Home Left

ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଏକ ପକ୍ଷ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ…

ପାର୍ଲାମେଣ୍ଟରେ ବଢ଼ିଲା କର୍ନାଟକ ତାତି

ନଆଦିଲ୍ଲୀ,୧୦ା୭(ପି.ଟି.): କର୍ନାଟକର ମୋଟ ୧୭ ବିଧାୟକ ଅଦ୍ୟାବଧି ଇସ୍ତଫା ଦେଇଥିବାବେଳେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଏହି ତାତିର ଉଷ୍ମତା ମଙ୍ଗଳବାର ପାର୍ଲାମେଣ୍ଟରେ ଅନୁଭୂତ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ଏନେଇ…

ବିଦ୍ରୋହୀଙ୍କୁ ଅଯୋଗ୍ୟ ଘୋଷଣା କର: କଂଗ୍ରେସ

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକରେ ଶାସକ ମେଣ୍ଟ ସରକାରକୁ ବଞ୍ଚାଇବା ପାଇଁ କଂଗ୍ରେସ ମଙ୍ଗଳବାର ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡ଼ିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦଳ ଦାବି କରିବା ସହ ଭାଜପା ପ୍ରଲୋଭନ ଦେଖାଇବା ଲାଗି ଅର୍ଥବଳ ବ୍ୟବହାର କରୁଛି ବୋଲି କଂଗ୍ରେସ…

ଲମ୍ବା ଓଠଥିବା ମହିଳା ଅଧିକ ରୋମାଣ୍ଟିକ

ଶରୀରର ସବୁଠାରୁ ସୁନ୍ଦର ଅଙ୍ଗ ମଧ୍ୟରେ ଓଠ ଅନ୍ୟତମ। ମହିଳାଙ୍କ ଓଠ ହିଁ ପୁରୁଷମାନଙ୍କୁ ଆକର୍ଷିତ କରିଥାଏ। ତେବେ ଏହି ଓଠକୁ ଦେଖି ଜାଣି ହୁଏ ମହିଳାଙ୍କ ସ୍ବଭାବ ବିଷୟରେ। ଓଠ ହେଉଛି ସବୁଠାରୁ ସମ୍ବେଦନଶୀଳ ଅଙ୍ଗ। ଓଠରେ ଛିଦ୍ର ନ…

ସୂତାଖିଅରେ ସରକାର

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ବିଧାୟକମାନେ ଇସ୍ତଫା ଦେବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ୧୩ ବିଧାୟକଙ୍କ ମଧ୍ୟରୁ ୮ ଜଣଙ୍କର ଇସ୍ତଫାପତ୍ର ଗ୍ରହଣଯୋଗ୍ୟ ହୋଇ ନ ଥିବା ଦର୍ଶାଇ…

ପୁରୀ: ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ସମୟରେ ବସ୍‌ଷ୍ଟାଣ୍ଡ ଭଳି ଜନଗହଳି ସ୍ଥାନରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଛି ା ଏହା ପୁରୀ ତଥା ସମଗ୍ର ରାଜ୍ୟକୁ ବିଶ୍ୱ ଦରବାରରେ ନିନ୍ଦିତ କରିଛି। ଏହି ଘଟଣାରେ ବିରୋଧୀ ଦଳଗୁଡିକ…

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି: ଉପାନ୍ତ ଅଞ୍ଚଳର ଡାକ୍ତରଙ୍କୁ ସ୍ବତନ୍ତ୍ର ସୁବିଧା ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କହିଛନ୍ତି। ଉପାନ୍ତ ଅଞ୍ଚଳକୁ ଯାଉଥିବା ଡାକ୍ତରମାନେ ଦୁଇତିନି ବର୍ଷ କାର୍ଯ୍ୟ କରିବା ପରେ ସେମାନଙ୍କୁ ତାଙ୍କ ମନ ପସନ୍ଦର ସ୍ଥାନକୁ…

ଆଇସିସି ବିଶ୍ୱକପ୍‌: ପ୍ରଥମ ସେମିଫାଇନାଲ; ମାଞ୍ଚେଷ୍ଟରରେ ବର୍ଷାର ଖେଳ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୁଣି ଥରେ ବର୍ଷା ବାଧକ ସାଜିଛି। ବର୍ଷାଯୋଗୁ ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ୪ଟି ମ୍ୟାଚ୍‌ ବାତିଲ ହୋଇସାରିଥିବା ବେଳେ ମଙ୍ଗଳବାର ଖେଳାଯାଇଥିବା ଭାରତ- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ମଧ୍ୟ ସମାନ କାରଣରୁ ପ୍ରଭାବିତ ହୋଇଛି।…

ଅର୍ଥ ଯୋଗାଡରେ ବାହାରିଛନ୍ତି ସରକାର;ଲିଜ୍‌ ଦିଆଯିବ ଖାଲି ପଡିଥିବା ସରକାରୀ ଜମି, ଘର

ନୂଆଦିଲ୍ଲୀ,୧୦-୭: ନିବେଶ ବୃଦ୍ଧି ମାଧ୍ୟମରେ ଅର୍ଥନୀତିର ପ୍ରଗତିକୁ ଦ୍ରୁତତର କରିବା ଲାଗି କେନ୍ଦ୍ରରେ ମୋଦି ସରକାର ୨.୦ ଏବେ କାର୍ଯ୍ୟରେ ଲାଗିପଡିଛନ୍ତି। ନିବେଶ ଲାଗି ଅର୍ଥ ଆବଶ୍ୟକ ଥିବାରୁ ସରକାର ବିଭିନ୍ନ ଉପାୟରେ ଏହା ଯୋଗାଡ କରିବାକୁ ଉଦ୍ୟମ କରୁଛନ୍ତି। ଏହିକ୍ରମରେ…

ଓଏନ୍‌ଜିସି, ଆଇଓସି, ଏନ୍‌ଟିପିସି, ଗେଲ୍‌ର ସରକାରୀ ନିୟନ୍ତ୍ରଣ ହଟିବ

ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ ଲାଭଜନକ…

ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ

ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍‌ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…

୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?