Home Left

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁୁବନେଶ୍ୱର, ୫।୭(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଯୁକ୍ତ୨ ସାଇନ୍ସ କଲେଜ ହଷ୍ଟେଲରେ ଜଣେ ଛାତ୍ରଙ୍କ ମୃତଦେହ ବୁଧବାର ସନ୍ଦେହଜନକ ଅବସ୍ଥାରେ ମିଳିଥିଲା। ମୃତ ଛାତ୍ର ଜଣକ ହେଲେ ଭଦ୍ରକ ଭଣ୍ଡାରିପୋଖରୀ ଅଞ୍ଚଳର ରଞ୍ଜିତ ରାଉତ(୧୮)। ତାଙ୍କୁ…

ରଥ ଚକାତଳେ ଗଲା ବାଳକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୭ : ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଗୁରୁବାର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚିଆଙ୍ଗ ସାହି ଅକ୍ଷୟ ପାତ୍ରଙ୍କ ପୁଅ ସୁନିଲ (୭)।…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା…

ଅଗଷ୍ଟ ୮ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୫।୭(ବ୍ୟୁରୋ) : ଆସନ୍ତା ଅଗଷ୍ଟ ୮ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କର ପାଠ ପଢା ଆରମ୍ଭ ହେବ। ଏ ନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପୁଣି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ…

ଓଲା ଡ୍ରାଇଭରଙ୍କୁ ଆକ୍ରମଣ, କାର, ଅଫିସ ଭଙ୍ଗାରୁଜା ଘଟଣା : ଜେଲଗଲେ ୧୫ ଅଭିଯୁକ୍ତ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ପୋଲିସ ଉପସ୍ଥିତିରେ ଓଲା କାର୍ଯ୍ୟାଳୟରେ ଭଙ୍ଗା ରୁଜା, ଓଲା ଡ୍ରାଇଭରଙ୍କୁ ଅଟକାଇ ମାଡ ମାରିବା ସହ ଗାଡି ଭାଙ୍ଗାରୁଜା ଘଟଣାରେ ପୋଲିସ ସଂପୃକ୍ତ ୧୫ଜଣଙ୍କୁ ଗିରଫ କରିଛି। ଶହୀଦନଗର ଥାନା ପୋଲିସ ସେମାନଙ୍କୁ ଗୁରୁବାର କୋର୍ଟଚାଲାଣ କରିଥିବାବେଳେ…

୬ରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୫।୭: ଆସନ୍ତା ୬ତାରିଖରେ ଗର୍ଭଗୃହ ଯାଞ୍ଚ କରାଯିବ। ଏଥିପାଇଁ ଶୁକ୍ରବାର ଗର୍ଭଗୃହରେ ଭାରା ବନ୍ଧାଯିବ। ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର କମିଟି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ଇଞ୍ଜିନିୟର, ପୂର୍ତ୍ତ ବିଭାଗ ଏବଂ ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ ଗର୍ଭଗୃହ ଅନୁଧ୍ୟାନ…

କୋହଲି ଜଣେ ରନ୍‌ ମେଶିନ: ଲାରା

ନଭି ମୁମ୍ବାଇ, ୫।୭(ପି.ଟି.)- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଗୁରୁବାର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଜଣେ ରନ୍‌ ମେଶିନ ବୋଲି ଆଖ୍ୟା ଦେଇଛନ୍ତି। ସେହିଭଳି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଲାରାଙ୍କ ଫେଭରାଇଟ୍‌…

ଗେଲ୍‌ଙ୍କ ବିଶ୍ୱକପ ଅଭିଯାନ ଶେଷ

ଲୀଡ୍ସ, ୫।୭-ଓ୍ବେଷ୍ଟଇଣ୍ଡିଜ ଓପନର କ୍ରିସ ଗେଲ୍‌ଙ୍କ ବିଶ୍ୱକପ ଅଭିଯାନ ନୈରାଶ୍ୟର ସହ ଶେଷ ହୋଇଛି। ପ୍ରତିଯୋଗିତାରେ ଆଶାନୁରୂପ ପ୍ରଦର୍ଶନ କରି ନ ପାରି ଓ୍ବେଷ୍ଟଇଣ୍ଡିଜ ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଛି। ଫଳରେ ଏହି ମେଗା ଇଭେଣ୍ଟରେ ବିସ୍ଫୋରକ ଓପନରଙ୍କ ଖେଳ ମଧ୍ୟ…

ଆଇସିସି ବିଶ୍ୱକପ୍‌: ଅସମ୍ଭବ ଫଳାଫଳ ଲକ୍ଷ୍ୟରେ ପାକିସ୍ତାନ

ଲଣ୍ଡନ,୫।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ ଭେଟିବାକୁ ଯାଉଛି। ସେମିଫାଇନାଲରେ ପହଞ୍ଚିବା ପାକିସ୍ତାନ ପାଇଁ ଏକପ୍ରକାର ଅସମ୍ଭବ ମନେହେଉଛି। ସେମିଫାଇନାଲକୁ ଉଠିବା ପାକିସ୍ତାନ ପାଇଁ ଏବେ କେବଳ ମାତ୍ର ଏକ…

ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ;ଜିଡିପି ୭% ରହିବା ସମ୍ଭାବନା

ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରିବେ। ଏହାର ଦିନକ ପୂର୍ବରୁ ପରମ୍ପରା ଅନୁଯାୟୀ ଗୁରୁବାର ସେ ସଂସଦରେ ୨୦୧୮-୧୯ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି. ସୁବ୍ରମଣ୍ୟନଙ୍କ ଦ୍ୱାରା…

ଅର୍ଥନୈତିକ ସର୍ଭେ ରିପୋର୍ଟ;୫ ଲକ୍ଷ କୋଟି ଡଲାର ଅର୍ଥନୀତିର ସ୍ବପ୍ନ

ନୂଆଦିଲ୍ଲୀ,୫-୭: ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮-୧୯ ଅର୍ଥନୈତିକ ସର୍ଭେ ରିପୋର୍ଟ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି। ଦେଶକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ନିଯୁକ୍ତି, ବିକାଶ, ନିବେଶ ବୃଦ୍ଧି…

ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରୁ ଦୂରେଇ ରହିବା ପାଇଁ ଦିନରେ ୩ ଥର ପିଅନ୍ତୁ ଏହାକୁ…

ନିୟମିତ ଗ୍ରୀନ୍‌ ଟି ପିଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଦିନକୁ ୩ ଥର ଗ୍ରୀନ୍‌ ଟି ପିଇବା ଦ୍ୱାରା ପୁରୁଷମାନଙ୍କଠାରେ ଦେଖା ଦେଉଥିବା ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦୂର ହୋଇଥାଏ ା ଇଟାଲୀର ମିଲାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?