Home Left

ରାତିରେ ଖରାପ ଏବଂ ଭୟଙ୍କର ସ୍ବପ୍ନ ଦେଖୁଛନ୍ତି କି? ତା’ହେଲେ ଆପଣାନ୍ତୁ ଏହି ଉପାୟ

ରାତିରେ ଶୋଇବା ସମୟରେ ଲୋକଙ୍କୁ ଖରାପ ଏବଂ ଭୟଙ୍କର ସ୍ବପ୍ନ ଆସିଥାଏ, ଯେଉଁଥିପାଇଁ ଭୟଭୀତ ହୋଇ ହଠାତ୍‌ ନିଦ ଭାଙ୍ଗି ଯାଇଥାଏ। କିଛି ଲୋକଙ୍କୁ ପ୍ରତିଦିନ ଏହି ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। ବାସ୍ତୁଶାସ୍ତ୍ର ସାହାଯ୍ୟରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ।…

ଖଲିସ୍ତାନ ସମର୍ଥକଙ୍କୁ ପାଣ୍ଠି ଯୋଗାଉଛନ୍ତି ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ

ଲଣ୍ଡନ,୬।୭: ଖଲିସ୍ତାନ ସମର୍ଥକଙ୍କୁ ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ ପାଣ୍ଠି ଯୋଗାଉଛନ୍ତି। ଏନେଇ ଭାରତୀୟ ସେନାର ପୂର୍ବତନ ମେଜର ଜେନେରାଲ ଧ୍ରୁବ.ସି. କଟୋଚ୍‌ ସୂଚନା ଦେଇଛନ୍ତି। ଏହି ପାକିସ୍ତାନୀ ତଥା ଖଲିସ୍ତାନ ସମର୍ଥକମାନେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ…

ବ୍ରତ ଭାଙ୍ଗିବା ପାଇଁ ପନୀର ବଦଳରେ ଆସିଲା ଚିକେନ

ନାଗପୁର,୬।୭: ପୁଣେର ଅତିରିକ୍ତ ଜିଲା ଉପଭୋକ୍ତା ଫୋରମ ଖାଦ୍ୟ ଡେଲିଭରି କରୁଥିବା କମ୍ପାନୀ ଜୋମାଟୋ ଓ ହୋଟେଲ ଉପରେ ୫୫ହଜାର ଟଙ୍କାର ଜୋରିମାନା ଲଗାଇଛନ୍ତି। ଉକ୍ତ ସହରର ଜଣେ ଓକିଲଙ୍କୁ ନିରାମିଷ ଭୋଜନ ବଦଳରେ ମାଂସାହାରି ଭୋଜନ ଦେଇଥିବା ଅଭିଯୋଗ ହୋଇଛି।…

କର୍ନାଟକ ସରକାର ପୁଣି ସଙ୍କଟରେ

ବେଙ୍ଗାଲୁରୁ,୬।୭: କର୍ନାଟକର ଶାସନ କ୍ଷମତାରେ ଥିବା କଂଗ୍ରେସ-ଜେଡିଏସ୍‌ ସରକାର ପୁଣି ସଙ୍କଟରରେ। କାରଣ ଶନିବାର କଂଗ୍ରେସର ୮ ବିଧାୟକ ଓ ଜେଡିଏସର ୩ ବିଧାୟକ ଇସ୍ତଫା ଦେବା ଲାଗି ବିଧାନସଭା ବାଚସ୍ପତି କେଆର୍‌ ରମେଶ କୁମାରଙ୍କୁ ଭେଟିଛନ୍ତି। ଏମାନଙ୍କ ମଧ୍ୟରେ ରମେଶ…

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି ବଲାଙ୍ଗିର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ ରାଡ଼ବାହାଲ ଗ୍ରାମରେ। ସୂଚନାନୁଯାୟୀ, ଶନିବାର ଭୋର…

ଆରମ୍ଭ ହେଲା ଭାଜପାର ମେଗା ସଦସ୍ୟତା ଅଭିଯାନ: ଟାର୍ଗେଟରେ ୨୦ କୋଟି ସଦସ୍ୟ

ନୂଆଦିଲ୍ଲୀ,୬।୭: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାରଠାରୁ ତା’ର ମେଗା ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ଏହାର ମୂଳ ଲକ୍ଷ୍ୟ ହେଲା ଭାଜପାର ୧୧କୋଟି ସଦସ୍ୟଙ୍କୁ ବଢାଇ ୨୦ କୋଟି କରିବା। ଭାଜପାର ମାତୃସଂସ୍ଥା ଜନସଂଘର ସଂସ୍ଥାପକ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ…

ରଣବୀରଙ୍କ ଫିଲ୍ମ ‘୮୩’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ର ସିମ୍ବା ଷ୍ଟାର ଶନିବାର ନିଜର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ସ୍ବତନ୍ତ୍ର ଦିବସରେ ରଣବୀର ସିଂହ ତାଙ୍କର ଅପ୍‌କମିଂ ଫିଲ୍ମ ‘୮୩’ର ଫାଷ୍ଟ ଲୁକ୍‌ ଶେୟାର କରିଛନ୍ତି। ଏହି ଫିଲ୍ମରେ ଭାରତୀୟ କ୍ରିକେଟର ତଥା ହରିୟାଣାର ହରିକେନ…

ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୬।୭: ଘୋଷଯାତ୍ରା ଯାଇଁ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି। ରୁର୍‌କିସ୍ଥିତ ସେଣ୍ଟ୍ରାଲ ମାଇନିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ(ସିବିଆର୍‌ଆଇ)ର ବିଶେଷଜ୍ଞମାନେ ଏହି ଯାଞ୍ଚରେ ସାମିଲ ଅଛନ୍ତି।…

‘ଜୟ ଶ୍ରୀରାମ’ ସ୍ଲୋଗାନ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି: ଅମର୍ତ୍ତ୍ୟ ସେନ୍‌

କୋଲକାତା,୬।୭: ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ଶୁକ୍ରବାର କହିଛନ୍ତି, ଏବେ ‘ଜୟ ଶ୍ରୀରାମ’ ସ୍ଲୋଗାନ କେବଳ ଲୋକଙ୍କୁ ଆଘାତ ଦେବା ପାଇଁ ବ୍ୟବହାର କରାଯାଉଛି। କାରଣ ଏହାର ବେଙ୍ଗଲି ପରମ୍ପରା ସହ କୌଣସି ସମ୍ପର୍କ ନାହିଁ। ଜାଦବପୁର ବିଶ୍ୱବିଦ୍ୟାଳୟରେ ଉଦ୍‌ବୋଧନ…

ଏସ୍‌ଟିଏଫ୍‌ଙ୍କ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ

ରାୟପୁର,୬।୭: ଛତିଶଗଡ଼ରେ ସ୍ପେଶାଲ ଟାସ୍କ୍‌ ଫୋର୍ସ(ଏସ୍‌ଟିଏଫ୍‌୍‌)ଙ୍କ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଧାମତାରୀ ଜିଲାର ମେଚକା ଜଙ୍ଗଲ ଅଞ୍ଚଳରେ ମାଓବାଦୀମାନେ ଲୁଚିଥିବା ଖବର ପାଇ ଏସ୍‌ଟିଏଫ୍‌୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

୮୪ ବର୍ଷରେ ପାଦ ଦେଲେ ଦଲାଇ ଲାମା

ଧର୍ମଶାଳା,୬।୭: ବୌଦ୍ଧ ଧର୍ମଗୁରୁ ଦଲାଇ ଲାମା ଶନିବାର ୮୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୩୫ ଜୁଲାଇ ୬ରେ ଚାଇନାର ତାକତ୍‌ସେରଠାରେ ଜନ୍ମଗ୍ରହଣ କରିଥିଲେ। ମାତା ଦିକି ତେସରିଂ ଏବଂ ପିତା ଚୋକେୟଙ୍ଗ୍‌ ତେସରିଂ ତାଙ୍କର ନାମ କରଣ ଲାହାମୋ ଥୋଣ୍ଡୁପ୍‌…

ଦିନିକିଆରୁ ମଲିକଙ୍କ ଅବସର

କରାଚୀ,୬।୭- ଭେଟେରାନ ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆର ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ଅନ୍ତିମ ଲିଗ୍‌ ମ୍ୟାଚ୍‌କୁ ୯୪ ରନ୍‌ରେ ଜିତିବା ସତ୍ତ୍ୱେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?