ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା ରଖିଛନ୍ତି ୧୪ ବିଦ୍ରୋହୀ ବିଧାୟକ
ମମ୍ବାଇ,୯।୭: କର୍ନାଟକ ମେଣ୍ଟ ସରକାରର ୧୪ ବିଦ୍ରୋହୀ ବିଧାୟକ ପୁଣେରୁ ୯୦ କିଲୋମିଟର ଦୂରରେ ରହି ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା ରଖିଛନ୍ତି। ସେମାନେ ଦେଇଥିବା ଇସ୍ତଫା ପତ୍ରକୁ ନେଇ ବାଚସ୍ପତି ଯାହା ନିଷ୍ପତ୍ତି ନେବେ ତାକୁ ଦେଖି ସେମାନେ ଗୋଆ ଗସ୍ତ…
ମନ୍ତ୍ରୀଙ୍କ ଘରେ କଙ୍କଡା ଫୋପାଡ଼ି ବିରୋଧ ପ୍ରଦର୍ଶନ କଲେ ଏନ୍ସିପି କର୍ମକର୍ତ୍ତା
ପୁଣେ,୯।୭: ମହାରାଷ୍ଟ୍ରର ରାଷ୍ଟ୍ରବାଦୀ କଂଗ୍ରେସ ଦଳ(ଏନ୍ସିପି)ର ଯୁବ କର୍ମକର୍ତ୍ତା ଜଳ ସଂରକ୍ଷଣ ମନ୍ତ୍ରୀ ତାନାଜି ସାଓ୍ବନ୍ତଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରତ୍ନଗିରି ଜିଲାର ତିଓ୍ବାରେ ଡ୍ୟାମ ଭାଙ୍ଗିବା ଉପରେ ମନ୍ତ୍ରୀ ଦେଇଥିବା ବୟାନକୁ ବିରୋଧ କରି ତାଙ୍କ ଘର ବାହାରେ…
ସେମିଫାଇନାଲ ପୂର୍ବରୁ ଖାଲି ପାଦରେ ଅଭ୍ୟାସ କରୁଛନ୍ତି ଅଷ୍ଟ୍ରେଲିଆ ଖେଳାଳି
ଲଣ୍ଡନ, ୯।୭: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଜୁଲାଇ ୧୧ରେ ହେବାକୁ ଥିବା ଏହି ହାଇପ୍ରୋଫାଇଲ୍ ମ୍ୟାଚ୍ ପାଇଁ ଉଭୟ ଦଳ ଜୋରଦାର ପ୍ରାକ୍ଟିସ୍ ଚଳାଇଛନ୍ତି। ଅଷ୍ଟ୍ରେଲିଆ ଖେଳାଳିମାନେ ଏଜବେଷ୍ଟନ କ୍ରିକେଟ…
ସାପ କାମୁଡାରେ ମହିଳା ମୃତ
ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି ସୋରେନ୍(୪୨)। ବାଙ୍ଗି ଘରେ ଶୋଇଥିବା ବେଳେ ଏକ ବିଶାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା।…
୧୩ ଇସ୍ତଫା ପତ୍ର ମଧ୍ୟରୁ ୮ଟିକୁ ପ୍ରତ୍ୟାଖ୍ୟାନ କଲେ ବାଚସ୍ପତି
ବେଙ୍ଗାଲୁରୁ,୯।୭: କର୍ନାଟକ ସରକାର ଏବେ ସଙ୍କଟରେ ଥିବା ବେଳେ ବିଧାୟକମାନଙ୍କ ଇସ୍ତଫା ଦେବା କାର୍ଯ୍ୟକ୍ରମ ଯେମିତି ଏକ ପ୍ରକାର ଜାରି ରହିଛି। ଏବେ ୧୩ କଂଗ୍ରେସ ଓ ଜେଡିଏସ୍ ବିଧାୟକ ଇସ୍ତଫା ଦେଇଥିବା ବେଳେ ଏମାନଙ୍କ ମଧ୍ୟରୁ ୮ ଜଣଙ୍କ ଇସ୍ତଫା…
ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୋମେନ
କୋଲକାତା,୯।୭: କଂଗ୍ରେସରେ ଏବେ ଇସ୍ତଫାର ପର୍ବ ଲାଗିରହିଛି। ଏହି କ୍ରମରେ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ଖରାପ୍ ପ୍ରଦର୍ଶନ ପାଇଁ ପଶ୍ଚିମ ବଙ୍ଗର କଂଗ୍ରେସ ଅଧ୍ୟକ୍ଷ ସୋମେନ ମିିତ୍ର ନିଜକୁ ଦାୟୀ କରି ମଙ୍ଗଳବାର ନିଜ ପଦରୁ…
ଭାରତ ବିଶ୍ୱକପ ଜିତିଲେ ଖେଳାଳିଙ୍କ ମା’, ସ୍ତ୍ରୀଙ୍କୁ ଦିଆଯିବ ଏହି ସ୍ବତନ୍ତ୍ର ଉପହାର
ଲକ୍ଷ୍ନୌ, ୯।୭:ଆଇସିସି ବିଶ୍ୱକପରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଚଳିତଥର ଯଦି ଭାରତ ବିଶ୍ୱବିଜୟୀ ହୁଏ, ତେବେ ବନାରସର ଶାଢୀ ବ୍ୟବସାୟୀ ସଂଘ ଖେଳାଳିଙ୍କ ସ୍ତ୍ରୀ ଏବଂ ମା’ଙ୍କୁ ସ୍ବତନ୍ତ୍ର ଶାଢି ଉପହାର ଦିଆଯିବ ବୋଲି ଘୋଷଣା…
ରେଳଧାରଣା ପାର ହେବା ବେଳେ ପିଟିଲା ମାଲବାହୀ ଟ୍ରେନ୍: ଯୁବକ ମୃତ
ମୁନିଗୁଡ଼ା, ୯।୭(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳଷ୍ଟେଶନରେ ମଙ୍ଗଳବାର ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁନିଗୁଡ଼ା ସୁଣ୍ଡିସାହିର ଠାକୁର ବେହେରା। ପ୍ରକାଶ ଯେ, ଠାକୁର କୌଣସି କାରଣରୁ ରେଳଲାଇନ ପାର ହେଉଥିବା ବେଳେ ଏକ ମାଲବାହୀ…
ସାଧବ ବୋହୂ ସହ ସେଲ୍ଫି
କାକଟପୁର, ୯।୭(ଡି.ଏନ୍.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା ଘାସ…
ଅଧରାତିରେ ସୂର୍ଯ୍ୟ ଉଦୟ ଦେଖି ହତବାକ୍ ହୋଇଯାଇଥିଲେ ଏହି ପରିବାର
ଲଣ୍ଡନ ଲଡସ୍ରେ ଜୁଲାଇ ୧୪ରେ ହେବାକୁ ଥିବା ଓ୍ବାଲର୍ଡ କପ୍ର ଫାଇନାଲ ମ୍ୟାଚ୍ ଦେଖିବା ପାଇଁ ଗୋଟିଏ ପରିବାରର ୬ଜଣ ସଦସ୍ୟ ସଡ଼କ ପଥ ଦେଇ ସିଙ୍ଗାପୁରରୁ ଲଣ୍ଡନରେ ପହଞ୍ଚିଛନ୍ତି। ଟିମ୍ ଇଣ୍ଡିଆ ଫାଇନାଲକୁ ଯିବ ବୋଲି ଏହି ଭାରତୀୟ ପରିବାର…
ପୁଣିଥରେ ଏକାଠି କାମ କରିବେ ସଲମାନ, ସତିଶ
ମୁମ୍ବାଇ: ବଲିଉଡ୍ ନିର୍ଦ୍ଦେଶକ ସତିଶ କୌଶିକ ଓ ଅଭିନେତା ସଲମାନ ଖାଁ ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି। ଶୁଣିବାକୁ ମିଳିଛି କି ପୂର୍ବରୁ ଏମାନଙ୍କ ଯୋଡି ‘ତେରେନାମ୍’ ଭଳି ହିଟ୍ ଫିଲ୍ମ ଭେଟି ଦେଇଥିବା ବେଳେ ଏବେ ଏହାର ସିକ୍ୟୁଏଲ ନିର୍ମାଣ…
ସଲମାନ, କ୍ୟାଟ୍ରିନାଙ୍କ ବିବାହ ଭିଡିଓ ଭାଇରାଲ
ବଲିଉଡ ଭାଇଜାନ୍ ସଲମାନ ଖାନ୍ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ଙ୍କ ବିବାହ ଭିଡିଓ ଭାଇରାଲ ହୋଇଛି। କିନ୍ତୁ ଏହି ଭିଡିଓଟି ରିୟଲ୍ ନୁହେଁ ରିଲ୍ ବୋଲି ଜଣାପଡିଛି। ସଲମାନଙ୍କ ଡିଜାଇନର୍ ଆସ୍ଲେ ରେବେଲେ ଭାରତ ଫିଲ୍ମର ଏକ ଭିଡିଓ ନିଜ ଇନ୍ଷ୍ଟାଗ୍ରାମରେ…

