Home Left

ସ୍ବପ୍ନରେ ବିଶ୍ୱସ୍ତରୀୟ ଟର୍ମିନାଲ

୧୮୦ କୋଟି ଟଙ୍କା ବ୍ୟୟରେ ସ୍ମାର୍ଟସିଟିର ସ୍ମାର୍ଟ ବସ୍‌ ଟର୍ମିନାଲ ରୂପ ନେଇଥାନ୍ତା ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ବିଶ୍ୱସ୍ତରୀୟ ବସ୍‌ଷ୍ଟାଣ୍ଡ ଭାବେ ଏହାକୁ ଗଢି ତୋଳାଯାଇଥାନ୍ତା। ୨୦୧୯ ଏପ୍ରିଲ୍‌ ସୁଦ୍ଧା ଏହା ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ ହୋଇଥାନ୍ତା। ହେଲେ ସବୁକିଛି…

ଦର୍ଶକଙ୍କ ମନକୁ ଛୁଇଁଲା କୃଷ୍ଣଲୀଳା

ପୁରୀ ଅଫିସ,୧୧।୭: ଭୋଳାନାଥ ବିଦ୍ୟାପୀଠ ପରିସରରେ ଚାଲିଛି ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା। ଏଠାରେ ଘରକରଣା, ଖାଦ୍ୟ ସାମଗ୍ରୀ, ବନ୍ୟଜାତ ଦ୍ରବ୍ୟ, ପ୍ରସାଧାନ ସାମଗ୍ରୀ ଆଦି ବିଭିନ୍ନ ଷ୍ଟଲ ପଡ଼ିଛି। ବୁଧବାର ନବମ ଦିନରେ ଏହି ମେଳା ପହଞ୍ଚିଛି। ଅପରାହ୍ନଠାରୁ ମେଳାରେ…

ଦିବ୍ୟକୃପା ଲାଭର ମହାର୍ଘ ଅବସର

ପୁରୀ ଅଫିସ,୧୧।୭: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସରେ ନବମୀ ତିଥିରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ ପର୍ଯ୍ୟନ୍ତ ଠାକୁରମାନେ ଆଡ଼ପମଣ୍ଡପରେ…

ଓଏସ୍‌ଆର୍‌ଟିସି କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହାର

କଟକ ଅଫିସ,୧୧।୭: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର କାର୍ଯ୍ୟରତ କର୍ମଚାରୀମାନେ ଗତ ଏପ୍ରିଲରୁ ଦରମା ପାଇନାହାନ୍ତି। ଏହା ବିରୋଧରେ ମଙ୍ଗଳବାରଠାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ। ସରକାର ସମସ୍ତ ବକେୟା ଟଙ୍କା ଦେବାକୁ ରାଜି ହେବା ପରେ ଆନ୍ଦୋଳନକୁ…

ହାତରେ ମୋ’ ମୁଠା ମୁଠା ଶରଧାବାଲି…

ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖକୁ ଶରଧାବାଲି କୁହାଯାଏ। ଶରଧାବାଲିର ଧୂଳିକୁ ବ୍ରଜଧୂଳି ସହିତ ତୁଳନା କରାଯାଇଛି। ବାହୁଡ଼ା ଦିନ ତିନିଠାକୁର ଧାଡ଼ିପହଣ୍ଡିରେ ଶରଧାବାଲି ଦେଇ ରଥ ଉପରକୁ ଚଢନ୍ତି। ଏଣୁ ମହାପ୍ରଭୁଙ୍କ ସ୍ପର୍ଶ ପାଇ ଶରଧାବାଲି ଅତ୍ୟନ୍ତ ପବିତ୍ର ହୋଇଯାଇଥାଏ।…

ହଜାରେ ଡିଟୋନେଟର ଓ ବିସ୍ଫୋରକ ଜବତ କଲା ସିଆଇଡି

କୋଲକତା,୧୧।୭: ପଶ୍ଚିମବଙ୍ଗ ବୀରଭୂମ ଅଞ୍ଚଳରୁ ଅପରାଧୀକ ଯାଞ୍ଚ୍‌ ବିଭାଗ(ସିଆଇଡି) ହଜାରେ ଡିଟୋନେଟର ଜବତ କରିଛି। ଏଗୁଡ଼ିକ ୮ଟି ବ୍ୟାଗ୍‌ରେ ପ୍ୟାକ୍‌ ହୋଇ ରହିଥିଲା। ସ୍ଥାନୀୟ ରାମପୁରହାଟସ୍ଥିତ ଏକ ଷ୍ଟୋର୍‌ରୁମ୍‌ ଉପରେ ଗୁରୁବାର ଚଢ଼ାଉ କରି ସିଆଇଡିକୁ ଏହି ସଫଳତା ମିଳିଛି। ଏଠାରୁ…

ଡାକ୍ତରୀ ଛାତ୍ରଙ୍କ ପାଇଁ ଲାଗୁ ହେବ ବଣ୍ଡ୍‌ ବ୍ୟବସ୍ଥା

ସମ୍ବଲପୁର,୧୧।୭ (ବ୍ୟୁରୋ): ଏଣିକି ଡାକ୍ତରୀ ଛାତ୍ରଙ୍କ ପାଇଁ ଆର୍ଥତ୍କ ବଣ୍ଡ୍‌ ବ୍ୟବସ୍ଥା ଲାଗୁ ହେବ। ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ସହ ଚୁକ୍ତି କରାଯିବ। ଓଡ଼ିଶାର ବିଭିନ୍ନ ସରକାରୀ ଓ ଘରୋଇ ମେଡିକାଲ କଲେଜରେ ପାଠ ପଢିବା ପରେ ଅଧିକ ରୋଜଗାର…

ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ ଅର୍ଥ ମିଳୁଥିବା…

ସନ୍ଧ୍ୟା ଦର୍ଶନ କଟକଣା: ଗର୍ଭଗୃହକୁ ଯାଇପାରିବେନି ଭକ୍ତ

ପୁରୀ ଅଫିସ,୧୧।୭: ଆଡ଼ପମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ହେଉଛନ୍ତି ଶ୍ରଦ୍ଧାଳୁ। ଗୁରୁବାର ସନ୍ଧ୍ୟା ଦର୍ଶନ। ନବମୀ ତିଥିରେ ଜନ୍ମବେଦିରେ ମହାପ୍ରଭୁଙ୍କୁ ଦର୍ଶନ କରିବା ଦୁଲର୍‌ଲଭ ଦର୍ଶନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

୧୫ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ରହିଛି। କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଆଦୌ ବର୍ଷା ହେଉ ନାହିଁ। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଡ୍ରାଇଭର, ହେଲ୍‌ପରଙ୍କ ଲାଇସେନ୍ସ ରଦ୍ଦ

ପୁରୀ ଅଫିସ/କଟକ ଅଫିସ, ୧୧।୭: ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ଘରୋଇ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ବିଭିନ୍ନ ମହଲରେ ଦୃଢ ନିନ୍ଦା କରାଯାଇଛି। ପୁରୀ ଘରୋଇ ବସ୍‌ ମାଲିକ ସଂଘ ମଧ୍ୟ ଏହି ଘଟଣା ଅତ୍ୟନ୍ତ…

ଓ୍ବାଟର୍‌ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍‌ ସ୍ପୋର୍ଟସ ତଥା ଲିଜର୍‌ ଓ ରିକ୍ରିଏଶନ୍‌ ଟୁରିଜିମ୍‌ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍‌ ପରେ ଏବେ ଓଡ଼ିଶାରେ ଓ୍ବାଟର୍‌ ସ୍ପୋର୍ଟସ ଟୁରିଜିମ୍‌ର ପ୍ରଚାର ପ୍ରସାର ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?