Home Left

ହିଞ୍ଜିଳିକାଟୁରେ ଟଣାହେଲା ରଥ

ହିଞ୍ଜିଳିକାଟୁ,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ରଥଟଣା ଯାଇଛି। ହୁଳହୁଳି, ଶଙ୍ଖଧ୍ୱନି, ହରିବୋଲ ଶବ୍ଦରେ ସହର ପ୍ରକମ୍ପିତ ହୋଇ ଉଠିଥିଲା। ହିଞ୍ଜିଳିକାଟୁ ରାଜବାଟୀ ନୃସିଂହ ମନ୍ଦିରରେ ପୂଜିତ ଦଧିବାମନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ…

କୁନିରଥରେ ବଡ଼ଠାକୁର

ବଅଁରପାଳ,୪ା୭(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଗୋତମରା ବିଶନାଥପୁରଠାରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସାହିର ବିକାଶ ବେହେରାଙ୍କ ଘରୁ ରଥ ବାହାରି ନଗର ପରିକ୍ରମା କରିବା ପରେ କୁନିକୁନି ପିଲାମାନେ ରଥକୁ ଟାଣିଟାଣି ନେଇ ମାଉସୀମା’ମନ୍ଦିରରେ ପହଞ୍ଚାଇଥିଲେ। କୁନିରଥରେ…

ଡାକ୍ତରଙ୍କୁ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଉ: ହେମା

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟ୍‌ ଶୁକ୍ରବାର ଉପସ୍ଥାପିତ ହେବ। ହେଲେ ଗୁରୁବାର ମଥୁରାର ଭାଜପା ଏମ୍‌ପି ତଥା ବଲିଉଡ୍‌ ଅଭିନେତ୍ରୀ ହେମା ମାଳିନୀ ଦେଶରେ କାର୍ଯ୍ୟରତ ଡାକ୍ତରଙ୍କ ସୁରକ୍ଷା କଥା ଉଠାଇଛନ୍ତି। ସେ କହିଛନ୍ତି…

ହାତୀପଲ ଗାଁମୁହାଁ, ଗ୍ରାମବାସୀ ଭୟଭୀତ

ସଜନାଗଡ଼,୪ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡିହା ଅଭୟାରଣ୍ୟର ହାତୀପଲ ଗାଁମୁହାଁ ହୋଇଥିବାବେଳେ ସ୍ଥାନୀୟ ବାସିନ୍ଦାଙ୍କ ନିଦ ହଜିଯାଇଛି। ଅଭୟାରଣ୍ୟ ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୫ଟି ହାତୀ ଆତଙ୍କ ଖେଳାଇ ଚାଲିଛନ୍ତି। ଏହି ଜଙ୍ଗଲକୁ ଲାଗି ରହିଥିବା…

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ। ଏହି ଘଟଣା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ…

ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ – ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ ଗୁରୁବାର ବ୍ରହ୍ମପୁର ଗେଟ୍‌ବଜାର ନିକଟସ୍ଥ ସଂଘ କାର୍ଯ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ…

ଡିଏମ୍‌କେ ଯୁବଶାଖାର ସମ୍ପାଦକ ହେଲେ ଷ୍ଟାଲିନଙ୍କ ପୁଅ ଉଦୟନିଧି

ଚେନ୍ନାଇ,୪।୭: ଡିଏମ୍‌କେ ମୁଖ୍ୟ ଏମ୍‌ କେ ଷ୍ଟାଲିନଙ୍କ ପୁଅ ତଥା ଅଭିନେତା ଉଦୟନିଧି ଡିଏମ୍‌କେର ଯୁବଶାଖା ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ୪୨ ବର୍ଷୀୟ ଉଦୟନିଧି ହେଉଛନ୍ତି କରୁଣାନିଧିଙ୍କ ପରିବାରର ୪ର୍ଥ ସଦସ୍ୟ ଯେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦଖଲ…

ଚାଇନାରେ ଘୂର୍ଣ୍ଣିବାୟୁର ତାଣ୍ଡବ: ୬ ମୃତ ଶତାଧିକ ଆହତ

ବେଜିଂ,୪।୭: ଚାଇନାର ଉତ୍ତର ପୂର୍ବରେ ଥିବା ଲିଓନଇଙ୍ଗ ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଘୂର୍ଣ୍ଣିବାୟୁରେ ୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୧୯୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ସମୟ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟରେ…

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ।…

ମାନବ ମସ୍ତିଷ୍କ କୋଷିକା ପ୍ରତିରୋପଣ କରି ମାଙ୍କଡ଼କୁ କରାଯିବ ବୁଦ୍ଧିଆ: ଚାଇନାରେ ହେଉଛି ଗବେଷଣା

ବେଜିଂ,୪।୭: ମାନବ ମସ୍ତିଷ୍କ କୋଷିକା ମାଙ୍କଡ଼ଠାରେ ପ୍ରତିରୋପଣ କରାଯାଇ ଏହାକୁ ବୁଦ୍ଧିଆ କରାଯିବ। ଏନେଇ ଚାଇନାରେ ଗବେଷକମାନେ ନାନା ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି। ମାଙ୍କଡ଼ଠାରେ ସଫଳତା ମିଳିଲେ ପରବର୍ତ୍ତୀ ସମୟରେ ଏହାକୁ କୁକୁର ସମେତ ଅନ୍ୟ ପ୍ରାଣୀଙ୍କଠାରେ ପ୍ରୟୋଗ କରାଯିବାର ଯୋଜନା…

ମୁଁ ଜନ୍ମରୁ ମୁସଲମାନ, ଆଗକୁ ବି ରହିବି: ନୁଶରତ୍‌ ଜହାଁ

କୋଲକତା, ୪।୭: ପଶ୍ଚିମବଙ୍ଗର ବସିରହାଟରୁ ନବନିର୍ବାଚିତ ତୃଣମୂଳ ସାଂସଦ ନୁଶରତ୍‌ ଜହାଁ ନିକଟରେ କୋଲକାତାର ଜଣେ ବ୍ୟବସାୟୀ ନିଖିଲ ଜୈନଙ୍କୁ ବିବାହ କରିଥିଲେ। ବିହାହ ପରେ ମଥାରେ ସିନ୍ଦୁର ଏବଂ ଗଳାରେ ମଙ୍ଗଳ ସୁତ୍ର ପିନ୍ଧି ସେ ସଂସଦକୁ ଶପଥ ନେବାକୁ…

ରଥଟାଣି ପୁଣି ବିବାଦରେ ନୁସରତ

କୋଲକାତା,୪।୭: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଗୁରୁବାର ଶ୍ରୀଗୁଣ୍ଡିଚା ଅବସରରେ ସେ କୋଲକତାରେ ଆୟୋଜିତ ରଥଯାତ୍ରା ଉତ୍ସବରେ ମୁଖ୍ୟ ଅତିଥି ହୋଇଛନ୍ତି। କେବଳ ସେତିକି ନୁହେଁ ମଥାରେ ସିନ୍ଦୁର ପିନ୍ଧି ଓଢଣା ଦେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?