Home Left

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ ନାମ ଯୋଡି ହୋଇଥିବା ବେଳେ ଏବେ ବିବାହିତ ସୂର୍ଯ୍ୟକୁମାରଙ୍କ ନାଁ’କୁ ନେଇ ଚର୍ଚ୍ଚା ସୃଷ୍ଟି…

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ, ସିଂହ, ବିଛା, ମକର ଏବଂ କନ୍ୟା ରାଶି ପାଇଁ ଅତ୍ୟନ୍ତ ସଫଳତା, ଆର୍ଥିକ ଲାଭ,…

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ତାମିଲନାଡୁ ସରକାରଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ ପ୍ରତି ସାଧାରଣ ଲୋକଙ୍କ ଆଗ୍ରହ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶେଷକରି ଖବରରେ ଅଛନ୍ତି…

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଦର୍ଶାଇ ମୃତଦେହକୁ ଘରୋଇ ହସ୍ପିଟାଲ ସମ୍ମୁଖରେ ରଖି ନ୍ୟାୟ ଦାବିରେ ଲୋକେ ଧାରଣାରେ ବସିଛନ୍ତି…

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ ଏକ ଅତ୍ୟନ୍ତ ବିଶେଷ ଭାବରେ ବିବେଚନା କରାଯାଏ। ତାଙ୍କର ଗୋଚର ମଧ୍ୟ ବହୁତ ଗୁରୁତ୍ୱପୂର୍ଣ୍ଣ।…

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ ପ୍ରତାପ ଦିଗଲ ଓ ତାଙ୍କ ସହଯୋଗୀ। ଉଭୟଙ୍କ ଘର କନ୍ଧମାଳ ଅଞ୍ଚଳରେ। ପ୍ରତାପ ପୂର୍ବରୁ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି…

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ ରାମଗୁଡା ଗ୍ରାମ ଦେଇ ମା’ ବାଳକୁମାରୀଙ୍କ ମନ୍ଦିରକୁ ରାସ୍ତା ପଡେ । ଚିକିଟି ରାଜାଙ୍କ…

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ ଭାବରେ, ଇଂଲଣ୍ଡ ଟି-୨୦ ବିଶ୍ୱକପ ପାଇଁ ଲିଆମ ଲିଭିଙ୍ଗଷ୍ଟୋନ ଏବଂ ଜେମି ସ୍ମିଥ ଭଳି…

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଏବଂ ବାହାରେ ସିସିଟିଭି…

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ବନ୍ଧବାହାଲସ୍ଥିତ ଲଖନପୁର ଏମସିଏଲ ହସ୍ପିଟାଲରେ ଦୀର୍ଘ ୧୭ ଘଣ୍ଟାରୁ ଅଧିକ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?