Home Left

ମକ୍କା ଯିବେ ରାଜ୍ୟର ୬୫୩ ହଜ୍‌ଯାତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ହଜ୍‌ କମିଟି ଜରିଆରେ ଚଳିତବର୍ଷ ରାଜ୍ୟରୁ ୬୫୩ଜଣ ହଜ୍‌ ଯାତ୍ରୀ ତୀର୍ଥ ନିମନ୍ତେ ସୌଦି ଆରବର ମକ୍କା ମଦିନା ଯାତ୍ରା କରିବେ। ଏମାନଙ୍କ ମଧ୍ୟରେ ୩୮୬ ଜଣ ପୁରୁଷ ଓ ୨୬୭ ମହିଳା ଯାତ୍ରୀ ରହିଛନ୍ତି। ଚଳିତବର୍ଷ ଯାତ୍ରୀମାନଙ୍କ…

ମ୍ୟାନହୋଲ୍‌ରେ ଖସି ପଡିଲେ ୩ ବର୍ଷର ଶିଶୁ; ମିଳୁନି ସନ୍ଧାନ

ମୁମ୍ବାଇ,୧୧।୭: ଗୁରଗାଓଁର ଆମ୍ବେଦକର ନଗରରେ ବୁଧବାର ରାତିରେ ଜଣେ ୩ ବର୍ଷର ଶିଶୁ ରାସ୍ତାକଡ଼ରେ ଥିବା ମ୍ୟାନହୋଲ୍‌ରେ ଖସି ପଡିଥିବା ପୋଲିସ ସୂଚନା ଦେଇଛି। ବୁଧବାର ରାତି ପ୍ରାୟ ୧୦ଟା ୨୪ରେ ଘର ବାହାରକୁ ଚାଲିଯିବା ବେଳେ ସେଠାରେ ଥିବା ମ୍ୟାନହୋଲ୍‌ରେ…

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ବଜେଟ ପରିମାଣ ବୃଦ୍ଧି ପ୍ରସ୍ତାବକୁ…

ଅନଫିଟ୍‌ ଗାଡ଼ିରେ ଛାତ୍ରୀଛାତ୍ର ପରିବହନ; କଟକଣା ମାନୁନାହାନ୍ତି କର୍ତ୍ତୃପକ୍ଷ

କଟକ ଅଫିସ, ୧୧।୭: ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସମୟରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଉଛି। ପାଠ ପଢିବାକୁ ଆସିଥିବା ପିଲାଙ୍କ ଜୀବନ ରାସ୍ତାରେ ଅକାଳରେ ଚାଲିଯାଉଛି। ମାତ୍ର ଏଭଳି ଅଘଟଣକୁ ରୋକିବା ପାଇଁ…

ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ

ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ ଯାଇଥିଲେ। ପରାଜୟ ପାଇଁ ସେ ସ୍ଥାନୀୟ ନେତାଙ୍କୁ ଦୋଷ ଦେଇଛନ୍ତି। ସେମାନେ ଲୋକଙ୍କଠାରୁ ଦୂରେଇ…

ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚକୁ ନେଇ ବେଟିଂ

କଟକ ଅଫିସ, ୧୧।୭: ଇଂଲଣ୍ଡର ମାଞ୍ଚେଷ୍ଟର ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବୁଧବାର ଖେଳାଯାଉଥିବା ବିଶ୍ୱକପ୍‌ କ୍ରିକେଟ୍‌ର ସେମିଫାଇନାଲ ମ୍ୟାଚ୍‌କୁ ନେଇ କଟକରେ ବେଟିଂ କାରବାର ଚାଲିଥିଲା। ଏଥିରେ ବହୁ ଲୋକ ଟଙ୍କା ଲଗାଇଥିବା ବେଳେ ଲକ୍ଷାଧିକ ଟଙ୍କାର କାରବାର…

ଆପୋଲୋ ୧୧ ମିଶନ୍‌କୁ ୫୦ବର୍ଷ

ଓ୍ବାଶିଂଟନ୍‌,୧୧ା୭(ଆଇଏଏନ୍‌ଏସ୍‌): ଆମେରିକାର ଆପୋଲୋ ୧୧ ମିଶନ୍‌ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ୫୦ବର୍ଷ ପୂର୍ତ୍ତି ପାଳିତ ହେଉଛି। ସ୍ମାରକୀ ସ୍ବରୂପ ଏହି ମହାକାଶ ଯାନକୁ ଓ୍ବାଶିଂଟନ୍‌ ମନୁମେଣ୍ଟ୍‌ର ପୂର୍ବଭାଗରେ ପ୍ରଦର୍ଶିତ କରାଯିବ। ୩୬୩ ଫୁଟ ବିଶିଷ୍ଟ ଏହି ସଟର୍ନ ଭି ରକେଟ୍‌ ଜୁଲାଇ…

ଦାଉଦ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କ : ଜାତିସଂଘରେ ଆଶଙ୍କା ବ୍ୟକ୍ତ କଲା ଭାରତ

ଜାତିସଂଘ,୧୧ା୭(ପି.ଟି.): ପାକିସ୍ତାନରେ ରହୁଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କରେ ପରିଣତ ହୋଇଛି। ଡି-କମ୍ପାନୀ, ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଏବଂ ଲଶ୍କର-ଇ-ତୋଇବା ଭାରତ ପାଇଁ ପ୍ରକୃତ ବିପଦ ବୋଲି ନୂଆଦିଲ୍ଲୀ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ ଅଭିଯୋଗ କରିଛି। ଦାଉଦ୍‌ର…

ମିଳିଲାନି ଆଇସିୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ; ମହିଳା କର୍ମଚାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ) କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ହସ୍ପିଟାଲରେ ଆଇସିୟୁ ବେଡ୍‌ ଫାଙ୍କା ନ ଥିବାରୁ ତାଙ୍କୁ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଇଥିଲା। ହେଲେ ଆବଶ୍ୟକ ଚିକିତ୍ସା ନ ମିଳିବାରୁ ମହିଳାଙ୍କର ମୃତ୍ୟୁ ଘଟିଥିଲା।…

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତଙ୍କୁ ସମନ ଜାରି କରିଛି। ଋତୁପର୍ଣ୍ଣା ରୋଜଭ୍ୟାଲି ଗ୍ରୁପ୍‌ ଅଧ୍ୟକ୍ଷ…

ବିଏମ୍‌ସି ପକ୍ଷରୁ ପଲିଥିନ ଚଢ଼ାଉ; ୯୦ କେଜି ଜବତ

ଭୁବନେଶ୍ୱର,୧୧।୭(ବ୍ୟୁରୋ) ବାରଣ କରାଯାଇଥିବା ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ବ୍ୟବହାରକାରୀଙ୍କ ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲଗାତାର ଚଢାଉ ଜାରି ରଖିଛି। ଚଳିତ ସପ୍ତାହରେ ୯୦ କେଜି ପଲିଥିନ ଜବତ କରିବା ସହ ୧୧ ହଜାର ୯ ଶହ ଟଙ୍କାର ଜରିମାନା…

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’

ମେଲବୋର୍ନ,୧୧ା୭: ଅଗଷ୍ଟ ୮ରେ ହେବାକୁ ଥିବା ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ର ଉଦ୍‌ଘାଟନୀ ମହୋତ୍ସବରେ ରିମା ଦାସଙ୍କ ଦ୍ୱାରା ନିର୍ମିତ ଅହମିୟା ଫିଲ୍ମ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’ ପ୍ରଦର୍ଶିତ ହେବ। ୨୦୧୯ରେ ଉକ୍ତ ଫିଲ୍ମ ଫେଷ୍ଟିଭାଲ୍‌ର ୧୦ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?