲ
ନୂଆଦିଲ୍ଲୀ, ୧୨।୭: ଭାରତୀୟ ବାୟୁ ସେନାର ଭାଇସ୍ ଚିଫ୍ ଏୟାର ମାର୍ଶଲ ଆର୍କେଏସ୍ ଭଦୌରିଆ ଭାରତ ଆସିବାକୁ ଥିବା ଯୁଦ୍ଧ ବିମାନ ରାଫାଲରେ ପରୀକ୍ଷା ମୂଳକ ଉଡାଣ କରିଛନ୍ତି। ଫ୍ରାନ୍ସରେ ସେ ଏହି ବିମାନରେ ଉଡିଛନ୍ତି। ଏହାପରେ ସେ କହିଛନ୍ତି, ରାଫାଲରେ…
ରାସ୍ତାରେ ବର୍ଷିଲା ଟଙ୍କା
ଓ୍ବାଶିଂଟନ, ୧୨।୭: ଆମେରିକାର ନର୍ଥ ଆଟଲାଣ୍ଟାର ଇଣ୍ଟରଷ୍ଟେଟ୍ ହାଇଓ୍ବେ ନମ୍ବର ୨୮୫ରେ ଡଲାର ବର୍ଷା ହେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଲୋକମାନେ ଉକ୍ତ ଟଙ୍କାକୁ ଗୋଟାଉ ଥିବାର ଭିଡିଓରେ ଦେଖାଯାଇଛି। ସୂଚନାଯୋଗ୍ୟ, ଏକ କମ୍ପାନୀ ପକ୍ଷରୁ ଟ୍ରକରେ…
ଏହି ସମସ୍ୟା ଥିଲେ କାଜୁଠାରୁ ଦୂରେଇ ରୁହନ୍ତୁ
ନଟ୍ସ ବା ଡ୍ରାଏ ଫ୍ରୁଟ୍ସ ଆମ ଶରୀର ପାଇଁ ଲାଭଦାୟକ। ଉତ୍ତମ ସ୍ବାସ୍ଥ୍ୟ ପାଇଁ କାଜୁ ବାଦାମ, ଅଖରୋଟ ଆମେ ଖାଇଥାଉ। କାଜୁର ବ୍ୟବହାର ମିଠା ଓ ତରକାରିରେ ହୋଇଥାଏ। ସ୍ବାଦ ସହ ଲୋକଙ୍କ ସ୍ବାସ୍ଥ୍ୟ ପାଇଁ ଏହାକୁ ବରଦାନ ସଦୃଶ…
ସହକର୍ମୀଙ୍କ ସହ ଏକତ୍ରଭୋଜନ କରିବା ଦ୍ୱାରା ବଢ଼ିଥାଏ କାମ କରିବାର ଆଗ୍ରହ
ଅଫିସକୁ ଦ୍ୱିତୀୟ ଘର କହିଲେ କିଛି ଭୁଲ୍ ହେବ ନାହିଁ। କାରଣ କର୍ମଜୀବୀମାନଙ୍କର ଅଧିକାଂଶ ସମୟ ଘର ଅପେକ୍ଷା ଅଫିସରେ ବିତିଥାଏ। ପ୍ରତିଦିନ ୯ ଘଣ୍ଟାରୁ ଅଧିକ ସମୟ ଅଫିସରେ ବିତାଇଲେ ମଧ୍ୟ ଆମକୁ ବୋଝ ପରି ମନେ ହୋଇ ନ…
ନିଜ ଦଳକୁ ନେଇ କଟାକ୍ଷ କଲେ ସୁବ୍ରମଣ୍ୟମ
ନୂଆଦିଲ୍ଲୀ,୧୨।୭: ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ନେଇ କଟାକ୍ଷ କରିଛନ୍ତି। ଶୁକ୍ରବାର ସେ ଟୁଇଟ୍ କହିଛନ୍ତି, ଗୋଆ ଓ କଶ୍ମୀରକୁ ଦେଖିଲେ ଲାଗୁଛି ଯଦି ଆମେ ଗୋଟିଏ ଦଳ ଭାବେ ଭାଜପା ସହ ରହିଯିବା ତେବେ ଦେଶରେ…
ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା
ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ, ଗୋଆ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପୂର୍ବ ଉତ୍ତର ପ୍ରଦେଶ ଓ ଅରୁଣାଚଳ ପ୍ରଦେଶରେ ପ୍ରବଳରୁ ଅତି…

