ଦଳିତ ଯୁବକଙ୍କୁ ବିବାହ କରିଥିବାରୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଲେ ବିଧାୟକଙ୍କ ଝିଅ
ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶ ବରେଲିର ଜଣେ ବିଧାୟକଙ୍କ ଝିଅ ଦଳିତ ଯୁବକଙ୍କୁ ବିବାହ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଉଭୟ ସୁରକ୍ଷା ପାଇଁ ନିବେଦନ କରୁଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…
ସାରାଙ୍କୁ ଆଣିବାକୁ ଏୟାରପୋର୍ଟ ପହଞ୍ଚିଲେ ଆର୍ୟନ
ମୁମ୍ବାଇ: ନିକଟରେ ସୈଫଙ୍କ ଲଳନା ତଥା ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଇମତିଆଜ୍ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ୍ ଆଜ କଲ୍-୨’ର ଶୁଟିଂ ସାରିବା ପରେ ମା’ ଅମୃତା ଓ ଭାଇ ଇବ୍ରାହିମ୍ଙ୍କ ସହ ଲଣ୍ଡନ ଛୁଟି ମନାଇବାକୁ ଯାଇଥିଲେ।…
ବଦଳିଲେ ଟାଉନ ଥାନାଧିକାରୀ
ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ ଏହି ବଦଳି ଆଦେଶ ଦିଆଯାଇଛି। ସେହିପରି କପ୍ତିପଦା ଥାନା ଅଧିକାରୀ ରୀନା ବେହେରାଙ୍କ ମଧ୍ୟ…
କୃତ୍ରିମ ହାର୍ଟ ଲଗାଇବାର ବର୍ଷକ ପରେ କାମ କଲା ପ୍ରାକୃତିକ ହାର୍ଟ
ନୂଆଦିଲ୍ଲୀ,୧୧।୭: କୃତ୍ରିମ ହାର୍ଟ ଲାଗିବାର ବର୍ଷକ ପରେ ପୁଣିଥରେ ରୋଗୀଣା ହାର୍ଟ କାମ କରିବା ଘଟଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣା ଘଟିଛି ରାଜଧାନୀ ଦିଲ୍ଲୀରେ। ସୂଚନା ଅନୁଯାୟୀ, ହାର୍ଟରେ ସମସ୍ୟା ନେଇ ଇରାକର ଜଣେ ୫୨ ବର୍ଷୀୟ…
ବେଆଇନ ଟ୍ରକ ପାର୍କିଂବେଳେ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଚାପା ଉତ୍ତେଜନା
ବଡ଼ବିଲ,୧୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ଏୟାରଷ୍ଟ୍ରିପ ନିକଟରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାମତି ସାହୁ(୭୦)। ବେଆଇନ ଟ୍ରକ ପାର୍କିଂ ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୧୪ଚକିଆ ଟ୍ରକ୍ ଛାଡି…
ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ
ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା ସୃଷ୍ଟି ହେଉଥିଲା। ଏପରିକି ନିଯୁକ୍ତ ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ପ୍ରଦାନ କରାଯାଉଥିଲା।…
ମହିଳା ତହସିଲଦାରଙ୍କ ଘରେ ଚଢ଼ାଉ
ହାଇଦ୍ରାବାଦ,୧୧।୭: ତେଲେଙ୍ଗାନା ରେଡ୍ଡି ଜିଲାର ଜଣେ ମହିଳା ତହସିଲଦାରଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଆଣ୍ଟି କରପଶନ୍ ବ୍ୟୁରୋ(ଏସିବି) ପକ୍ଷରୁ ଚଢ଼ାଉ କରାଯାଇଛି। ମହିଳା ତହସିଲଦାର ଲାବନ୍ୟାଙ୍କ ଘରେ ଏସିବିର ଟିମ୍ ଚଢ଼ାଉ କରି ୯୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି।…
୪୨ ଗୋତି ଶ୍ରମିକ ମୁକ୍ତ
ଚେନ୍ନାଇ,୧୧।୭: ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି ଯେ, ଦେଶରେ ଗୋତି ଶ୍ରମିକ ନାହାନ୍ତି। ତଥାପି ଏବେ ମଧ୍ୟ ଦେଶର କେତେକ ଅଞ୍ଚଳରେ ଗୋତି ଶ୍ରମିକ ରହିଛନ୍ତି। ସମ୍ପ୍ରତି ତାମିଲନାଡୁ କାଞ୍ଚିପୁରମ୍ ଏବଂ ବିଲ୍ଲୋର ଜିଲାରୁ ୪୨ ଜଣ ଗୋତି ଶ୍ରମିକଙ୍କୁ ମୁକ୍ତ…
ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍ଅପ ଜବତ
ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍ ଭ୍ୟାନ ଯୋଗେ ୧୩୧ ଖଣ୍ଡ ଚୋରା ଶାଳ ଚୌକାଠ ଚାଲାଣ ହେଉଥିବାବେଳେ ପାଟଣା ବନ କର୍ମଚାରୀ ଓ କେନ୍ଦୁଝର ମୋବାଇଲ…
ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର
ଝୁମ୍ପୁରା,୧୧।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭ ବର୍ଷ ଶିଶୁର ପ୍ରାଣହାନି ଘଟିଥିବାବେଳେ ଆଉ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ…
କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଦିନକୁଦିନ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଅପରାଧୀମାନଙ୍କ ଲୁଟପାଟ ବଢିବାରେ ଲାଗିଛି। ପାସ୍ପୋର୍ଟ ଅଫିସ ନିକଟରେ ବୁଧବାର ଅପରାହ୍ନରେ ଜଣେ ଇଞ୍ଜିନିୟରଙ୍କ କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିବା ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହେବା ପରେ ପୋଲିସ…
ଆଜି ନବମୀ ସନ୍ଧ୍ୟା ଦର୍ଶନ
ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର…

