ମୋଦିଙ୍କ ଓଡ଼ିଶା ଗସ୍ତକୁ ନେଇ ଏମିତି କହିଦେଲେ ସୁରେଶ, ଜାଣନ୍ତୁ ପୁରାଘଟଣା
ଭୁବନେଶ୍ୱର,୧୬।୫: ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ରାଜ୍ୟରେ ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ଓଡ଼ିଶା ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ…
ଭଞ୍ଜନଗରରେ ଝଡ଼ବର୍ଷା: ଗଛମୂଳେ ଆଶ୍ରୟ ନେଇଥିଲେ ଯୁବତୀ, ଏହି ସମୟରେ ଦାଉ ସାଧିଲା ଦଇବ…
ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏବଂ ବେଲଗୁଣ୍ଠା ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଝଡ଼ ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। କେତେକ ଅଞ୍ଚଳରେ ବିଦ୍ୟୁତ୍ ସେବା ପ୍ରଭାବିତ…
ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜେଜେମା, ନାତୁଣୀଙ୍କ ସହ ୩ ମୃତ
ଲକ୍ଷ୍ମୀପୁର,୧୬।୫(ଅନନ୍ତ ନାୟକ): କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ଶୁକ୍ରବାର ଅପରାହ୍ନରେ ଏକ ଦୁଖଃଦ ଘଟଣା ଘଟିଛି। ବିଲରେ କାମ କରୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିବା…
ଆଉ ୨ଦିନ ପରେ ଯୁଦ୍ଧ? ବ୍ରିଟେନ ସହ କଥା ହେଲା ପାକିସ୍ତାନ…
ଇସଲାମବାଦ,୧୬।୫: ଆତଙ୍କବାଦୀଙ୍କ ସ୍ବର୍ଗ ପାକିସ୍ତାନ ଭାରତଠାରୁ ପରାଜୟର ସମ୍ମୁଖୀନ ହେବା ପରେ, ପାକ୍ ଏବେ ଶାନ୍ତି ଚୁକ୍ତି ପାଇଁ ନିବେଦନ କରୁଛି। ଏହି ସମୟରେ, ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇସାକ ଦାର ଶୁକ୍ରବାର ଇସଲାମାବାଦରେ ବ୍ରିଟିଶ ବୈଦେଶିକ ସଚିବ ଡେଭିଡ ଲାମିଙ୍କୁ ଭେଟିଛନ୍ତି।…
ସ୍ପଷ୍ଟ ଦିବାଲୋକରେ ଅଟୋ ସଂଘ ସଭାପତିଙ୍କୁ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପୁରୀ,୧୬ା୫(ଅଜିତ କୁମାର ମହାନ୍ତି): ପୁରୀରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଆଗକୁ ରଥଯାତ୍ରା ଥିବା ବେଳେ ସହରରେ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଯାହାର ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। ସହରରେ ଦୁଇ ଦୁଇଟି ଆପରାଧିକ…
ଭାରତର ୬ସୀମାରେ ହାଇ ଆଲର୍ଟ, ବାଂଲାଦେଶ ସହ ହେବ…
ନୂଆଦିଲ୍ଲୀ,୧୬।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଶୀର୍ଷରେ ଥିବା ବେଳେ, ଅନ୍ୟ ଏକ ପଡ଼ୋଶୀ ଦେଶ ବାଂଲାଦେଶରେ ଉତ୍ତେଜନା ବୃଦ୍ଧି ପାଉଛି। କାରଣ ହେଉଛି ଭାରତରୁ କଥିତ ’ପୁସ-ଇନ’ କାର୍ଯ୍ୟକଳାପ। ଗତ ଦୁଇ ସପ୍ତାହ ମଧ୍ୟରେ, ବାଂଲାଦେଶ ସୀମାର ଛଅଟି…
ପୁଣି କଥା ବଦଳାଇଲେ ଟ୍ରମ୍ପ, ଏଥର ଭାରତକୁ ନେଇ କହିଲେ ବଡ଼କଥା…
ନୂଆଦିଲ୍ଲୀ, ୧୬।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସାମ୍ପ୍ରତିକ ସଂଘର୍ଷ ପରେ ମେ ୧୦ରେ ଏକ ଯୁଦ୍ଧବିରତି ଘୋଷଣା କରାଯାଇଥିଲା। ଏହି ଯୁଦ୍ଧବିରତିକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ତାଙ୍କ ପ୍ରଶାସନ ଏହାର ମୁଖ୍ୟ…
ବିଶ୍ୱର ସବୁଠୁ ଦାମୀ କଣ୍ଡୋମ: ଦାମ୍ ଜାଣିଲେ ଉଡ଼ିଯିବ ହୋଶ୍
ଗତ କିଛି ବର୍ଷ ମଧ୍ୟରେ, ବିଶେଷକରି ବୟସ୍କ ଦମ୍ପତିଙ୍କ ମଧ୍ୟରେ କଣ୍ଡୋମର ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଅବାଞ୍ଛିତ ଗର୍ଭଧାରଣକୁ ଏଡାଇବା ପାଇଁ ବୟସ୍କ ଦମ୍ପତିମାନେ ଏହାକୁ ବହୁଳ ପରିମାଣରେ ବ୍ୟବହାର କରୁଛନ୍ତି। ଏଥିରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…
ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ
କଟକ,୧୬ା୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି। ସୂଚନାଯୋଗ୍ୟ, କେନ୍ଦୁଝର…
ନାହିଁ ଡ୍ରେନେଜ ବ୍ୟବସ୍ଥା: ଘରେ ପଶିଲା କାଳବୈଶାଖୀ ବର୍ଷା
ଦାରିଙ୍ଗବାଡି,୧୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ବର୍ଷା ପାଣି ଏକାଧିକ ସ୍ଥାନରେ ଜମି ରହି ବନ୍ୟାର ଭ୍ରମ ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ ଏବଂ ଜାଗୃତି…
କାର୍କୁ ସାଇଡ୍ ଦେବାକୁ ଯାଇ ଘାଟିରେ ଓଲଟିଲା ବୋଲେରୋ
ମୋହନା,୧୬ା୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ନାରିଙ୍ଗୀ ଘାଟିରେ ବୋଲେରୋ ଦୁର୍ଘଟଣାଗସ୍ତ ହୋଇଛି। ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇ ମୋହନା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ, ଚନ୍ଦ୍ରଗିରି ଗାଁର ଶିବରାମ ବଡ଼କୁମର। ବୋଲେରୋଟି ଚନ୍ଦ୍ରଗିରିରୁ ମୋହନା…
ଦୁଇଗୁଣା ବଢ଼ିଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ପୁରସ୍କାର ରାଶି
ଦୁବାଇ, ୧୬ା୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ୨୦୨୫ ଟାଇଟଲ ବିଜେତାକୁ ୩.୬ ନିୟୁତ ଆମେରିକୀୟ ଡଲାର ମିଳିବ, ଯାହାକି ଗତ ସଂସ୍କରଣ ତୁଳନାରେ ଦୁଇଗୁଣାରୁ ଅଧିକ। ୨୦୨୩ରେ ଭାରତ ବିପକ୍ଷ ଫାଇନାଲ ଜିତି ଅଷ୍ଟ୍ରେଲିଆ ୧.୬ ନିୟୁତ ଡଲାର ପାଇଥିଲା।…
Archives


