Home Left

ସବୁଜିମା ଫେରିବା ନେଇ ଆଶଙ୍କା: ଚାରା ନେବାକୁ ଆଗ୍ରହ ଦେଖାଉନାହାନ୍ତି ସହରୀ ଲୋକ

ପୁରୀ ଅଫିସ, ୮ା୭: ପୁରୀ ଜିଲାକୁ ଏକପ୍ରକାର ଗଛ ଶୂନ୍ୟ କରିଦେଇଛି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ ଫନୀ। ବାତ୍ୟାରେ ଜିଲାରେ ଲକ୍ଷ ଲକ୍ଷ ଗଛ ଭାଙ୍ଗିଯିବାରୁ ସବୁଜିମା ନଷ୍ଟ ହୋଇଛି। ବନ ବିଭାଗ ପୁଣି ସବୁଜିମା ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ…

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଲଙ୍କାଗୁଣ୍ଡ ପକାଇ ୧ ଲକ୍ଷ ୬୬ ହଜାର ଟଙ୍କା ଲୁଟି ନେଇଥିବା…

ଖ୍ବାଜା ବିଶ୍ୱକପ୍‌ରୁ ବାଦ୍‌

ମାଞ୍ଚେଷ୍ଟର, ୮ା୭ (ଏଏଫ୍‌ପି)-ହାମଷ୍ଟ୍ରିଙ୍ଗ ଇଞ୍ଜୁରି ଯୋଗୁ ବ୍ୟାଟ୍ସମ୍ୟାନ ଉସ୍‌ମାନ ଖ୍ବାଜା ଚଳିତ ଆଇସିସି ବିଶ୍ୱକପ୍‌ର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ବାଦ୍‌ ପଡ଼ିଛନ୍ତି। ଅଷ୍ଟ୍ରେଲିଆ ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର ସୋମବାର ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଖ୍ବାଜା ଶନିବାର…

ବୁକ୍‌ମେକର୍ସଙ୍କ ଫେଭରାଇଟ୍‌ ଭାରତ

ଲଣ୍ଡନ, ୮ା୭ (ପି.ଟି.)- ବୁକ୍‌ ମେକର୍ସଙ୍କ ଦୃଷ୍ଟିରେ ଏଥର ଭାରତ ଜgିତିବ ଆଇସିସି ବିଶ୍ୱକପ୍‌। ରାଉଣ୍ଡ ରବିନ ପର୍ଯ୍ୟାୟରେ ଏହି ଦଳ ୯ଟି ମ୍ୟାଚରୁ ୭ଟିରେ ବିଜୟ ହାସଲ କରିଛି। ଦୁଇଥର ଚାମ୍ପିୟନ ଭାରତ ଇଂଲଣ୍ଡ ବିପକ୍ଷ ମ୍ୟାଚ ହାରିଯାଇଥିବାବେଳେ ନ୍ୟୁଜିଲାଣ୍ଡ…

ଶରୀରର କୌଣସି ସ୍ଥାନରେ ଖଣ୍ଡିଆ ହୋଇଥିଲେ ଆପଣାନ୍ତୁ ଅରଖ ଫୁଲ

ଅରଖ ଫୁଲରେ ରହିଥାଏ ଅନେକ ପ୍ରକାର ଔଷଧୀୟ ଗୁଣ। ଏହା ଶ୍ୱାସ, କ୍ଷତଚିହ୍ନ, ରକ୍ତଚାପ ଏବଂ ଆଲର୍ଜି ଭଳି ସମସ୍ୟାରୁ ମଧ୍ୟ ରକ୍ଷା କରିଥାଏ। ଅରଖ ପତ୍ର ଓ ଫୁଲର ବ୍ୟବହାର ମଧୁମେହ ଭଳି ରୋଗରୁ ମଧ୍ୟ ଆରୋଗ୍ୟ ପ୍ରଦାନ କରିଥାଏ।…

ରାଷ୍ଟ୍ରପତି ଭବନଠାରୁ ମଧ୍ୟ ଅଧିକ ସୁରକ୍ଷା ଦିଆଯାଏ ଏହି ଭବନକୁ

ସବୁ ଦେଶର ସୁରକ୍ଷିତ ସ୍ଥାନ ବା ଭବନ କହିଲେ ବୁଝାଏ ରାଷ୍ଟ୍ରପତି ଭବନ। ଏଠାରେ ସର୍ବଦା କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥାଏ। ହେଲେ ଏହଠାରୁ ମଧ୍ୟ ଅଧିକ ସୁରକ୍ଷା ପ୍ରଦାନ କରାଯାଏ ଆମେରିକାରେ ଥିବା ‘ଫୋର୍ଟ ନକ୍ସ’ ବିଲଡିଂକୁ। ସୁରକ୍ଷା ଲାଗି…

ଭଙ୍ଗା ଏରୋପ୍ଲେନ୍‌ରେ ରେଷ୍ଟୁରାଣ୍ଟ୍‌…

ପରିବର୍ତ୍ତିତ ସମୟ ସହିତ ଲୋକଙ୍କ ରୁଚିକୁ ଦୃଷ୍ଟିରେ ରଖି ଅନେକ କମ୍ପାନୀ ସେମାନଙ୍କର କାରବାର ବୃଦ୍ଧି ପାଇଁ ତଥା ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏହି ମର୍ମରେ ରାଜସ୍ଥାନ ବହରୋଡରେ ଏକ କମ୍ପାନୀ ନୂଆ ପ୍ରକାର…

ବିଶ୍ୱର ସେହି ୫ଟି ରହସ୍ୟ, ଯାହା ଏବେ ବି ଲୁକ୍କାୟିତ ହୋଇ ରହିଛି

ବିଶ୍ୱରେ ଏଭଳିି ଅଜବ ରହସ୍ୟ ରହିଛି ଯାହା ଆଜି ବି ଲୁକ୍କାୟିତ ହୋଇ ରହିଛି। ବୈଜ୍ଞାନିକମାନେ ଆଜିଯାଏ ଏହାର ଉତ୍ତର ପାଇପାରି ନାହାନ୍ତି। ଆସନ୍ତୁ ଜାଣିବା କିଛି ଏଭଳି ରହସ୍ୟ ବିଷୟରେ, ଯାହା ସମସ୍ତଙ୍କ ପାଇଁ ଏକ ପ୍ରହେଳିକା ହୋଇ ରହିଛି।…

ସ୍ବାସ୍ଥ୍ୟ ପାଇଁ ଉପକାରୀ କେଶର

କେଶର ଶରୀର ପାଇଁ ଉପକାରୀ ହୋଇଥିବା ବେଳେ ଏହାକୁ ଖାଇଲେ ବହୁ ରୋଗରୁ ମୁକ୍ତି ମିଳିପାରିବ। କେଶର ହଜମ ପ୍ରକ୍ରିୟାକୁ ତ୍ୱରାନିତ କରିଥାଏ। ଏହା କିଡ୍‌ନୀ, ମୂତ୍ରାଶୟ ଏବଂ ଲିଭରଜନିତ ସମସ୍ୟାକୁ ଦୂର କରି ରକ୍ତ ବିଶୋଧନ କରିଥାଏ। ଋତୁସ୍ରାବରେ ଅନିୟମିତତା…

ଯେଉଁଠି ସଦସ୍ୟଙ୍କ ମୃତ୍ୟୁରେ ଘର ଛାଡିଦିଅନ୍ତି ପରିବାର ଲୋକେ

ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତିକୁ ସାଉଣ୍ଟିବାକୁ ଲୋକେ ଅନେକ ଉପାୟ ଆପଣାଇଥାନ୍ତି। କିନ୍ତୁ ଆମ ଦେଶରେ ଏଭଳି କିଛି ଜନଜାତି ଅଛନ୍ତି, ଯେଉଁମାନେ ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତି ସାଉଣ୍ଟିବା ପରିବର୍ତ୍ତେ ଘରଦ୍ୱାର ଛାଡ଼ି ଅନ୍ୟତ୍ର…

ପ୍ରିୟଙ୍କାଙ୍କ ସହ ଆକ୍ସନ ଫିଲ୍ମ କରିବାକୁ ଚାହୁଁଛନ୍ତି ପରିଣୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ନିଜର ଅପ୍‌ କମିଂ ଫିଲ୍ମ ‘ଜବରିଆ ଯୋଡି’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସେ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ନଜର ଆସିବେ। ସେହିପରି ସାଇନା ନେହଓ୍ବୋଲଙ୍କ ବାୟୋପିକରେ ମଧ୍ୟ ଦର୍ଶକ ତାଙ୍କୁ…

କପିଲ ଦେବ ପିନ୍ଧିଲେ ଏମିତି ପ୍ୟାଣ୍ଟ୍‌, ଫ୍ୟାନ୍‌ କହିଲେ ରଣବୀରଙ୍କଠାରୁ ଦୂରେଇ ରୁହ

୧୯୮୩ରେ ହୋଇଥିବା କ୍ରିକେଟ ବିଶ୍ୱକପରେ ଭାରତର ଐତିହାସିକ ବିଜୟକୁ ନେଇ ଫିଲ୍ମ ‘୮୩’ ନିର୍ମାଣ କରାଯାଉଛି। ଏହି ଫିଲ୍ମରେ ବଲିଉଡ ଅଭିନେତା ରଣବୀର ସିଂହ କପିଲ ଦେବଙ୍କ ଭୂମିକାରେ ନଜର ଆସୁଛନ୍ତି। ଇତିମଧ୍ୟରେ ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ରିଲିଜ୍‌ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?