Home Left

ବାଂଲାଦେଶକୁ ୩୧୬ ରନରେ ହରାଇଲେ ସେମିରେ ପହଞ୍ଚିବ ପାକିସ୍ତାନ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୪।୭- ବିଶ୍ୱକପ୍‌ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି। ଇଂଲଣ୍ଡର ଏହି ବିଜୟ ଏବେ ପାକିସ୍ତାନର ସେମିଫାଇନାଲ ଖେଳିବା ଆଶାକୁ ଏକପ୍ରକାର ମଉଳାଇ…

ଛୁଟି ସରିଲା, ମରାମତି ହେଲାନି ସ୍କୁଲ : ଛାତ୍ରାବାସ ଶୟନ କକ୍ଷରେ ପାଠପଢ଼ା

ବଇଣ୍ଡା, ୪।୭- ଜୁନ ୬ ତାରିଖ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାପୀଠ। ସ୍କୁଲର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ ପବନରେ ଉଡିଯିବା ସହ ଭାଙ୍ଗି ରୁଜି ଯାଇଥିଲା। ଇତି ମଧ୍ୟରେ ଖରାଛୁଟି ସରି ସ୍କୁଲ…

ମହାନଦୀ ମାଳବନ୍ଧର ସୁରକ୍ଷା:ପଥର ପ୍ୟାକିଂରେ ବ୍ୟବହାର ହେଉଛି ଛୋଟ ପଥର; ପ୍ରଥମ ବନ୍ୟାରେ ଭାସିଯିବା ଆଶଙ୍କା

ଖଣ୍ଡପଡା,୪ା୭ (ସ୍ବ.ପ୍ର.): କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି। ଏଥିଲାଗି ଗତ ଜାନୁୟାରୀରୁ ପଥର ପ୍ୟାକିଂ କାମ ଆରମ୍ଭ ହୋଇଛି । ନାବାର୍ଡ…

ଓ୍ବିମ୍ବେଲଡନ ଓପନ ଟେନିସ: ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟିକଲେ ଓପେଲ୍‌କା

ଲଣ୍ଡନ, ୪।୭(ଏଏଫପି)- ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ଷ୍ଟାନ୍‌ ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ରିଲି ଓପେଲ୍‌କା। ୩ ଥର କ୍ୱାର୍ଟର ଫାଇନାଲିଷ୍ଟ ୩୪ ବର୍ଷୀୟ ଓ୍ବାରିଙ୍କାଙ୍କୁ ୬ ଫୁଟ ୧୧ ଇଞ୍ଚ୍‌ ଉଚ୍ଚତା ବିଶିଷ୍ଟ…

ଶ୍ରୀମନ୍ଦିରରୁ ମା’ ନାରାୟଣୀ ପୀଠକୁ ଆସିଲା ମହାପ୍ରସାଦ ଓ ଶାଢ଼ି

ଖଣ୍ଡପଡା,୪ା୭ (ସ୍ବ.ପ୍ର.): ଘୋଷଯାତ୍ରା ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ରାଜ୍ୟର ସମସ୍ତ ଜିଲାରେ ଥିବା ବିଭିନ୍ନ ଶକ୍ତିପୀଠକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଜୀଉଙ୍କ ଲାଗିମାଳ, ମହାପ୍ରସାଦ ଓ ଲାଗି ଶାଢି ଦେବୀମାନଙ୍କ ଉଦ୍ଦେଶ୍ୟରେ ଅର୍ପଣ କରାଯାଇଛି। ନୟାଗଡ଼ ଜିଲାର ୬ଟି…

ଏକ ଟଙ୍କାରେ ମିଳିବ ଗୋଟିଏ ଚାରା

ବ୍ରହ୍ମପୁର ଅଫିସ୍‌,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରି କହିଥିଲେ, ଗଞ୍ଜାମ ଜିଲା ଏକ ବାତ୍ୟାପ୍ରବଣ ଅଞ୍ଚଳ।…

ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି । ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ…

କମ୍‌ ପିଲା ଯୋଗୁ ବନ୍ଦ ହେଲା ୪ ସ୍କୁଲ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକରେ ପିଲା ସଂଖ୍ୟା କମ୍‌ ଯୋଗୁ ୨ ବର୍ଷ ମଧ୍ୟରେ ୪ ସ୍କୁଲ ବନ୍ଦ ହୋଇଯାଇଛି। ଅଭିଭାବକମାନେ ସରକାରୀ ସ୍କୁଲ ଅପେକ୍ଷା ଘରୋଇ ସ୍କୁଲରେ ସେମାନଙ୍କ ପିଲାଙ୍କୁ ପାଠ ପଢ଼ାଇବାକୁ ଆଗ୍ରହ…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ସକାଳୁ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହାଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହୃଦ୍‌ ସମସ୍ୟାରୁ…

୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା

ହିଞ୍ଜଳିକାଟୁ,୩ା୭(ଡି.ଏନ୍‌.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍‌ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ ଘଟଣା…

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା…

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ ଚିହ୍ନଟ ହୋଇଛି। ବୁଧବାର ମଧ୍ୟାହ୍ନରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ତେନଜନ୍‌ ୱାପଙ୍ଗ ସମ୍ପୃକ୍ତସ୍ଥଳୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?