Home Left

ବସ୍‌ରେ ଲାଗିଲା ବିଦ୍ୟୁତ୍‌ ତାର, ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ

ସାକ୍ଷୀଗୋପାଳ,୧୦।୭(ଡି.ଏନ୍‌.ଏ.)- ସାକ୍ଷୀଗୋପାଳଙ୍କ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ୫୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର ସାକ୍ଷୀଗୋପାଳ ବଜାରରେ ଝୁଲି ରହିଥିବା ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲା। ଫଳରେ ତାରରୁ ନିଆଁ ବାହାରିଥିଲା। ବସ୍‌ଟି କରେଣ୍ଟ ହୋଇଯିବା ଭୟରେ ସମସ୍ତ ଯାତ୍ରୀ…

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା ଏଆର ଏସିଆ ବିମାନ(ଏଫ୍‌ଡି-୧୧୨)ର ଜଣେ ଯାତ୍ରୀଙ୍କ ସାର୍ଟ କଲର୍‌ରୁ ୧୫୦.୯୨୦ ଗ୍ରାମର ସୁନା ଜବତ…

ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ହଟଗୋଳ

କୋଳିମାଟି,୧୦।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତରେ ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ବୁଧବାର ଅପରାହ୍ନରେ ହଟଗୋଳ ହୋଇଛି। ପ୍ରଥମ ଦିନ ଚାଉଳ ବଣ୍ଟନ କରାଯାଇଥିବାବେଳେ ଦ୍ୱିତୀୟ ଦିନରେ ଗଣ୍ଡଗୋଳ ହୋଇଛି। ସୂଚନାନୁଯାୟୀ, କୋଳିମାଟି ପଞ୍ଚାୟତ ସୂଚନାଫଳକରେ କୁମଡ଼, ଦରଖୋଳା,…

କ୍ଲବରେ ଯୋଗ କରୁଛନ୍ତି ଜେଡିଏସ ନେତା

ନୂଆଦିଲ୍ଲୀ: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ବୁଧବାର ମଧ୍ୟ ଜାରି ରହିଛି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ ହେଁ ଗୋଟିଏ ପରେ ଗୋଟିଏ ଝଟକା ସେମାନଙ୍କୁ ପୂରା ଦୋହଲାଇ ଦେଇଛି। ପ୍ରତି ଘଣ୍ଟାରେ…

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ ମୁଖ୍ୟତଃ ଖରିଫ ଧାନଚାଷ ଉପରେ ନିର୍ଭର କରୁଥିବା ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଅକ୍ଷୟ ତୃତୀୟାଠାରୁ…

ରୋଗକୁ ନେଇ କେବେ ଚିନ୍ତିତ ହୁଅନ୍ତୁ ନାହିଁ:ସୋନାଲି ବେନ୍ଦ୍ରେ

ଗ୍ରେଡ୍‌ କ୍ୟାନ୍‌ସରରୁ ଆରୋଗ୍ୟ ଲାଭ କରିବା ପରେ ସାଧାରଣ ଜୀବନକୁ ଧୀରେ ଧୀରେ ଫେରୁଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ। କ୍ୟାନସର ପୀଡ଼ିତ ହେବାର ଏକ ବର୍ଷ ପୂରଣ ହେବା ପରେ ନିଜର ଏକ ଫଟୋ ସୋସିଆଲ୍‌ ମିଡ଼ିଆରେ ଛାଡିଛନ୍ତି। ଯାହାର ନାମ…

ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍‌ ହୋଇଛନ୍ତି। ରୋହିତ ୧…

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ ହାତରେ…

ରାହୁଲଙ୍କ ଟୁଇଟର ଫଲୋଅର୍ସଙ୍କ ସଂଖ୍ୟା ୧ କୋଟିରେ ପହଞ୍ଚିଲା: ଆମେଠି ଲୋକଙ୍କ ସହ ମନାଇବେ ଉତ୍ସବ

ନୂଆଦିଲ୍ଲୀ, ୧୦।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟର ଫଲୋଅର୍ସ ସଂଖ୍ୟା ୧ କୋଟି ଟପିଛିି। ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ପ୍ରଥମଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ଆମେଠି ଯାଇଛନ୍ତି ରାହୁଲ। ଟୁଇଟରରୁ ଏଭଳି ଖୁସି…

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ…

ଜେଲରେ ବିଳାସମୟ ଜୀବନ ବିତାଉଛନ୍ତି କଏଦୀ: ଭିଡିଓ ଭାଇରାଲ

ଭୋପାଳ,୧୦।୭: ଉତ୍ତରପ୍ରଦେଶ ମାଉ ଜିଲାରେ ଜେଲ ପ୍ରଶାସନର କାର୍ଯ୍ୟରେ ଅବହେଳା ସାମ୍ନାକୁ ଆସିଛି। ଜେଲରେ କଏଦୀମାନେ ବିଳାସମୟ ଜୀବନ ବିତାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜେଲରେ କଏଦୀମାନେ ଭଲ ଭଲ ଖାଦ୍ୟଠାରୁ ଆରମ୍ଭ…

ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୧୦।୭: ଖୋର୍ଦ୍ଧା ସଦର ଥାନା ଅଞ୍ଚଳ ତାପଙ୍ଗ କ୍ରଶରରେ କାର୍ଯ୍ୟରତ ଟ୍ରକ୍‌ ଡ୍ରାଇଭର ଉକ୍ତ ଅଞ୍ଚଳର ଜନୈକା ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ କରିଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?