Home Left

ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍‌ ଅଫ୍‌ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି…

କ୍ରିକେଟ ଖେଳୁଛନ୍ତି ସଲମାନ

ବଲିଉଡ ଅଭିନେତା ସଲମାନ ଖାନ ପ୍ରାରମ୍ଭରୁ ହିଁ ନିଜ ଫିଟନେସ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ଅନେକ ଚଳଚ୍ଚିତ୍ରରେ ଚରିତ୍ରକୁ ଦେଖି ସେ ନିଜକୁ ଫିଟ୍‌ କରନ୍ତି। ଓ୍ବାର୍କଆଉଟର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରିଥାନ୍ତି। ନିକଟରେ…

ମେଣ୍ଟ ସରକାର ବଞ୍ଚାଇବାକୁ କୁମାରସ୍ବାମୀଙ୍କ କସରତ: ଡାକିଲେ ବୈଠକ

ବେଙ୍ଗାଲୁରୁ,୭।୭: କଂଗ୍ରେସ-ଜେଡିଏସର ୧୧ ବିଧାୟକ ଶନିବାର ଇସ୍ତଫା ଦେବା ପରେ ଅଡ଼ୁଆରେ ପଡିଯାଇଛି କର୍ନାଟକର ମେଣ୍ଟ ସରକାର। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ଆମେରିକା ଗସ୍ତରେ ଥିବାବେଳେ ଏଭଳି ଘଟଣା ଘଟିଛି। ଫଳରେ ସରକାର ଗଢ଼ିବା ପାଇଁ ରାଜନୀତି ଆରମ୍ଭ ହୋଇଛି। କୁମାରସ୍ବାମୀ…

ଅମରନାଥ ଯାତ୍ରା ନାଁରେ କଶ୍ମୀର ଲୋକଙ୍କୁ ହଇରାଣ କରା ନ ଯାଉ: ମେହବୁବା ମୁଫତି

ଶ୍ରୀନଗର, ୭।୭: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଅମରନାଥ ଯାତ୍ରାକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଅମରନାଥ ଯାତ୍ରାକୁ ମୁଁ ସମର୍ଥନ କରୁଛି। କିନ୍ତୁ ଏହି ଯାତ୍ରାର ସୁରକ୍ଷା ନାଁରେ କଶ୍ମୀର ଲୋକଙ୍କୁ ପ୍ରବଳ ହଇରାଣ…

ଯେଉଁଠି ରାତିରେ ଟଏଲେଟ୍‌ ଯିବା ମନା

ଟଏଲେଟ୍‌ ଯିବା ଏଠାରେ ଏକ ଅପରାଧ। ସ୍ବିଜରଲାଣ୍ଡର ଏହି ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ତେବେ ଏହା ସେଠାକାର ସ୍ବୀକୃତିପ୍ରାପ୍ତ ନିୟମ ବା ପରମ୍ପରା ହୋଇ ନ ଥିବା ବେଳେ ନିର୍ଦ୍ଦିଷ୍ଟ କେତେକ ଅଞ୍ଚଳରେ ଏହା ପ୍ରଚଳିତ ହୋଇଥାଏ। ରାତିରେ…

ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହାଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି ନିକଟରେ…

ଏହି ମନ୍ଦିର ଉପରେ ପ୍ରତି ୧୨ ବର୍ଷରେ ଥରେ ହୁଏ ବଜ୍ରପାତ…

ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସେହିପରି କେତେକ ମନ୍ଦିରରେ ଥିବା ରହସ୍ୟ ଆଧୁନିକ ବିଜ୍ଞାନ ମଧ୍ୟ ସମାଧାନ କରିପାରି ନାହିଁ। ହିମାଚଳପ୍ରଦେଶ କୁଲ୍ଲୁଠାରୁ ପ୍ରାୟ ୧୮ କିଲୋମିଟର ଦୂରରେ ଏପରି ଏକ ରହସ୍ୟମୟ ଶିବ ମନ୍ଦିର…

ପଦ ଛାଡିଲେ ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ

ଭୋପାଳ, ୭।୭: ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଜାରି ରହିଥିବା ଇସ୍ତଫା କ୍ରମରେ ସାମିଲ ହୋଇଛନ୍ତି ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ। କଂଗ୍ରେସ ଜାଜୀୟ ସାଧାରଣ ସଚିବ ପଦରୁ ସେ ରବିବାର ଇସ୍ତଫା ଦେଇଛନ୍ତି। ଟୁଇଟ୍‌ କରି ସେ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ

ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍‌ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଇଂଲିଶ ଅମ୍ପାୟର ରିଚାର୍ଡ ଇଲିଂଓ୍ବର୍ଥ ଓ ରିଚାର୍ଡ କେଟିଲବର୍ଗ ପରିଚାଳନା…

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ଗଲାଣି ୫୦ ଜଣଙ୍କ ଜୀବନ

ଗୁଆହାଟି,୭ା୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଏଥିଯୋଗୁ ୫୦ ଜଣଙ୍କ ଜୀବନ ଗଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି। ଜୁଲାଇ ୫ ତାରିଖ ସୁଦ୍ଧା ମୋଟ ୧୯୦ ଏଭଳି ମାମଲା ହସ୍ତଗତ ହୋଇଥିବା ସେ କହିଛନ୍ତି।…

ଏହି ଦଳର ଅଧିନାୟକଙ୍କ ଦୃଢୋକ୍ତି: ଭାରତ-ଇଂଲଣ୍ଡ ମଧ୍ୟରେ ଫାଇନାଲ ଖେଳାଯିବ

ଲଣ୍ଡନ, ୭।୭: ଆଇସିସି ବିଶ୍ୱକପର ଶେଷ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ମାତ୍ର ୧୦ ରନ୍‌ରେ ପରାସ୍ତ କରି ବିଜୟର ସହ ବିଶ୍ୱକପରୁ ବିଦାୟ ନେଇଛି ଦକ୍ଷିଣ ଆଫ୍ରିକା। ଫଳରେ ସେମିଫାଇନାଲ ଭାରତ-ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ ପରେ ଦକ୍ଷିଣ…

ନିଜେ ଫିଟ୍‌ ଥିବା ଦର୍ଶାଇଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ତାଙ୍କ ଫିଟ୍‌ନେସ୍‌ର ଅସଲ ଗୁମର ଖୋଲିଛନ୍ତି। ସେ ତାଙ୍କ ଟୁଇଟର ଆକାଉଣ୍ଟରେ ସ୍କ୍ବାସ୍‌ ଖେଳୁଥିବାର ଏକ ଫଟୋ ଅପଲୋଡ କରିଛନ୍ତି। ଆଉ ଲେଖିଛନ୍ତି ଦୀର୍ଘ ୪୦ ବର୍ଷ ହେବ ସେ ଖେଳୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?