Home Left

ଦୁଇ ଦିନରେ ୧୨ହଜାର ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୬ା୭-ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଯାଇଛି । ଗୁରୁବାର ରଥଯାତ୍ରା ଯୋଗୁ ସରକାରୀ କଲେଜଗୁଡ଼ିକ ଛୁଟି ଥିଲା। ଏଣୁ ନାମଲେଖା ବନ୍ଦ ରହିଥିଲା। ହେଲେ ଘରୋଇ କଲେଜଗୁଡ଼ିକରେ ନାମଲେଖା ହୋଇଥିଲା। ଶୁକ୍ରବାର ସ୍ବାଭାବିକ ଭାବେ ନାମଲେଖା ଅନୁଷ୍ଠିତ…

ବାରଣ୍ଡାରେ ମଧ୍ୟାହ୍ନଭୋଜନ ରୋଷେଇ

ବନ୍ତ, ୬।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ଅଧିକାଂଶ ସ୍କୁଲରେ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତି ବାରଣ୍ଡାରେ ହେଉଥିବା ଦେଖାଯାଇଛି। ଏଭଳି ଅବ୍ୟବସ୍ଥା ନେଇ ଅସନ୍ତୋଷ…

ଜିଲା ଶିକ୍ଷାଧିକାରୀଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାରବାଟିଆ ଗ୍ରାମର ଜନାର୍ଦ୍ଦନ ଉଚ୍ଚବିଦ୍ୟାଳୟର ଦୁଇ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶୁକ୍ରବାର ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଅଫିସ୍‌କୁ ଘେରାଉ କରିଥିଲେ। ଏହି ବଦଳି ଆଦେଶକୁ…

ଅଧାବାଟରେ ଶ୍ରୀଜୀଉ

ନୀଳଗିରି, ୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତୃତୀୟ ଶ୍ରୀକ୍ଷେତ୍ରରେ ଶୁକ୍ରବାର ଆୟୋଜିତ ରଥଯାତ୍ରାରେ ଶ୍ରୀଜୀଉ ଭକ୍ତଙ୍କ ଗହଣରେ ଆସି ଅଧା ବାଟ ପୋଷ୍ଟ ଅଫିସ ନିକଟରେ ଅଟକିଛନ୍ତି। ସେଠାରେ ଚର୍ତୁଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥରେ ରାତ୍ରିଯାପନ କରିବେ। ଶନିବାର ଅପରାହ୍ନରେ…

ଗଜାଧାନ ଧରି ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କ ଦ୍ୱାରସ୍ଥ

ଦେଓଗାଁ, ୫ା୭(ଡି.ଏନ.ଏ.) : ବଲାଙ୍ଗୀର ସଦର ବ୍ଲକ ଭୂତିଆରବାହାଲ ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲାର ଅନେକ ଚାଷୀ ରବିଧାନ ଚାଷ କରି ବିକ୍ରି କରିପାରୁ ନାହାନ୍ତି। ଏ ନେଇ ବାରମ୍ବାର କର୍ତ୍ତୃପଙ୍କୁ ଜଣାଇଲା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଶେଷରେ…

ବର୍ଷା ଜନିତ ସମସ୍ୟାର ମୁକାବିଲା ପାଇଁ ବିଏମ୍‌ସିର ତତ୍ପରତା: ସମ୍ବେଦନଶୀଳ ଅଞ୍ଚଳ ତଦାରଖ କଲେ ଅଧିକାରୀ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ମୌସୁମୀ ବର୍ଷା ଜାରି ରହିଥିବାବେଳେ ରାଜଧାନୀବାସୀ ଯେପରି ଜଳ ନିଷ୍କାସନ ଜନିତ ସମସ୍ୟାର ସମ୍ମୁଖୀନ ନ ହେବେ ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତତ୍ପର ହୋଇପଡ଼ିଛି। ବିଶେଷକରି ଆରମ୍ଭରୁ ଭୁବନେଶ୍ୱର ଦେଇ ଯାଇଥିବା ଜାତୀୟ ରାଜପଥ ସମେତ…

ପରିଶ୍ରମୀ ହେଲେ ସଫଳତା ମିଳିପାରିବ

ଭୁବନେଶ୍ୱର, ୫ା୭(ବ୍ୟୁରୋ)- ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ (ବିଜେଇଏମ୍‌) ସ୍କୁଲ୍‌ ପକ୍ଷରୁ ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଶୁକ୍ରବାର ଭଞ୍ଜକଳାମ ମଣ୍ଡପରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଆଇ.ସି.ଏ.ଆର୍‌ର ବୈଜ୍ଞାନିକ ଡ.…

ନାଡ୍‌ର ଜାତୀୟ ସମୀକ୍ଷା ବୈଠକ; କମ୍‌ ଖର୍ଚ୍ଚରେ ସହଜରେ ପିଲା ପାଇପାରିବେ ସାର୍ଟିଫିକେଟ

ଭୁବନେଶ୍ୱର, ୫।୭(ବ୍ୟୁରୋ)- କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ନ୍ୟାଶନାଲ ଏକାଡେମିକ ଡିପୋଜିଟୋରୀ (ନାଡ୍‌) କାର୍ଯ୍ୟକ୍ରମର ଜାତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ସାହୁ ସମ୍ମାନିତ ଅତିଥି ଭାବେ…

ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗର ଆଉ ୪ ଗିରଫ: ୬ କାର, ୬ ମୋବାଇଲ ଜବତ

କଟକ ଅଫିସ,୫।୭- ବମ୍ଫକୁଦ କାର ଲୁଟ୍‌ ଘଟଣାର ତଦନ୍ତ କରି କଟକ ସଦର ପୋଲିସ ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗ୍‌ର ଆଉ ୪ ଜଣ ସଦସ୍ୟଙ୍କୁ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ହାଉଡା ଜିଲାର ଶ୍ରୀକାନ୍ତ…

ଏଟିକେରୁ ଖେଳିବେ ଆନାସ

କୋଲକାତା, ୫।୭ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ର ଆସନ୍ତା ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଏଟିକେ ଶୁକ୍ରବାର ପୂର୍ବତନ ଭାରତୀୟ ଡିଫେଣ୍ଡର ଆନାସ ଏଦାଥୋଡିକାଙ୍କୁ ଅନୁବନ୍ଧିତ କରିଛି। ଆନାସଙ୍କ ଯୋଗଦାନ ପରେ ଏଟିକେର ଡିଫେନ୍ସ ଲାଇନ୍‌ ଅଧିକ ଶକ୍ତିଶାଳୀ ହୋଇପାରିଛି। ତାଙ୍କ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତୀୟ ସମ୍ଭାବ୍ୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଜୁଲାଇ ୭ରୁ ଅହମ୍ମଦାବାଦର ଏକା ଆରେନାଠାରେ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟ ହେବ। ଏଥିଲାଗି ଭାରତୀୟ ଫୁଟ୍‌ବଲ ଟିମ୍‌ କୋଚ୍‌ ଇଗୋର ଷ୍ଟିମାକ୍‌ ଶୁକ୍ରବାର ୨୫ ଜଣିଆ ସମ୍ଭାବ୍ୟ ଫୁଟ୍‌ବଲ ଟିମ୍‌ ଘୋଷଣା କରିଛନ୍ତି। ପ୍ରଥମ ଦିବସରେ ଗତଥରର ଚାମ୍ପିୟନ…

ଯୁବତୀଙ୍କୁ ଏସିଡ୍‌ ମାଡ଼ ମାମଲା: ଦୋଷୀଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା

ଧର୍ମଗଡ଼,୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ଖଣ୍ଡିଡଙ୍ଗରୀଗୁଡାର ଯୁବତୀଙ୍କୁ ଜଣେ ଯୁବକ ଏକତରଫା ପ୍ରେମ କରୁଥିଲେ । ଯୁବତୀ ଜଣକ ଏହାକୁ ବିରୋଧ କରିବାରୁ ସମ୍ପୃକ୍ତ ଯୁବକ ତାଙ୍କୁ ଏସିଡ୍‌ ମାଡ କରିଥିଲେ । ଉକ୍ତ ମାମଲାର ରାୟ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?