Home Left

କେନ୍ଦ୍ର ସରକାରଙ୍କ ଆଡ଼କୁ ଢଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ କେନ୍ଦ୍ରର ଭାଜପା ସରକାରଙ୍କ ଆଡକୁ ଢଲିଥିବା ଲକ୍ଷ୍ୟ କରାଯାଇଛି। ଦିଲ୍ଲୀର ଉନ୍ନତି ପାଇଁ ସେ କେନ୍ଦ୍ର ସରକାରଙ୍କ ସହ ଏକାଠି ହେବାକୁ ସ୍ଥିର କରିଥିବା କୁହାଯାଉଛି। ଦିଲ୍ଲୀର ଆଇନ ଶୃଙ୍ଖଳା ବ୍ୟବସ୍ଥାଠାରୁ ନେଇ…

ବିଷାକ୍ତ ଛତୁ ଖାଇ ୬ ଅସୁସ୍ଥ

ସୁନ୍ଦରଗଡ଼, ୯।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଗ୍ରାମପଞ୍ଚାୟତ ଦାଣ୍ଡପାଣି ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ୬ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କିଂଜିରିକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାଘ ଆତଙ୍କ: ବନ ବିଭାଗ ଏବଂ ମଙ୍ଗଳ ବିଭାଗର ତଦନ୍ତ,ତୁରନ୍ତ ବାଘକୁ ଚିହ୍ନଟ କରିବାକୁ ଦାବି

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରଗୁଡ଼ା ପଞ୍ଚାୟତରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସର ମଧ୍ୟରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋର ସମୟରେ ବିଦ୍ୟାଳୟର କୁକୁ କମ୍‌ ଆଟେଣ୍ଡାଣ୍ଟଙ୍କ ସ୍ବାମୀ ଅମିତ ମଲ୍ଲିକ ନିଜ ବାସଭବନ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫନୀ ମୁକାବିଲା ଡକ୍ୟୁମେଣ୍ଟାରୀ ଉନ୍ମୋଚିତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବାତ୍ୟା ‘ଫନୀ’ ମୁକାବିଲା ଡକ୍ୟୁମଣ୍ଟାରୀ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସଚିବାଳୟରେ ଅନୁଷ୍ଠିତ ଉତ୍ସବରେ ପୋଲିସ ବିଭାଗ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚିତ୍ର ‘ଭୟଙ୍କର ବାତ୍ୟା ଫନୀ ୨୦୧୯- ମୁକାବିଲାରେ ଓଡ଼ିଶା ପୋଲିସର ଭୂମିକା’…

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ମୁହଁ ଖୋଲିଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୯।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହାକୁ ନେଇ ଲାଗି ରହିଥିବା ଆଶା ଆଶଙ୍କାକୁ ଦେଖି ବରିଷ୍ଠ କଂଗ୍ରେସ ନେତା ଜନାର୍ଦ୍ଦନ ଦ୍ୱିବେଦୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଏଥିପାଇଁ ଏକ କାର୍ଯ୍ୟସମିତି ବୈଠକ ଡକାଯିବା…

୩ ହଜାର ଫୁଟ ପାହାଡ଼ ଉପରେ ପ୍ରେମିକାଙ୍କୁ ପ୍ରପୋଜ୍‌ କଲେ ପ୍ରେମିକ

ଓସଲୋ,୯।୭: ନରଓ୍ବେରେ ଜଣେ ପ୍ରେମିକାଙ୍କୁ ତାଙ୍କ ପ୍ରେମିକ ୩ ହଜାର ଫୁଟ ପାହାଡ଼ ଉପରେ ପ୍ରପୋଜ୍‌ କରିଛନ୍ତି। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରେମିକା ବେକ୍ସ୍‌ ମୋରଲେଙ୍କୁ ପ୍ରେମିକ କ୍ରିଷ୍ଟିୟନ୍‌ ରିଚାର୍ଡସ୍‌ ସ୍ଥାନୀୟ କେଜରାଗବୋଲ୍ଟେନ୍‌ ପାହାଡ଼ର ଦୁଇ…

ଅଜଣା ମହିଳାଙ୍କୁ ମେସେଜ କରି ଫଶିଲେ ସାମି: ସ୍କ୍ରିନ୍‌ସଟ୍‌ ଭାଇରାଲ

ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସାମି ପୁଣି ଏକ ବିବାଦରେ ଫଶିଯାଇଛନ୍ତି। ଜଣେ ଅଜଣା ମହିଳାଙ୍କୁ ‘ଗୁଡ୍‌ ମର୍ଣ୍ଣିଙ୍ଗ୍‌’ ଲେଖି ମେସେଜ୍‌ କରିଛନ୍ତି ସାମି। ଉକ୍ତ ମେସଜେର ସ୍କ୍ରିନ୍‌ସଟ୍‌ ମହିଳା ଜଣଙ୍କ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି ଭାରତୀୟ…

କୁମାରସ୍ବାମୀଙ୍କ ଇସ୍ତଫା ଦାବି କଲା ଭାଜପା

ବେଙ୍ଗାଲୁରୁ,୯।୭: କର୍ନାଟକରେ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେବା ପରେ ଏବେ ସଙ୍କଟରେ କର୍ନାଟକର ମେଣ୍ଟ ସରକାର। ତେବେ ସଂଖ୍ୟା ଗରିଷ୍ଠତାକୁ ନେଇ ଭାଜପା ପୂର୍ବରୁ ମେଣ୍ଟ ଶାସକକୁ ଟାର୍ଗେଟ କରିଥିବା ବେଳେ ଏବେ ଏହା ଜୋର ଧରିଛି। ମଙ୍ଗଳବାର ଭାଜପା କର୍ମୀମାନେ…

ବିଦେଶ ଯିବା ପାଇଁ ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକଙ୍କୁ ନେବାକୁ ପଡ଼ିବ ୧୮ କୋଟି ଟଙ୍କାର ଟିକେଟ

ନୂଆଦିଲ୍ଲୀ,୯।୭: ବଢିଛି ଜେଟ୍‌ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋୟଲଙ୍କ ଅଡୁଆ। ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ତାଙ୍କୁ ବିଦେଶ ଯିବାକୁ ଅନୁମତି ଦେବାଲାଗି ମନା କରି ଦେଇଛନ୍ତି। ଏହାସହ ତାଙ୍କ ବିରୋଧରେ ଜାରି କରାଯାଇଥିବା ଲୁକ୍‌ ଆଉଟ୍‌ ସର୍କୁଲାର(ଏଲ୍‌ଓସି)କୁ ନେଇ କେନ୍ଦ୍ର ସରକାରଙ୍କଠାରୁ…

ବୋମ୍‌ଡିଲାରେ ବାଦଲ ଫଟା ବର୍ଷା: ୮ଶହ ଜଳବନ୍ଦୀ; ବହୁ ନିଖୋଜ

ଇଟାନଗର,୯।୭: ଅରୁଣାଚଳ ପ୍ରଦେଶ ବୋମ୍‌ଡିଲାରେ ମଙ୍ଗଳବାର ବାଦଲ ଫଟା ବର୍ଷା ହୋଇଛି। ଏହା ଯୋଗୁ ପଶ୍ଚିମ କାମେଙ୍ଗ୍‌ ଜିଲାର ନାଗ-ମନ୍ଦିର ଟେଙ୍ଗା ନିକଟରେ ଥିବା କାସ୍ପି କେନାଲରେ ବନ୍ୟା ଆସିଛି। ଫଳରେ ୮ ଶହରୁ ଅଧିକ ଲୋକ ଜଳବନ୍ଦୀ ହୋଇଥିବା ସ୍ଥାନୀୟ…

ଜେଟିପିଙ୍କୁ ସେବାୟତଙ୍କ ମାଡ଼ ଘଟଣା: ରଥ ଦକ୍ଷିଣମୋଡ଼ରେ ବିଳମ୍ବ

ପୁରୀ ଅଫିସ,୯ା୭: ହେରାପଞ୍ଚମୀରେ ଶ୍ରୀଦେବୀ(ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନକରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ ତାରିଖରେ ବାହୁଡା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିଲାଗି…

ସୁକୁମାରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛିି। ଏଥିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ଡି.ଆଇ.ଜି. (ଆଣ୍ଟି ନକ୍ସଲ ଅପେରଶନ୍‌) ସୁନ୍ଦର ରାଜଙ୍କ ସୂଚନାଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?