Home Left

୬ ଯାଏ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ଯାଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବାର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଁ ଭାଁ…

ପୋଲିସ ଗୁଳି ଫେଲ୍‌

ଗଞ୍ଜାମ ଜିଲାରେ ଅପରାଧ କମୁନି। ବ୍ରହ୍ମପୁର ଏବଂ ଗଞ୍ଜାମ ଦୁଇଟି ପୋଲିସ ଜିଲାରେ ଦୁଇଜଣ ଏସ୍‌ପି ଏବଂ ମାଳମାଳ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରାଟ ଟିମ୍‌ ଥିବା ସତ୍ତ୍ୱେ ଆପରାଧିକ କାର୍ଯ୍ୟକଳାପ ବଢ଼ୁଛି। କମ୍‌ ବୟସର ଯୁବକମାନେ ଅପରାଧ ଦୁନିଆରେ ପାଦ…

ଖୁବ୍‌ଶୀଘ୍ର କଂଗ୍ରେସରେ ଆମୂଳଚୂଳ ପରିବର୍ତ୍ତନ

ଭୁବନେଶ୍ୱର, ୪ା୭(ବ୍ୟୁରୋ): ରାଜ୍ୟ କଂଗ୍ରେସର ସାଙ୍ଗଠନିକ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରାଯିବ। ତୃଣମୂଳସ୍ତରରୁ କଂଗ୍ରେସକୁ ପୁଣିଥରେ ମଜଭୁତ କରିବାକୁ ଉଦ୍ୟମ କରାଯିବ। ସଙ୍ଗଠନରେ ନୂଆ ଲୋକଙ୍କୁ ସୁଯୋଗ ଦିଆଯାଇ ଦଳକୁ ମଜଭୁତ କରିବା ପାଇଁ ଚେଷ୍ଟା କରାଯିବ ବୋଲି କଂଗ୍ରେସ ରାଜ୍ୟ…

ରୁଷିଆ ଶକ୍ତିମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା: ତୈଳ, ବାଷ୍ପ କ୍ଷେତ୍ରରେ ନିବେଶ ଲାଗି କମ୍ପାନୀଙ୍କୁ ଆହ୍ବାନ

ଭୁବନେଶ୍ୱର,୪ା୭: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରୁଷିଆ ଶକ୍ତିମନ୍ତ୍ରୀ ଆଲେକଜାଣ୍ଡାର ନୋଭାକଙ୍କ ସହ ଟେଲିଫୋନ ଯୋଗେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଶକ୍ତି କ୍ଷେତ୍ରରେ ଭାରତ-ରୁଷିଆ ସମ୍ପର୍କ ଦୃଢୀକରଣ, ଷ୍ଟ୍ରାଟେଜିକ୍‌ ସହଭାଗିତା ଏବଂ ହାଇଡ୍ରୋକାର୍ବନ କ୍ଷେତ୍ରକୁ ଦୁଇ…

ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପଦ୍ମ ପୁରସ୍କାର ଆବେଦନ

ଭୁବନେଶ୍ୱର,୪ା୭(ବ୍ୟୁରୋ): ପଦ୍ମ ପୁରସ୍କାର-୨୦୨୦ ପାଇଁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ ଗ୍ରହଣ କରାଯିବ। ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଁ ଅନ୍‌ଲାଇନ ଆବେଦନ ଗତ ମେ’ ୧ ରୁ ଆରମ୍ଭ ହୋଇଛି। ଏଥିପାଇଁ ରହିଥିବା ସ୍ବତନ୍ତ୍ର ପୋର୍ଟାଲ https://padmaawards.gov.inରେ ଆବେଦନ ଗ୍ରହଣ କରାଯିବ।…

ଯନ୍ତାରେ ପଡ଼ିଲା ଉତ୍ପାତ କରୁଥିବା ହନୁ

ବାରଙ୍ଗ,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଅନ୍ଧାରୁଆ ଜଗନ୍ନାଥପ୍ରସାଦ ଗ୍ରାମରେ ଗତ ୨ମାସ ହେବ ଉତ୍ପାତ ସୃଷ୍ଟିକରୁଥିବା ଏକ ଲାଞ୍ଜଖଣ୍ଡି ହନୁମାଙ୍କଡ ବୁଧବାର ଧରାପଡିଛି। ବିସ୍କୁଟ ଖାଇବାକୁ ଆସି ଯନ୍ତାରେ ପଡିଯାଇଛି। ଗତ ୨ମାସ ମଧ୍ୟରେ ଏହି ହନୁ ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ…

ହାଇକୋର୍ଟରେ ଜଜ୍‌ ଚୟନ ବିବାଦ: ୧୨ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ

କଟକ ଅଫିସ, ୪ା୭: ଜୁନ୍‌ ୧୭ରୁ ହାଇକୋର୍ଟ ବାର୍‌ ଆସୋସିଏଶନ ଆନ୍ଦୋଳନ ଚଳାଇଛି। ଆନ୍ଦୋଳନ ସ୍ବରୂପ ଓକିଲମାନେ ହାଇକୋର୍ଟର ନିର୍ଦ୍ଦିଷ୍ଟ କେତୋଟି କୋର୍ଟଙ୍କୁ ବର୍ଜନ କରି ଆସୁଛନ୍ତି। ଏହି ବର୍ଜନ କାର୍ଯ୍ୟ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଜୁଲାଇ…

‘ଖାନ୍‌ଦାନି ଶାଫାଖାନା’ରେ ସାମାଜିକ ଅଙ୍ଗିକାରବଦ୍ଧତା ରହିଛି: ସୋନାକ୍ଷୀ

ନୂଆଦିଲ୍ଲୀ: ସମାଜରେ ସେକ୍ସ ଏକ ନିଷିଦ୍ଧ ବିଷୟବସ୍ତୁ ହୋଇ ରହିଛି। ସେ ସମ୍ପର୍କରେ ଆଗାମୀ ଫିଲ୍ମ ‘ଖାନ୍‌ଦାନି ଶାଫାଖାନା’ ଲୋକଙ୍କ ମନରେ ପରିବର୍ତ୍ତନ ଆଣିବ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ଶିଳ୍ପୀ ଦାସଗୁପ୍ତାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ଜଣେ…

ଏସ୍‌ସିବିରେ ରୋଗୀଙ୍କୁ ଦିଆଗଲାନି: ୪୨ ପ୍ରକାର ଔଷଧ ହେବ ଏକ୍ସପାଏରି

କଟକ ଅଫିସ, ୪ା୭: ଏସ୍‌ସିବି ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଏକ୍ସପାଏରି ଔଷଧ ଦିଆଯିବାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ଗତ ୩ ଦିନ ମଧ୍ୟରେ ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ୨ ଜଣ ରୋଗୀଙ୍କୁ ଏକ୍ସପାଏରି ମେଡିସିନ ଦିଆଯାଇଥିବା ଘଟଣା ନଜରକୁ ଆସିଥିଲା।…

ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା: ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି

କଟକ ଅଫିସ, ୪ା୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗତ ସାଧାରଣ ନିର୍ବାଚନ ସମୟରେ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତଥ୍ୟ ଲୁଚାଇଥିବା ଅଭିଯୋଗ କରି ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ…

ମଦ ବୋତଲରେ ଗାନ୍ଧିଜୀଙ୍କ ଛବି

ଜେରୁଜେଲମ୍‌,୪ା୭(ପି.ଟି.): ଇସ୍ରାଏଲ୍‌ର ୭୧ତମ ସ୍ବାଧୀନତାର ସ୍ମାରକୀ ସ୍ବରୂପ ସ୍ଥାନୀୟ ଏକ କମ୍ପାନୀ ଏହାର ମଦବୋତଲରେ ମହାତ୍ମା ଗାନ୍ଧୀଙ୍କ ଛବି ରଖି ବିବାଦୀୟ ହୋଇପଡ଼ିଛି। ଏହାଦ୍ୱାରା ଭାରତ ସରକାର ତଥା ଭାରତୀୟଙ୍କ ଭାବାବେଗକୁ ଆଘାତ ଦେଇଥିବାରୁ ସମ୍ପୃକ୍ତ କମ୍ପାନୀ କ୍ଷମାପ୍ରାର୍ଥନା କରିଛି। ରାଜ୍ୟ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି। ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?