Home Left

ଲଣ୍ଡନ ରାସ୍ତାରେ ବୁଲୁଛନ୍ତି ଭାରତୀୟ ଖେଳାଳି

ଲଣ୍ଡନ, ୫।୭: ଚଳିତ ଆଇସିସି ବିଶ୍ୱକପରେ ଭାରତ ସେମିଫାଇନାଲରେ ପ୍ରବେଶ କରିସାରିଛି। ଶ୍ରୀଲଙ୍କା ବିପକ୍ଷରେ ଭାରତକୁ ଆଉ ଗୋଟିଏ ମ୍ୟାଚ୍‌ ଖେଳିବାକୁ ବାକି ଥିବାବେଳେ ଭାରତୀୟ ଦଳର ସଦସ୍ୟମାନେ ଲଣ୍ଡନର ବିଭିନ୍ନ ଯାଗା ବୁଲିଛନ୍ତି। କିଛି ଖେଳାଳି ନିଜ ପରିବାର ସହ…

‘ମିଶନ୍‌ ମଙ୍ଗଲ୍‌’ର ବୈଜ୍ଞାନିକ ଭୂମିକାରେ ଅକ୍ଷୟ

ମୁମ୍ବାଇ: ସ୍ପେସ୍‌ ଡ୍ରାମା ‘ମିସନ୍‌ ମଙ୍ଗଲ୍‌’ରେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଜଣେ ବୈଜ୍ଞାନିକ ଭୂମିକା ନେଇଥିବା ବେଳେ ଏହା ତାଙ୍କ ଝିଅ ବୟସର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କହିଛନ୍ତି। ଏହି ଫିଲ୍ମ ଦର୍ଶକଙ୍କୁ ବିଜ୍ଞାନ ପ୍ରତି ଯେତିକି ଅନୁପ୍ରେରିତ…

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ନିର୍ବାଚନ ପରେ ଅଗଷ୍ଟ ୯ରେ ଭୋଟଗଣତି କରାଯିବ ବୋଲି ଆୟୋଗ ଦର୍ଶାଇଛନ୍ତି। ଆଚରଣବିଧି…

ବ୍ରିଟେନ କବ୍‌ଜାରେ ଇରାନର ‘ଗ୍ରେସ୍‌ ୧’

ମାଦ୍ରିଦ୍‌,୫।୭ (ପି.ଟି.):ୟୁରୋପୀୟ ସଂଘ (ଇୟୁ) ଦ୍ୱାରା ଜାରି କଟକଣା ଉଲ୍ଳଂଘନ କରିବା ଅଭିଯୋଗରେ ଇରାନର ଏକ ବିଶାଳ ତୈଳ ଜାହାଜ ଜିବ୍ରାଲ୍‌ଟରରେ ଧରାପଡ଼ିଛି। ଗ୍ରେସ୍‌ ୧ ନାମକ ଏହି ସୁପରଟ୍ୟାଙ୍କର ୨୦ ଲକ୍ଷ ବ୍ୟାରେଲ୍‌ ଅଶୋଧିତ ତୈଳ ପରିବହନ କରି ସିରିଆକୁ…

ରାସ୍ତା କାଦୁଅ ପଚପଚ, ବାଟରେ ଅଟକିଲା ଆମ୍ବୁଲାନ୍ସ

ଝରିଗାଁ, ୫।୭(ସ୍ବ.ପ୍ର.) : ସାମାନ୍ୟ ବର୍ଷାରେ ରାସ୍ତା କାଦୁଅରେ ପଚପଚ। ଜରୁରିକାଳୀନ ରୋଗୀ, ଗର୍ଭବତୀଙ୍କୁ ଆଣିବା ପାଇଁ ଗାଁରେ ପହଞ୍ଚିପାରୁନି ଆମ୍ବୁଲାନ୍ସ। ଅଧା ବାଟରେ ଅଟକି ରହୁଛି। ପ୍ରସୂତିଙ୍କୁ ପ୍ରସବ ପାଇଁ ଡାକ୍ତରଖାନା ନେବା ଲାଗି ସମ୍ପର୍କୀୟମାନେ ଗାଁରୁ ଖଟିଆରେ ବୋହି…

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ ପରିଚୟପତ୍ର ଭାବେ ବ୍ୟବହାର କରିବା ନିମନ୍ତେ ଆଇନଗତ ସ୍ବୀକୃତି ଦେବା ଲାଗି କେନ୍ଦ୍ର ସରକାର…

୩୫୮ ଖଣି ଲିଜ୍‌ ବାତିଲ ଆବେଦନ:କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୭(ପି.ଟି.):ସାନି ମୂଲ୍ୟାୟନ କରା ନ ଯାଇ ଦେଶରେ ୩୫୮ରୁ ଅଧିକ ଲୁହାପଥର ଖଣି ବିଭିନ୍ନ କମ୍ପାନୀକୁ ଆବଣ୍ଟନ କରାଯିବା ଅଥବା ଲିଜ୍‌ ମିଆଦ ବୃଦ୍ଧି କିମ୍ବା ବଳବତ୍ତର ରଖାଯାଇଥିବାରୁ ସେଗୁଡ଼ିକୁ କାହିଁକି ବାତିଲ କରା ନ ଯିବ ୪ ସପ୍ତାହ ମଧ୍ୟରେ…

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ ବୋଲି କହିଛନ୍ତି। କୋର୍ଟ ସେମାନଙ୍କୁ ଜାମିନ ମଞ୍ଜୁର କରିଛନ୍ତି। ତେବେ ସେମାନଙ୍କ ମାମଲାର ବିଚାର…

ହାଫିଜ୍‌ଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ ପାକିସ୍ତାନ:ଭୟରେ ଭୁଆଁ

ଲାହୋର/ନୂଆଦିଲ୍ଲୀ,୫।୭(ପି.ଟି.):ଭାରତର କୂଟନୀତି ଓ ଅନ୍ତର୍ଜାତୀୟ ସମୁଦାୟର ଚାପ ଆଗରେ ମୁଣ୍ଡ ନୁଆଁଇ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍‌ ସୟିଦ୍‌ଙ୍କ ସମେତ ତାଙ୍କର ୧୨ ସହଯୋଗୀଙ୍କ ବିରୋଧରେ ମାମଲା ରୁଜୁ କରିଛି ପାକିସ୍ତାନ। ଆତଙ୍କବାଦ ପାଇଁ ପାଣ୍ଠି ଯୋଗାଣ ମାମଲାରେ ପଞ୍ଜାବ…

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୪।୭(ଡି.ଏନ୍‌.ଏ.) : ହିନ୍ଦୋଳ ବନାଞ୍ଚଳ ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ୨ମାସ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ହାତୀ…

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌…

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ, ଭ୍ୟାନିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?