Home Left

ଯୌତୁକ ପାଇଁ ଅନ୍ୟ ଜଣେ ମହିଳାଙ୍କ ସହ ସ୍ବାମୀଙ୍କ ବିବାହ କରାଇଲେ ସ୍ତ୍ରୀ

ପାଟନା, ୧୦।୭: ସ୍ତ୍ରୀ ନିଜ ସ୍ବାମୀଙ୍କ ବିବାହ ପ୍ରସ୍ତାବ ନେଇ ଅନ୍ୟ ଜଣେ ମହିଳାଙ୍କ ଘରକୁ ଯିବା କଥା କେବେ ଶୁଣିଛନ୍ତି କି? ମାତ୍ର ୧୩ ଲକ୍ଷ ଟଙ୍କା ପାଇଁ ଏଭଳି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ବିହାରରେ। ଘଟଣାର ପର୍ଦ୍ଦାଫାଶ ହେବା…

ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସଜନାଗଡ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)। ସୂଚନା ମୁତାବକ, ପାଗୁଲୁ ସଜନାଗଡ଼ ପଞ୍ଚାୟତ ନୂଆସାହି ଗ୍ରାମରେ ଗତ ୮ତାରିଖରେ ଦେଶୀ ମଦ କାରବାର…

କୁମାରସ୍ବାମୀଙ୍କ ଇସ୍ତଫା ଦାବିରେ ଧାରଣାରେ ବସିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୦।୭: କର୍ନାଟକରେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ସେଠାକାର ରାଜନୀତି ସମ୍ପୂର୍ଣ୍ଣ ବଦଳି ଯାଇଛି। କଂଗ୍ରେସ-ଜେଡିଏସ ମେଣ୍ଟ ବଞ୍ଚାଇବା ପାଇଁ ଚାଲିଛି କସରତ। ଏପଟେ କର୍ନାଟକ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି ଭାଜପାର ବରିଷ୍ଠ…

ସ୍ତ୍ରୀଙ୍କ ସ୍ବପ୍ନ ସାକାର କରିପାରିବେ କି ରବୀନ୍ଦ୍ର ଜାଡେଜା

ଲଣ୍ଡନ,୧୦।୭: ଆଇସିସି ବିଶ୍ୱକପରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପ୍ରଦର୍ଶନ ଭଲ ରହିଛି। ପ୍ରଥମ ୮ଟି ମ୍ୟାଚ୍‌ରେ ତାଙ୍କୁ ଖେଳିବାର ସୁଯୋଗ ମିଳି ନ ଥିଲାବେଳେ ଶେଷ ଦୁଇଟି ମ୍ୟାଚ୍‌ ଖେଳି ଫର୍ମରେ ଥିବାର ପ୍ରମାଣ ଦେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ସେମିଫାଇନାଲ…

ଅଲ୍‌ କାଏଦା ଆତଙ୍କବାଦୀ ଜଓ୍ବାହିରିଙ୍କ ଧମକପୂର୍ଣ୍ଣ ଲେଖା: କଶ୍ମୀରକୁ ଭୁଲ ନାହିଁ

ନୂଆଦିଲ୍ଲୀ,୧୦।୭: ଅଲ୍‌ କାଏଦା ଆତଙ୍କବାଦୀ ଅଲ୍‌ ଜଓ୍ବାହିରିଙ୍କ ଏକ ଧମକପୂର୍ଣ୍ଣ ଲେଖା ଜାରି ହୋଇଛି। ଏଥିରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ କୁହାଯାଇଛି। କଶ୍ମୀରକୁ ଭୁଲ ନାହିଁ ବୋଲି ଜଓ୍ବାହିରି ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଧମକପୂର୍ଣ୍ଣ…

କରିସ୍ମା କହିଲେ, ପିଲାଦିନେ ଏମିତି ଥିଲେ କରୀନା

ସେଲିବ୍ରିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ବିଚାରପତି ଭାବେ କରୀନା କପୁର, ବାସ୍କୋ ଏବଂ ରଫ୍‌ତାର ଉପସ୍ଥିତ ଥିଲେ। କିନ୍ତୁ ଏହି ସପ୍ତାହରେ କରୀନାଙ୍କ ସ୍ଥାନରେ ତାଙ୍କ ବଡ଼ ଭଉଣୀ କରିସ୍ମା କପୁର ବିଚାରପତି ଭୂମିକା ତୁଲାଇଥିଲେ। ଏହି ଶୋ’ର ଶୁଟିଂ…

ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ

ହାଇଦ୍ରାବାଦ୍‌,୧୦।୭: ମା’ ଏବଂ ସନ୍ତାନ ସମ୍ପର୍କ ଅତି ନିବିଡ଼। ମା’ ସନ୍ତାନ ପାଇଁ ଜୀବନକୁ ବାଜି ଲଗାଇ ପାରେ। ମା’ର ସ୍ନେହ ଡାକରେ ରହିଛି ଚମତ୍କାର। ଏହାର ସଦ୍ୟତମ ଉଦାହରଣ ତେଲେଙ୍ଗାନା ସୂର୍ଯ୍ୟାପେଟ୍‌ ଜିଲାରେ ଦେଖିବାକୁ ମିଳିଛି। ସ୍ଥାନୀୟ ପିଲ୍ଲାଲମେରୀ ଗାଁରେ…

ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ଶିକ୍ଷକ ପଦବୀ ପୂରଣ ଦାବି ନେଇ ଗ୍ରାମବାସୀ, ଅବିଭାବକ ଓ ଛାତ୍ରୀଛାତ୍ର ବୁଧବାରେ…

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ୫ ଗୁରୁତର ହୋଇଛନ୍ତି। ପ୍ରକାଶ ଯେ, ନୀଳଗିରି ଥାନା ଅନ୍ତର୍ଗତ…

ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ ଶ୍ରେଣୀ ଛାତ୍ର ଶ୍ୟାମସୁନ୍ଦର ଦାସ(୧୧) ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୁର୍ଲା ଭୀମସାର ମେଡିକାଲ କଲେଜ ପରିଦର୍ଶନ

ସମ୍ବଲପୁର, ୧୦।୭ (ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ କଲେଜ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ବିଭିନ୍ନ ୱାର୍ଡ ବୁଲି ରୋଗୀମାନଙ୍କ ସମସ୍ୟା ପଚାରି ବୁଝିବା ସହ ଆଇସିୟୁ ଯାଇ ଡାକ୍ତରଙ୍କ ସମସ୍ୟା ଉପରେ…

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ ବିଧାନସଭାରେ ବଜେଟ୍‌ ଉପସ୍ଥାପନ ହୋଇଛି। ବଜେଟ୍‌ ଚାଷୀଙ୍କ ଆର୍ଥିକ ସୁରକ୍ଷା ପାଇଁ କଲ୍ୟାଣ ପାଣ୍ଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?