Home Left

IPL 2025 restart: ଦିଲ୍ଲୀକୁ ବଡ଼ ଝଟକା, ଫେରିବେ ନାହିଁ ଏହି ବିଦେଶୀ ଖେଳାଳି

ନୂଆଦିଲ୍ଲୀ, ୧୬ା୫: ଭାରତ-ପାକିସ୍ତାନ ମଧ୍ୟରେ ସାମରିକ ଉତ୍ତେଜନା ଯୋଗୁ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଶନିବାରଠାରୁ ପୁଣି ଖେଳାଯିବ। ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଟୁର୍ନାମେଣ୍ଟର ଅବଶିଷ୍ଟାଂଶ ଖେଳିବା ଲାଗି ଦିଲ୍ଲୀ କ୍ୟାପିଟାଲ୍ସର ମିଚେଲ ଷ୍ଟାର୍କ ଓ ଡୋନୋଭାନ…

ଗାଡ଼ିର ଚାଲାଣ କାଟିଦେଲା କି କ୍ୟାମେରା? ଘରେ ବସି ଏଭଳି କରିପାରିବେ ଯାଞ୍ଚ… 

ନୂଆଦିଲ୍ଲୀ,୧୬।୫: ଆଜିକାଲି ସବୁକିଛି ଡିଜିଟାଲ ହୋଇଗଲାଣି। ଟ୍ରାଫିକ ଚାଲାଣ ମଧ୍ୟ ଅନ୍‌ଲାଇନ୍‌ରେ ଆସୁଛି। ରାସ୍ତାରେ ଲାଗିଥିବା ହାଇଟେକ କ୍ୟାମେରାଗୁଡ଼ିକ କେତେବେଳେ ଗାଡ଼ିର ଫଟୋ ଉଠାଇ ଦିଅନ୍ତି  ଏବଂ ଚାଲାଣ ଜାରି କରନ୍ତି ତାହା ଜଣାପଡ଼େ ନାହିଁ। ପରେ ଯେତେବେଳେ ମୋବାଇଲକୁ ଏକ…

କାଳ ସାଜିଲା କାଳବୈଶାଖୀ: ବଜ୍ରପାତରେ ଚାଲିଗଲା ୬ ଜୀବନ

ଭୁବନେଶ୍ୱର,୧୬।୫: କାଳ ସାଜିଲା କାଳବୈଶାଖୀ। ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି…

ପ୍ରେମିକଙ୍କ ସହ ମିଶି ମାଙ୍କୁ ମାରିଦେଲେ ଝିଅ, ନାଟକୀୟ ଢଙ୍ଗରେ ଲୁଚାଇଥିଲେ  ପୂରା  ଘଟଣା ପରେ…. 

ଗଜପତି(ଗିରିଧାରୀ ପରିଛା)୧୬।୫: କଥାରେ ଅଛି ସବୁ ଗଛ ଲଗେଇବୁ ହେଲେ ମଣିଷ ଗଛ ନୁହେଁ। ପାଳିପୋଷି ବଡ଼  କରିଥିବା ମା’କୁ ପ୍ରେମିକ ସହ ମିଶି ହତ୍ୟା କରିଛନ୍ତି ନାବାଳିକା ଝିଅ। ଏମିତି ଏକ ଘଟଣା ପ୍ରମାଣିତ ହୋଇଛି  ଗଜପତି ଜିଲା ପାରଳାଖେମୁଣ୍ଡିର…

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୧୬ା୫(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ଚାରି ଥାକିଆ ରାସ୍ତା ନିର୍ମାଣ ପାଇଁ କେସିଙ୍ଗା ବାଇପାସ୍‌ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ବୃନ୍ଦ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିବାର ଜଣାପଡ଼ିଛି। ଏହି ଦାବିପତ୍ର ଦେବାର…

ଅଲଗା ହେବ ବାଲୁଚିସ୍ତାନ! ମୋଦିଙ୍କୁ ମାଗିଲା ୨ଟି ସାହାଯ୍ୟ, ପାକିସ୍ତାନ ଥରହର

ନୂଆଦିଲ୍ଲୀ,୧୬।୫: ତାଲିବାନ ନେତୃତ୍ୱାଧୀନ ଆଫଗାନିସ୍ତାନ ଆନୁଷ୍ଠାନିକ ଭାବରେ ଭାରତଠାରୁ ଦୁଇଟି ପ୍ରମୁଖ ସମର୍ଥନ ଲୋଡ଼ିଛି। ରୋଗୀଙ୍କ ଚିକିତ୍ସା ପାଇଁ ମେଡିକାଲ ଭିସା ଏବଂ ବ୍ୟବସାୟୀଙ୍କ ପାଇଁ ବ୍ୟବସାୟ ଭିସା। ଏହି ଆବେଦନ ଆଫଗାନିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକି…

ବର୍ବରକାଣ୍ଡ: କାଠଫାଳିଆରେ ମହିଳାଙ୍କୁ ପିଟିପିଟି ମାରିଦେଲେ

ଗୁଣପୁର,୧୬।୫: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା କରଡ଼ା ଗାଁରେ ଏକ ବର୍ବରକାଣ୍ଡ ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ କାଠଫାଳିଆରେ ପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟା ଅଭିଯୋଗରେ ରାମନାଗୁଡ଼ା ଥାନା ପୋଲିସ ଗୋଟିଏ ପରିବାରର ୩ଜଣଙ୍କୁ ଅଟକ ରଖି…

ଘରୁ ମିଳିଲା ଏତିକି ସମ୍ପତ୍ତି, ବନ୍ଧାହେଲେ ଅତିରିକ୍ତ ବିଡିଓ

ଧର୍ମଶାଳା,୧୬ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ଅତିରିକ୍ତ ବିଡିଓ ଅସିତ କୁମାର ପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ବେଆଇନ ସମ୍ପତ୍ତି ତାଲିକାରେ ତିନୋଟି ମଲ୍ଟି ଷ୍ଟୋରଡ୍‌ କୋଠା, କଟକରେ…

୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ

ଭୁବନେଶ୍ୱର,୧୬।୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ…

ପାକିସ୍ତାନ ପରେ ତୁର୍କୀରେ ପାଣି ପାଇଁ ହାହାକାର, ଆଗକୁ…

ଇସ୍ତାନବୁଲ,୧୬।୫: ପାକିସ୍ତାନ ପରେ ତୁର୍କୀକୁ ଲାଗିବ ଶକ୍ତ ଝଟ୍‌କା। ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ହେବା ପରଠାରୁ ପାକ୍‌ର ପରିସ୍ଥିତି ଆହୁରି ଖରାପ ହେବରେ ଲାଗିଛି। ଏପରି ପରିସ୍ଥିତିରେ, ଯେଉଁ ତୁର୍କୀ ସବୁବେଳେ ପାକିସ୍ତାନର ’ମିତ୍ର’ ହୋଇ ସମର୍ଥନ କରୁଥିଲା, ସେହି…

ହନିମୁନ୍‌ ପାଇଁ ତୁର୍କୀ ଯାଇଥାନ୍ତେ ଏହି ଅଭିନେତା, ଶେଷରେ କରିଦେଲେ ବାତିଲ୍‌

ନିକଟରେ ଅଭିନେତା ସିଦ୍ଧାନ୍ତ ଇସାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ବିବାହ ପରେ ସେ ସ୍ତ୍ରୀଙ୍କୁ ନେଇ ହନିମୁନ୍‌ ଯିବା ବାତିଲ କରିଦେଇଛନ୍ତି। କାରଣ ସେ ହନିମୁନ୍‌ ତୁର୍କୀ ଯାଇଥାନ୍ତେ। କିନ୍ତୁ ତୁର୍କୀ ସହ ଭାରତର ବଢ଼ୁଥିବା ଉତ୍ତେଜନା ମଧ୍ୟରେ ନିଜ…

ତୁର୍କୀକୁ ମହଙ୍ଗା ପଡିଲା ପାକିସ୍ତାନ ପ୍ରେମ, ୮୨୧କୋଟି ଟଙ୍କାର ଝଟ୍‌କା ଦେଲେ ଭାରତୀୟ!

ନୂଆଦିଲ୍ଲୀ,୧୬।୫:ଯେତେବେଳେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ଏହି ସମୟରେ ତୁର୍କୀ ପ୍ରଥମେ ପାକିସ୍ତାନକୁ ସମର୍ଥନ କରିଛି। ଯାହାପରେ ଭାରତୀୟମାନେ ତୁର୍କୀକୁ ବୟକଟ କିବା ଆରମ୍ଭ କରିଛନ୍ତି। ବର୍ତ୍ତମାପ ଭାରତରେ ତୁର୍କୀ ଉତ୍ପାଦ, ବିଶେଷକରି ସେଓ ବୟକଟ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri