Home Left

ଅନୁଚ୍ଛେଦ ୩୭୦ର ବୈଧତାକୁ ଚ୍ୟାଲେଞ୍ଜ୍‌ କରୁଥିବା ଜନସ୍ବାର୍ଥ ମାମଲା ଶୁଣାଣି ପାଇଁ ସୁପ୍ରିମ୍‌କୋର୍ଟ ରାଜି ହେଲେ

ନୂଆଦିଲ୍ଲୀ,୧୦।୭: ଅନୁଚ୍ଛେଦ ୩୭୦ର ବୈଧତାକୁ ନେଇ ଚ୍ୟାଲେଞ୍ଜ୍‌ କରାଯାଥିବା ଏକ ଜନସ୍ବାର୍ଥ ମାମଲାକୁ ସୁପ୍ରିମ୍‌କୋର୍ଟ ଗ୍ରହଣ କରିବା ସହିତ ଏହାର ଶୁଣାଣି ପାଇଁ ରାଜି ହୋଇଛନ୍ତି। ଏହି ଅନୁଚ୍ଛେଦ ଅନ୍ତର୍ଗତ ଜମ୍ମୁ-କଶ୍ମୀରକୁ ବିଶେଷ ଅଧିକାର ଦିଆଯାଇଛି। ଖୁବ୍‌ ଶୀଘ୍ର ଏହା ଉପରେ…

ଭାରତୀୟ କ୍ରିକେଟ ଦଳକୁ ଶୁଭକାମନା ଜଣାଇ ଫଶିଗଲେ ଜେଡିୟୁ ନେତା

ପାଟନା, ୧୦।୭: ଆଇସିସି ବିଶ୍ୱକପରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯାଉଛି। ଭାରତର ବିଜୟ କାମନା କରି ଦେଶର ବିଭିନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା କରାଯାଉଥିଲାବେଳେ ବିହାରର ଜେଡିୟୁ ନେତା ଅଜୟ ଆଲୋକ ଭାରତୀୟ ଦଳକୁ ଶୁଭକାମନା ଦେବା ଚକ୍କରରେ…

ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କଲେ ସ୍ତ୍ରୀ; ବେଙ୍ଗାଲୁର୍‌ରୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୦।୭: ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଜଣେ ସ୍ତ୍ରୀ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କରିଥିଲେ। ତେବେ ପରେ ପୋଲିସ ତାଙ୍କୁ ବେଙ୍ଗାଲୁର୍‌ରୁ ଜୀବିତ ଅବସ୍ଥାରେ ଗିରଫ କରିଛି। ଜୁଲାଇ ୫ରୁ ଦିଲ୍ଲୀର ଜଣେ ମହିଳା କୋମଲ ନିଖୋଜ ଥିବା ନେଇ…

କାରରେ ୧୭ଟି ଦେଶ ପାରି ହୋଇ ବିଶ୍ୱକପ୍‌ ଦେଖିବାକୁ ପହଞ୍ଚିଲେ ମାଥୁର ପରିବାର

ଲଣ୍ଡନ, ୧୦।୭: ବିଶ୍ୱର ଯେକୌଣସି ସ୍ଥାନରେ ମ୍ୟାଚ୍‌ ହେଉନା କାହିଁକି, ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଦର୍ଶକ ସେଠାରେ ପହଞ୍ଚିଯିବା କୌଣସି ଆଶ୍ଚର୍ଯ୍ୟର କଥା ନୁହେଁ। ସେମିତି ଏକ ଉଦାହରଣ ଦେଖିବାକୁ ମିଳିଛି ମାଞ୍ଚେଷ୍ଟରରେ। ଆଇସିସି ବିଶ୍ୱକପର ଭାରତ ଏବଂ…

ଖଣି ଦୁର୍ନୀତିରେ ବୁଲନ୍ଦ ସହରର ଡିଏମ୍‌ଙ୍କ ଘରେ ଚଢ଼ାଉ

ଭୋପାଳ,୧୦।୭: ଉତ୍ତରପ୍ରଦେଶର ବହୁଚର୍ଚ୍ଚିତ ଖଣି ଦୁର୍ନୀତି ମାମଲା ନେଇ ବୁଧବାର ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଛି। ବୁଲନ୍ଦ ସହରର ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ(ଡିଏମ୍‌) ଅଭୟ କୁମାର ସିଂହଙ୍କ ଘରେ ସିବିଆଇ ଚଢ଼ାଉ କରିଛି। ତାଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ…

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼ ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ ପଲ୍ଲବ ମୁଖ୍ୟ ଭୂମିକାରେ ଅଭିନୟ କରିବେ ବୋଲି କୁହାଯାଉଛି। ଫିଲ୍ମରେ ଶହେରୁ ଅଧିକ ପୋଲିସ…

ଯୁବିଙ୍କ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୦।୭- ସୋସିଆଲ ମିଡିଆରେ ଗତ କିଛିଦିନ ହେଲେ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ ଲୋକପ୍ରିୟତା ହାସଲ କରିଛି। ଏହି ଚ୍ୟାଲେଞ୍ଜରେ ବୋଟଲକୁ ସ୍ପର୍ଶ ନ କରି କ୍ୟାପ୍‌ ଖୋଲିବାକୁ ହୁଏ। କ୍ରିକେଟରେ ନିଜ ଛକା ପାଇଁ ଜଣାଯାଉଥିବା ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ…

ଦୂତୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନାପୋଲି(ଇଟାଲି),୧୦।୭(ପିଟି)- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ପ୍ରଥମ ଭାରତୀୟ ଟ୍ରାକ୍‌ ଓ ଫିଲ୍ଡ ଆଥ୍‌ଲେଟ୍‌ ଭାବେ ଓ୍ବାଲର୍‌ଡ ୟୁନିଭର୍‌ସିଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୧୦୦ ମିଟର ମହିଳା ଦୌଡ଼ ଇଭେଣ୍ଟରେ ଏହି ସଫଳତା ପାଇଛନ୍ତି। ଏହି ଓଡ଼ିଆ ଆଥ୍‌ଲେଟ୍‌…

ବିଧାୟକଙ୍କୁ ଭେଟିବା ପାଇଁ ଅଡି ବସିଲେ ଶିବକୁମାର: ମୁମ୍ବାଇ ହୋଟେଲ ଆଗରେ ଲାଗିଲା ୧୪୪ ଧାରା

ମୁମ୍ବାଇ, ୧୦।୭: କର୍ନାଟକ ରାଜନୈତିକ ସଙ୍କଟ ଏବେ ବେଙ୍ଗାଲୁରୁ ଛାଡି ମୁମ୍ବାଇରେ ପହଞ୍ଚିଛି। ମେଣ୍ଟ ସରକାରରୁ ଇସ୍ତଫା ଦେବାପରେ କଂଗ୍ରେସ ଓ ଜେଡିଏସ ୧୦ ବିଧାୟକ ମୁମ୍ବାଇର ଏକ ୫ ଷ୍ଟାର ହୋଟେଲରେ ରହୁଛନ୍ତି। ବୁଧବାର ତାଙ୍କୁ ମନାଇବାକୁ କଂଗ୍ରେସ ନେତା…

ଅକ୍ଷୟଙ୍କୁ ଟ୍ବିଙ୍କଲ୍‌ଙ୍କ ପ୍ରଶଂସା

ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ଖେଳାଳି କୁହାଯାଏ। ୫୦ ବର୍ଷ ପାରି ହୋଇଥିବା ଆକ୍ଟରଙ୍କ ମଧ୍ୟରେ ଅକ୍ଷୟ ହେଉଛନ୍ତି ସବୁଠୁ ଫିଟ୍‌। ଅକ୍ଷୟ ସବୁଥିରେ ପାରଙ୍ଗମ ବୋଲି ଫ୍ୟାନ୍‌ମାନେ ଜାଣିଛନ୍ତି। କିନ୍ତୁ ଆଉ ଏକ ଖେଳରେ ଅକ୍ଷୟ ଯେ, ପାରଙ୍ଗମ ଏକଥା କହିଛନ୍ତି…

ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୫ଶହ ଜଣ ଆହତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ…

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌ ଉପରେ ଚଢ଼ାଉ କରିଥିଲା। ସେଠାରୁ ଦୁଇଜଣ ନାବାଳିକା ଓ ୮ ଯୁବତୀଙ୍କୁ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?