Home Left

ଆଡ଼ପ ମଣ୍ଡପରେ ଜମୁଛି ଭିଡ଼: ସାନ୍ଧ୍ୟ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧୦।୭: ରତ୍ନବେଦି ଛାଡ଼ି ଜନ୍ମବେଦିରେ ଚାଲିଛି ଶ୍ରୀଜୀଉଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ପ୍ରମୁଖ ଅଂଶ ହେଉଛି ଆଡ଼ପ ଦର୍ଶନ। ଠାକୁର ପ୍ରତିଦିନ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହାକୁ ଦେଖିବାକୁ ସ୍ଥାନୀୟ ବାଜିଚୌକ୍‌ସ୍ଥିତ ଗୁଣ୍ଡିଚା…

ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ସ୍ଥାନୀୟ ଏକ ମହିଳା ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ଏକ୍ସପାଏରି…

ଟଳୁନି ବୈତରଣୀ ସେତୁ ବିପଦ

ଆନନ୍ଦପୁର,୧୦। ୭(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ସେତୁ ପ୍ରତି ବିପଦ ଟଳିବାର ନାଁ ଧରୁନି। ବର୍ଷକ ତଳେ ଏକ ପିଲାରରୁ ବିୟରିଂ ଖସି ବିପଦ ସୃଷ୍ଟି ହୋଇଥିବାବେଳେ ଜୁନ୍‌ ମାସ ୧୨ ତାରିଖ ମରାମତି କାର୍ଯ୍ୟ କରାଯାଇଥିଲା। ହେଲେ ଏବେ ବାଲି ମାଫିଆଙ୍କ…

ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା

ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍‌ ଇନଭେଷ୍ଟମେଣ୍ଟ ଆଣ୍ଡ ଫାଇନାନ୍ସ କମ୍ପାନୀ ସହ ଚୁକ୍ତିରେ ସାମିଲ ହୋଇଛି। ହୋଣ୍ଡାର ବିକ୍ରି ଓ…

ସାପ କାମୁଡ଼ାରେ ବୃଦ୍ଧା ମୃତ

ଭାପୁର,୧୦ା୭(ଡି.ଏନ୍‌.ଏ.): ଗୁହାଳରୁ ଗୋବର ଆଣି ଗାଣ୍ଡୁଆରେ ଧରି ଘର ପଛ ପଟେ ଥିବା ଖତଗାଡ଼ରେ ପକାଇବାକୁ ଯାଇଥିବାବେଳେ ମଙ୍ଗଳବାର ସନ୍ଧ୍ୟାରେ ଏକ ବିଷାକ୍ତ ସାପ କାମୁଡ଼ାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼…

ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର…

ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା

ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ ନାନା ଅସୁବିଧାରେ ପଡ଼ିବାର ଆଶଙ୍କା ରହିଛି। ବାସୁଦେବପୁର ପୌରପାଳିକାର ୧୨ ନମ୍ବର ୱାର୍ଡ ଇଣ୍ଡିଆସାହି…

ବାଟ୍‌ଲା ହାଉସ୍‌ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଜନ୍‌ ଆବ୍ରାହମ୍‌ଙ୍କ ଅପ୍‌ କମିଂ ଫିଲ୍ମ ‘ବାଟ୍‌ଲା ହାଉସ୍‌’ର ଟ୍ରେଲର ରିଲିଜ୍‌ ହୋଇଛି। ୨ ମିନିଟ୍‌ ୫୫ ସେକେଣ୍ଡର ଥିବା ଏହି ଟ୍ରେଲରକୁ ରିଲିଜ୍‌ ହେବାର କିଛି ସମୟ ମଧ୍ୟରେ ଏହାକୁ ଲକ୍ଷାଧିକ ଦର୍ଶକ ଦେଖିସାରିଲେଣି। ଏଥିରେ…

ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ ୨୬ ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଏହାସହ ମଣ୍ଡିରେ ବର୍ଷା ଯୋଗୁ ଗଜା…

କଂଗ୍ରେସର ଆଉ ୨ ବିଧାୟକ ଦେଲେ ଇସ୍ତଫା

ବେଙ୍ଗାଲୁର,୧୦।୭: କର୍ନାଟକରେ କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ବୁଧବାର କଂଗ୍ରେସର ଆଉ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ବିଧାୟକ ଏମ୍‌.ଟି.ବି. ନାଗରାଜ ଓ କେ.ସୁଧାକର ବିଧାନସଭା ବାଚସ୍ପତିଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।…

ବିଶ୍ୱର ସବୁଠୁ ବଡ଼ ସମାଧିସ୍ଥଳ

ଦୁନିଆରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠାରେ ବିଶ୍ୱର ସବୁଠୁ ବଡ଼ ସାମୂହିକ ସମାଧିସ୍ଥଳର ସନ୍ଧାନ ମିଳିଛି। ଏକସଙ୍ଗେ ପ୍ରାୟ ୨୩୦ଟି କଙ୍କାଳ ବରାମଦ୍‌ ହୋଇଛି ଏଠାରୁ। ବିଶ୍ୱର ଏହା ପ୍ରଥମ ଏଭଳି ସମାଧିସ୍ଥଳ ଯେଉଁଠାରେ ଏତେ ମାତ୍ରାରେ କଙ୍କାଳ ମିଳିଛି।…

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପୋଲିସ ହେପାଜତକୁ ନେଇଛି। ସୂଚନାଯୋଗ୍ୟ, ମେଣ୍ଟ ସରକାରରୁ ଇସ୍ତଫା ଦେଇଥିବା କଂଗ୍ରେସ ଓ ଜେଡି(ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?