Home Left

ନିର୍ଦ୍ଦେଶକଙ୍କ କାନ୍ଧ ଉପରେ ପାଦ ରଖିଦେଲେ ଡିମ୍ପଲ

ମୁମ୍ବାଇ: ୮୦ ଦଶକର ଷ୍ଟାଇଲିସ ନାୟିକାଙ୍କ ମଧ୍ୟରେ ଡିମ୍ପଲ କାପାଡିଆ ସବୁଠୁ ଆଗରେ କହିଲେ କିଛି ଭୁଲ୍‌ ହେବନାହିଁ। ଆଉ ଆଜିବି ତାଙ୍କ ଷ୍ଟାଇଲ ଦେଖିଲେ ଯେ କେହି ଅନାଇ ରହିଯାଉଛନ୍ତି। ଡିମ୍ପଲ ଏବେ ତାଙ୍କ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ର…

ମହଙ୍ଗା ପଡିଲା ବନ୍ୟଜନ୍ତୁଙ୍କ ସହ ଫଟୋ ଉଠାଇବା

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ଏବେ ଜାମ୍ବିୟାରେ ଛୁଟି କଟାଉଥିବା ଶୁଣିବାକୁ ମିଳିଛି। ଏଠାରେ ବନ୍ୟଜନ୍ତୁଙ୍କ ସହ କିଛି ମୁହୂର୍ତ୍ତ କାଟିଥିବା ବେଳେ ଏହାର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରିଥିଲେ। ଆଉ ଏହି ଫଟୋରେ…

ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଲଗାଣ ବର୍ଷାରେ କେନ୍ଦ୍ର ମଧ୍ୟରେ ପାଣି ପଶି ଯିବାରୁ ସେହି ପାଣି…

ଜନ୍ମଦିନରେ କିଛି ଫଟୋ ଶେୟାର କରି ସ୍ମୃତିକୁ ତାଜା କଲେ ରଣବୀର

ଜୁଲାଇ ୬ ଅର୍ଥାତ ଆଜି ରଣବୀର ସିଂହଙ୍କ ଜନ୍ମଦିନ। ଚଳିତବର୍ଷ ରଣବୀର ୩୪ତମ ଜନ୍ମ ଦିବସ ପାଳନ କରୁଛନ୍ତି। ବ୍ୟସ୍ତତା ଭିତରେ ନିଜ ପରିବାରକୁ ରଣବୀର ସମୟ ଦେଇପାରୁ ନ ଥିବାରୁ ଆଜି ଭଳି ଖାସ୍‌ ଦିନରେ ପିଲାଦିନର କିଛି ଫଟୋ…

୧ ଲକ୍ଷ ଝିଅଙ୍କ ବିବାହ କରାଇବେ ଯୋଗୀ ସରକାର

ଲକ୍ଷ୍ନୌ,୬।୭: ସାମୁହିକ ବିବାହ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷେ ଗରିବ ଝିଅଙ୍କ ବିବାହ କରିବାକୁ ସ୍ଥିର କରିଛନ୍ତି। ତେବେ ଏହି ବିବାହକୁ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବ ବୋଲି ସୂଚନା ମିଳିଛି। ସରକାର ଆସନ୍ତା ବର୍ଷ ମାର୍ଚ୍ଚ…

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ ସାବିତ୍ରୀଙ୍କୁ ହତ୍ୟା କରାଯାଇଥିବା ବାପା ଭାଗ୍ୟବାନ ରଣା ସଦର ଥାନାରେ ଲିଖିତ ଅଭିଯୋଗ…

ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ ରକ୍ତରେ ଚିଠି ଲେଖିଲେ ୨ ଯୁବତୀ

ଚଣ୍ଡିଗଡ଼,୬।୭: ନ୍ୟାୟ ପାଇଁ ପଞ୍ଜାବର ୨ ଜଣ ଯୁବତୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ରକ୍ତରେ ଚିଠି ଲେଖିଛନ୍ତି। ସ୍ଥାନୀୟ ମୋଗା ସହରରେ ବାସ କରୁଥିବା ଏହି ଯୁବତୀମାନେ ନ୍ୟାୟ ନ ମିଳିଲେ ତାଙ୍କ ପରିବାର ସଦସ୍ୟଙ୍କୁ ଇଛାମୃତ୍ୟୁ ନିର୍ଦ୍ଦେଶ ଦେବାକୁ…

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା ନୌକାକୁ ସମ୍ଭାଳିବା ପାଇଁ ଯୁବ ଅଧ୍ୟକ୍ଷ ଦରକାର ବୋଲି ଅମରିନ୍ଦର କହିଛନ୍ତି। ରାହୁଲ ଗାନ୍ଧୀଙ୍କ…

ରାହୁଲଙ୍କୁ ମିଳିଲା ଜାମିନ

ପାଟନା,୬।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଶନିବାର ଏକ ମାନହାନି ମାମଲାରେ ଜାମିନ ମିଳିଛି। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ରାହୁଲଙ୍କ ନାଁରେ ଗତ ଏପ୍ରିଲରେ ପାଟନାର ଚିଫ୍‌ ଜୁଡିସିଆଲ୍‌ ମାଜିଷ୍ଟ୍ରେଟଙ୍କ କୋର୍ଟରେ ଏହି ମାନହାନି ମାମଲା ଦାୟର…

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟାଲଳିଥାଙ୍କ କ୍ୟାବିନେଟର ମନ୍ତ୍ରୀ ଥିବା ଏ ମହମ୍ମଦ ଜାନ ଓ ଅନୁସୂଚିତ ଜାତିର ସ୍ଥାନୀୟ…

ଲିବ୍ୟା ଗୃହଯୁଦ୍ଧ: ୩ ମାସରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଲା; ସଂଘର୍ଷ ବିରାମ ପାଇଁ ଜାତିସଂଘର ଅପିଲ୍‌

ତ୍ରିପୋଲି, ୬।୭: ଲିବ୍ୟାରେ ଜାରି ରହିଥିବା ଗୃହଯୁଦ୍ଧ ସଙ୍କଟ ଜନକ ସ୍ଥିିତିରେ ପହଞ୍ଚିଛି। ଗତ ୩ ମାସ ମଧ୍ୟରେ ଏଠାରେ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୃହଯୁଦ୍ଧ ଯୋଗୁ…

ଜାତୀୟ ଚୁମ୍ବନ ଦିବସ: ୧୦ସେକେଣ୍ଡର ୮୦ ନିୟୁତ ଅଣୁଜୀବ ଚୁମ୍ବନରେ ହୋଇଥାନ୍ତି ସଂକ୍ରମିତ

ଲଣ୍ଡନ,୬।୭: ଜୁଲାଇ ୬ରେ ବ୍ରିଟେନ୍‌ରେ ଜାତୀୟ ଚୁମ୍ବନ ଦିବସ ପାଳିତ ହୋଇଥାଏ। ଏଠାରେ ଗତ ୧୪ ବର୍ଷ ଧରି ଏହା ପାଳିତ ହେଉଛି। ସ୍ନେହ ଓ ପ୍ରେମର ପରିପ୍ରକାଶ ଭାବେ ଚୁମ୍ବନକୁ ଗ୍ରହଣ କରାଯାଇଥାଏ। ମା’ ସନ୍ତାନଙ୍କୁ ସ୍ନେହରେ ଚୁମ୍ବନ ଦେଇଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?