Home Left

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ଜିଲା ଗୁମ୍ମା ଗ୍ରାମର ଭଲିବଲ ଟିମ ପ୍ରତିପକ୍ଷ…

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ ସୂରୁପ ଏହି ଗ୍ରାଉଣ୍ଡକୁ କୋଟିଏ ଡିମେରିଟ୍‌ ପଏଣ୍ଟ ପ୍ରଦାନ କରାଯାଇଛି। ଏହି ପିଚ୍‌ ମାତ୍ରାଧିକ…

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପାଳପୁରର ବେନ୍ଦାଝୋଲା ଗ୍ରାମରେ ଚଳିତ ବର୍ଷ ଏକ ଇତିହାସ ସୃଷ୍ଟି…

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ ବିଭିନ୍ନ ସଂଗଠନ ରାସ୍ତା ଉପରକୁ ଆସି ବିରୋଧ କରୁଛନ୍ତି। ସୋମବାର ଏକ ଟ୍ରେଲରରେ ପାଉଁଶ…

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ ଅର୍ଜନ କରିବା ସହ ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଡିସେମ୍ୱର ୨୬ ଭୁଟାନର…

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩ ଜଣଙ୍କୁ ଉପ ସଭାପତି ଦାୟୀତ୍ୱ ଦେଇଛନ୍ତି। ସେମାନେ ହେଲେ ବ୍ରଜରଜନଗର ପୂର୍ବତନ ପୌରାଧ୍ୟକ୍ଷ ନନ୍ଦ…

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପାଟଣାଗଡ଼ ଥାନା ଅଧୀନ କୋଳପଡ଼ାର ସୁବାସ ମେହେର(୫୨),…

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ ହାରିବା ଯୋଗୁ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ୨୦୨୫ ଫାଇନାଲରେ ଖେଳିପାରିନଥିଲା। ଏହା…

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମର ଶିବପ୍ରସାଦ ଜେନା ସୋମବାର ରାଇପୁର ଗସ୍ତ କରିଛନ୍ତି। ସେଠାରେ ୧ରୁ ୫ତାରିଖ…

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର ନଭେମ୍ବରରେ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛି। ଏହି ଖବର ଆମେରିକାଠାରୁ ଚାଇନା ଏବଂ…

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି ଫେରାର ମାରିଥିବା ଦୁଇ ଲୁଟେରାଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟାଉନ ଥାନା ପୋଲିସ…

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି ପରେ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ଭାଜପା ମଣ୍ଡଳର ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?