ବାରଣ୍ଡାରେ ଗଢ଼ା ହେଉଛି ପିଲାଙ୍କ ଭବିଷ୍ୟତ
ଝରିଗାଁ,୧୧।୭(ସ୍ବ.ପ୍ର)- ଗ୍ରାମାଞ୍ଚଳରେ ଗୁଣାମତ୍କ ଶିକ୍ଷାକୁ ସରକାର ଗୁରୁତ୍ୱ ଦେଉଥିବା ବେଳେ ସରକାରୀ ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ଠିକ୍ ନଥିବାରୁ ଛାତ୍ରୀଛାତ୍ରମାନେ ପାଠ ପଢିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶ୍ରେଣୀ ଗୃହ ନ ଥିବାରୁ ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ନବରଙ୍ଗପୁର…
ପରାଜୟରେ ମୋଦି ନିରାଶ
ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରାଶବ୍ୟକ୍ତ…
କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା
ତାଳଚେର, ୧୧ା୭ – ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ ଉପକୃତ ହେବେ ବୋଲି କୁହାଯାଇଥିଲା। ହେଲେ ଅନୁଗୋଳ ଜିଲା ତାଳଚେର ବ୍ଲକରେ ରାଜ୍ୟ…
ଅବସର ନେବେ ନାହିଁ ହାଫିଜ୍
କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍ରାଉଣ୍ଡର ମହମ୍ମଦ ହାଫିଜ ବର୍ତ୍ତମାନ ସୀମିତ ଓଭର କ୍ରିକେଟ୍ରୁ ଅବସର ନେବାର କୌଣସି ପ୍ଲାନ ନାହିଁ ବୋଲି ଜଣାପଡ଼ିଛି।…
କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ
ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ ଲାଗି…
୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା
ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍ କମ୍ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା କମିଟି…
ପଣ୍ଡା କଲୋନୀରେ ଆତଙ୍କରାଜ
ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ବାଇକ୍ରେ ନିଅଁ।…
ଆଙ୍କୋରଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ, ସରପଞ୍ଚ ଅଟକ
ଦିଗପହଣ୍ଡି,୧୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ. ୱାର୍ଡ ନୀଳାଦ୍ରି ବିହାରରେ ରହୁଥିବା ବିଜେଡି ନେତା ତଥା ଆଙ୍କୋରଡା ସରପଞ୍ଚ ଉସନ୍ତ କୁମାର ସାହୁଙ୍କ ୨ ମହଲା ବିଶିଷ୍ଟ ବାସଭବନରେ ବୁଧବାର ଭୋର ପ୍ରାୟ ୫ଟାରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ପକ୍ଷରୁ…
‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’
ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୩ ଥର…
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨-୩ଥର କଲରା ଖାଇଲେ ସୁଫଳ ମିଳିଥାଏ। କଲରାରେ ଲୌହ, ପୋଟାସିୟମ୍, ଫୋଲେଟ୍, ଜିଙ୍କ୍, ମାଙ୍ଗାନିଜ୍, କପର, କ୍ୟାଲସିୟମ୍, ସୋଡ଼ିୟମ୍,…
ଆଡ଼ପ ମଣ୍ଡପରେ ଜମୁଛି ଭିଡ଼: ସାନ୍ଧ୍ୟ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ, ୧୦।୭: ରତ୍ନବେଦି ଛାଡ଼ି ଜନ୍ମବେଦିରେ ଚାଲିଛି ଶ୍ରୀଜୀଉଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ପ୍ରମୁଖ ଅଂଶ ହେଉଛି ଆଡ଼ପ ଦର୍ଶନ। ଠାକୁର ପ୍ରତିଦିନ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହାକୁ ଦେଖିବାକୁ ସ୍ଥାନୀୟ ବାଜିଚୌକ୍ସ୍ଥିତ ଗୁଣ୍ଡିଚା…
ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ
ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ସ୍ଥାନୀୟ ଏକ ମହିଳା ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ଏକ୍ସପାଏରି…

