Home Left

ଶିଶୁଜନ୍ମ ହେବା ପରେ ଗଛ ନ ଲଗାଇଲେ ପଞ୍ଚାୟତରେ ହେବ ନାହିଁ ନାମ ପଞ୍ଜିକରଣ

ସୋଲମ,୮।୭: ହିମାଚଳ ସୋଲମ ଜିଲା ଝାହମାଜରିରେ ଥିବା ଭଟୋଲିକଲାଙ୍ଗ ପଞ୍ଚାୟତରେ ପରିବେଶକୁ ବଞ୍ଚାଇବା ଲାଗି ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଆୟୋଜିତ ଏକ ବିଶେଷ ଗ୍ରାମସଭାରେ ନିଷ୍ପତ୍ତି ନିଆଯାଇଛି କି ଯେଉଁ ପରିବାରରେ ଶିଶୁ ଜନ୍ମ ହେବ ସେହି…

କାଦୁଅ ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ମାଲକାନଗିର,୮।୭ (ଡି.ଏନ୍‌.ଏ): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ମାଲକାନଗିରି ଜିଲାର ଆଭ୍ୟନ୍ତରୀଣ ଅଞ୍ଚଳରେ ଏହାର ସୁଫଳ ଲୋକଙ୍କୁ ମିଳୁନାହିଁ।…

ଜ୍ୟୋତିରାଦିତ୍ୟଙ୍କୁ କଂଗ୍ରେସ ସଭାପତି କରିବାକୁ ପୋଷ୍ଟର ମାଧ୍ୟମରେ ଅନୁରୋଧ

ଭୋପାଳ,୮।୭: କଂଗ୍ରେସ ଦଳରେ ଏବେ ଏକ ପ୍ରକାର ଅସ୍ଥିରାବସ୍ଥା ଦେଖାଯାଇଥିବା ବେଳେ ଏଠାରେ ଇସ୍ତଫା ପତ୍ରର ଲାଇନ୍‌ ଲାଗିଛି। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ରବିବାର ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ପଦରୁ ମିଲିନ୍ଦ ଦେଓରା ଇସ୍ତଫା…

ଫିଟ୍‌ନେସ୍‌ ନ ଥିବା ସ୍କୁଲ୍‌ ବସ୍‌ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୮।୭(ବ୍ୟୁରୋ) : କୋମଳମତି ପିଲାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଘରୋଇ ସ୍କୁଲ୍‌ କର୍ତ୍ତୃପକ୍ଷ। ସ୍କୁଲ୍‌ ବସ୍‌ଗୁଡ଼ିକରେ ପିଲାଙ୍କୁ ଅତି ବିପଜ୍ଜନକ ଅବସ୍ଥାରେ ନେବା ଆଣିବା କରାଯାଉଛି। ପୂର୍ବରୁ ବହୁ ଅଭିଯୋଗ ହୋଇ ଆସୁଥିବାବେଳେ ନିକଟ ଅତୀତରେ ଅନେକ ଦୁର୍ଘଟଣା ମଧ୍ୟ…

୧୭ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ : ତାଲିକାରେ ଓଡ଼ିଶାର ନାହିଁ ସ୍ଥାନ

ଭୁବନେଶ୍ୱର,୮।୭(ବ୍ୟୁରୋ): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୭ଟି ପ୍ରମୁଖ କୀର୍ତ୍ତିରାଜି ତଥା ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ ବେଳେ ଏହି ସୂଚନା ଦେଇଥିଲେ। ହେଲେ ଆଶ୍ଚର୍ଯ୍ୟର ବିଷୟ ଯେ, ଓଡ଼ିଶାର କୌଣସି ଗୋଟିଏ…

ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ

ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ସେ ଗୁଣ୍ଡିଚା…

ପିଏମ୍‌ କିଷାନ ଯୋଜନା : ୧୫ ସୁଦ୍ଧା ହିତାଧିକାରୀ ତାଲିକା ଦିଅ

ଭୁବନେଶ୍ୱର,୮।୭(ବ୍ୟୁରୋ) : ଆସନ୍ତା ୧୫ ତାରିଖ ସୁଦ୍ଧା ଯୋଗ୍ୟ ପିଏମ୍‌-କିଷାନ୍‌ ଯୋଜନା ହିତାଧିକାରୀଙ୍କ ତାଲିକା ପ୍ରଦାନ କର। କେନ୍ଦ୍ର ବହୁ ଦିନ ପୂର୍ବରୁ ତାଲିକା ମାଗିଥିଲେ ବି ରାଜ୍ୟ ଏଯାବତ ତାଲିକା ପ୍ରଦାନ କରିନାହିଁ। ଏହି ମର୍ମରେ ପିଏମ୍‌-କିଷାନ ଯୋଜନା ସିଇଓ…

ରୋଗଣା ମା’ଙ୍କୁ ଜାଳିଦେବା ଘଟଣା : ଅଭିଯୁକ୍ତ ପୁଅ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ/ ପାଟଣାଗଡ/ ବେଲପଡା, ୮।୭ (ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ରାଡବାହାଲ ଗାଁରେ ଶଯ୍ୟାଶାୟୀ ବୃଦ୍ଧା ମା’ଙ୍କ ଦେହରେ କିରୋସିନ ଢାଳି ଜିଅନ୍ତା ପୋଡିଦେବା ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସନ୍ତୋଷ ଖର୍ସେଲ (୪୨)ଙ୍କୁ ରବିବାର…

ଏଲିଟ୍‌ କ୍ଲବ୍‌ରେ ଶାହିଦ୍‌ କପୁର

ମୁମ୍ବାଇ: ଆମିର, ସଲମାନ୍‌ ଓ ଶାହରୁଖଙ୍କ ଭଳି ଶାହିଦ୍‌ କପୁର ଏବେ ଏଲିଟ୍‌ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ବିଶେଷକରି ‘କବିର ସିଂ’ ଫିଲ୍ମର ସଫଳତା ତାଙ୍କୁ ଏଭଳି ସ୍ଥିତିକୁ ଆଣିପାରିଛି। ବକ୍ସ ଅଫିସ୍‌ରେ ଏହି ଫିଲ୍ମ ମାତ୍ର ୧୬ ଦିନରେ ଶ୍ରେଷ୍ଠ…

ଭିଡ଼ହିଂସାରୁ ବର୍ତ୍ତିବା ଲାଗି : ନାମ ବଦଳାଇବେ ମୁସଲ୍‌ମାନ ଅଧିକାରୀ

ଭୋପାଳ,୮ା୭: ଦେଶରେ ଭିଡ଼ହିଂସା ବଢିବାରେ ଲାଗିଛି। ଏଭଳି ହିଂସାକାଣ୍ଡରୁ ନିଜକୁ ରକ୍ଷାକରିବା ଲାଗି ମଧ୍ୟପ୍ରଦେଶର ଜଣେ ମୁସଲମାନ ସମ୍ପ୍ରଦାୟର ସରକାରୀ ଅଧିକାରୀ ନିଜ ନାମ ବଦଳାଇ ଦେବାକୁ ସ୍ଥିର କରିଛନ୍ତି। ବରିଷ୍ଠ ପ୍ରଶାସନିକ ଅଧିକାରୀଭାବେ କାର୍ଯ୍ୟରତ ନିୟାଜ୍‌ ଖାନ ଏନେଇ ଶନିବାର…

ଏୟାର ଇଣ୍ଡିଆ ସମ୍ପୂର୍ଣ୍ଣ ବିକ୍ରି ହେବ

ନୂଆଦିଲ୍ଲୀ,୮-୭: କେନ୍ଦ୍ର ସରକାର କ୍ଷତିରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି କରିଦେବା ଲାଗି ନୂତନ ଭାବେ ବିଚାର କରୁଛନ୍ତି। ନୂଆ ଯୋଜନାନୁଯାୟୀ, ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି କରିବେ। ତେବେ ଏ…

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ ରାଜୀବ ଚନ୍ଦ୍ରଶେଖରଙ୍କର ବୋଲି ସୂତ୍ରରୁ ଜଣାପଡ଼ିଛି। ଜୁପିଟର କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ୍‌ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?