Home Left

ବିଦେଶୀଙ୍କ ଗୀତଗୋବିନ୍ଦ: ଆବୃତ୍ତି ତାଜୁବ କରିଥିଲା

୦୦୩ ମସିହା କଥା। ଜର୍ମାନୀର ହାନୋଭର ସହରରେ ଇଣ୍ଡିଆନ ଏକ୍ସପୋ ଭାବେ ଗୋଟେ ବିଶାଳ କାର୍ଯ୍ୟକ୍ରମ ହେଉଥାଏ। ସକାଳ ୧୦ଟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲେ। ସେଠାରେ ଦିନ ୧୧.୩୦ରୁ ମଧ୍ୟାହ୍ନ ୧.୩୦ ଓ ସନ୍ଧ୍ୟାରେ ୫.୩୦ରୁ ୭.୩୦…

ଜଗନ୍ନାଥଙ୍କ କରୁଣା ଭିକ୍ଷା କଲେ ଗୁଜରାଟ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ,୪।୭: ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ଗୁରୁବାର ଅହମ୍ମଦାବାଦରେ ଥିବା ଜଗନ୍ନାଥ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀଗୁଣ୍ଡିଚା ଅବସରରେ ସେଠାରେ ଟଣା ଯାଉଥିବା ରଥରେ ଶ୍ରୀଜିଉ ବିଜେ କରିବା ପୂର୍ବରୁ ରୂପାନି ଛେରା ପହଁରା କରିବେ। ପବିତ୍ର ରଥଯାତ୍ରା ଅବସରରେ…

ଲେମନ ଗାର୍ଲିକ ଫିଶ୍‌

ସୁଲଭ ଦରରେ ସୁସ୍ବାଦୁ ଖାଦ୍ୟ ପାଇଁ ରେଶମ ସହର ବ୍ରହ୍ମପୁର ବେଶ୍‌ ପରିଚିତ। ତେଣୁ ରାଜ୍ୟ ତଥା ବାହାରୁ ଗଞ୍ଜାମ ଜିଲାକୁ ଆସୁଥିବା ପର୍ଯ୍ୟଟକମାନେ ସହରର ବିଭିନ୍ନ ରେଷ୍ଟୁରାଣ୍ଟରେ ଖାଇବାକୁ ପସନ୍ଦ କରିଥାନ୍ତି। ଗ୍ରାହକଙ୍କ ଚାହିଦା ଅନୁଯାୟୀ ସହରରେ ରହିଥିବା ରେଷ୍ଟୁରାଣ୍ଟଗୁଡିକ…

କମ୍‌ ମାର୍କ ପାଇଁ ମାଟ୍ରିକ ବେଷ୍ଟଟେନ୍‌ରୁ ବଞ୍ଚତ୍ତ ହୋଇଥିଲି

ଭେଡ଼େନ ବିଡିଓ ମୁରଲୀଧର ନାୟକ। ଜଣେ ଆଶୁକବି। ବିଭିନ୍ନ ସଭାସମିତିରେ ସୁନ୍ଦର କବିତା, ଗୀତ ମାଧ୍ୟମରେ ନିଜର ବକ୍ତବ୍ୟ ରଖୁଥିବା ମୁରଲୀଧରଙ୍କ ଜନ୍ମ ଅନୁଗୋଳ ଜିଲା କଣିହା ବ୍ଲକ ଅନ୍ତର୍ଗତ ରେଙ୍ଗାଲି ଡ଼୍ୟାମ ନିକଟସ୍ଥ ସୁଶୁବା ଗ୍ରାମରେ। ଗାଁ ସ୍କୁଲରେ ପ୍ରାଥମିକ…

ଅହମ୍ମଦାବାଦ୍‌ରେ ୧୪୨ତମ ରଥାଯାତ୍ରା: ଶାହ କଲେ ମଙ୍ଗଳ ଆରତି

ଅହମ୍ମଦାବାଦ୍‌,୪।୭: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଗୁଜରାଟ ରାଜଧାନୀ ଅହମ୍ମଦାବାଦ୍‌ ଚଳଚଞ୍ଚଳ ହୋଇଉଠିଛି। ଏଠାରେ ଚଳିତ ବର୍ଷ ୧୪୨ତମ ରଥଯାତ୍ରା ପାଳିତ ହେଉଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିଜ ପରିବାର ସଦସ୍ୟଙ୍କ ସହିତ ଗୁରୁବାର ଭୋର୍‌ ୪ଟାରେ…

ଛେରା ପହଁରା କରନ୍ତି ଗାଁ ମୁଖିଆ

ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲାଉଥିବା କୋରାପୁଟ ସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ପାଳିତ ହେଉଥିବା ରଥଯାତ୍ରାର ସ୍ବତନ୍ତ୍ରତା ରହିଛି । ଏହି ରଥଯାତ୍ରାରେ ଆଦିବାସୀ ସଂସ୍କୃତିର ମହାମିଳନ ଦେଖିବାକୁ ମିଳେ, ଯେଉଁଠି ଗ୍ରାମ ମୁଖିଆ ତଥା ନାୟକଙ୍କୁ ରାଜାର ସମ୍ମାନ ଦିଆଯାଇଥାଏ ।…

ଦୀର୍ଘତମ ରଥପଥ ଛତିଆ ରଥଦାଣ୍ଡ: ୧୧ କି.ମି. ଗଡ଼ି ଚାଲେ ମହାପ୍ରଭୁଙ୍କ ରଥ

ତୀୟ ଶ୍ରୀକ୍ଷେତ୍ରଭାବେ ପରିଚିତ ଛତିଆଠାରେ ହେଉଥିବା ମହାପ୍ରଭୁଙ୍କ ରଥଯାତ୍ରା ଏକ ସ୍ବତନ୍ତ୍ରତା ବହନ କରେ। ଛତିଆଠାରେ ଥିବା ରଥଦାଣ୍ଡ ଦେଶର ଦୀର୍ଘତମ ରଥଦାଣ୍ଡର ଆଖ୍ୟା ବହନ କରେ। ୧୧ କି.ମି. ପର୍ଯ୍ୟନ୍ତ ରଥ ଚାଲୁଥିବାରୁ ଏହାକୁ ଦେଖିବା ପାଇଁ ଭକ୍ତଙ୍କ ମଧ୍ୟରେ…

ରାହୁଲଙ୍କୁ ପ୍ରଶଂସା କଲେ ଭଉଣୀ ପ୍ରିୟଙ୍କା

ନୂଆଦିଲ୍ଲୀ,୪।୭: ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସ ମହାସଚିବ ତଥା ରାହୁଲଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କୁ ପ୍ରଶଂସା କରି କହିଛନ୍ତି ତାଙ୍କ ଭାଇ ରାହୁଲ ହେଉଛନ୍ତି ସାହସୀ। କାରଣ ଖୁବ୍‌ କମ୍‌ ଲୋକଙ୍କ…

୩୭ଥର ବାହାରଯାତ୍ରା କରନ୍ତି ଶ୍ରୀଦେବୀ ଓ ଭୂଦେବୀ

ଶ୍ରୀମନ୍ଦିର ରତ୍ନବେଦୀରେ ଉପାସିତ ହେଉଛନ୍ତି ଶ୍ରୀଦେବୀ ଓ ଭୂଦେବୀ। ଶ୍ରୀଜଗନ୍ନାଥଙ୍କ ଉପାସନାରେ ତାଙ୍କର ଭୂମିକା ଗୁରୁତ୍ୱଲାଭ କରିଛି। ମହାପ୍ରଭୁଙ୍କ ବାମପଟେ ଶ୍ରୀଦେବୀ ଓ ଡାହାଣପଟେ ଭୂଦେବୀ ବିଜେ କରିଛନ୍ତି। ରତ୍ନସିଂହାସନରେ ବିଜେ କରିଥିବା ଶ୍ରୀମାଧବ ଶାରଦୀୟ ଦୁର୍ଗାପୂଜା ଅବସରରେ ମହାପ୍ରଭୁଙ୍କ ଅନୁମତି…

ପ୍ରଭୁଙ୍କର ପ୍ରିୟ ଅରୁଆ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କର ଉପାସନା ପ୍ରଚଳିତ। ଏହା ମଧ୍ୟ ଆମର ସନାତନ ପରମ୍ପରା ସ୍ବୀକୃତ। ଓଡିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକଜୀବନରେ…

ଶୟନ କଲେ ହରି

ସନାତନ ପରମ୍ପରାରେ ସୁନାବେଶ ଦିନ ଅର୍ଦ୍ଧରାତ୍ରରୁ ଚତୁର୍ମାସ୍ୟା ଆରମ୍ଭ ହୁଏ। ଏହିଦିନ ଠାରୁ ମହାପ୍ରଭୁ ଶୟନ ଯାଇଥାନ୍ତି। ଏହାକୁ ହରିଶୟନ ଏକାଦଶୀ କୁହାଯାଏ। ଚାରି ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ଠାକୁରଙ୍କର ଏହି ଶୟନ କାଳରେ ବାନପ୍ରସ୍ତ, ଋଷି, ମୁନି,…

ଭାଇ ଭଉଣୀଙ୍କ ସହ ନନ୍ଦିଘୋଷରେ ଯାଆନ୍ତି ଜଗନ୍ନାଥ

ଶ୍ରୀଜଗନ୍ନାଥ ସଂସ୍କୃତିରେ ଆଦିବାସୀ ସଂସ୍କୃତିର ରହିଛି ନିବିଡ ସମ୍ପର୍କ । ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ଘୋଷଯାତ୍ରାରେ ଆଦିବାସୀ ପରମ୍ପରା ଓ ସଂସ୍କୃତିର ଛାପ ପ୍ରତିଫଳିତ ହୋଇଥାଏ । ବିଭିନ୍ନ ସଙ୍ଗଠନ ପକ୍ଷରୁ ବିଶ୍ୱର ସର୍ବୋଚ୍ଚ ରଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?