ମୁମ୍ବାଇରେ ଜଳପ୍ରଳୟ: ବୁଡିଗଲା ଗାଡି, ଦୁଇ ମୃତ
ମୁମ୍ବାଇ, ୩।୭: ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଗତ ୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ମୂଷଳ ଧାରାରେ ପ୍ରବଳ ବର୍ଷା ଯୋଗୁ ଏପର୍ଯ୍ୟନ୍ତ ୩୬ଜଣଙ୍କ ପ୍ରାଣ ଗଲାଣି। ମଲାଡ ଅଞ୍ଚଳରେ ଏକ ଏସୟୁଭି…
ଖିଲାପକାରୀଙ୍କ ଠାରୁ ଟିକସ ଆଦାୟ ପାଇଁ ବ୍ୟାଣ୍ଡ୍ ବାଜା ସହିତ ବୁଲୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ
ଲକ୍ଷ୍ନୌ,୩।୭: ଘର ଟିକସ ପୈଠ କରୁ ନ ଥିବା ଖିଲାପକାରୀଙ୍କଠାରୁ ବକେୟା ଆଦାୟ ପାଇଁ ଉତ୍ତରପ୍ରଦେଶର ଲକ୍ଷ୍ନୌ ମ୍ୟୁନିସିପାଲିଟି ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ମ୍ୟୁନିସିପାଲିଟି କର୍ମଚାରୀ ସୁରକ୍ଷାକର୍ମୀଙ୍କ ସହିତ ବ୍ୟାଣ୍ଡ୍ ବାଜା ଦଳଙ୍କୁ ନେଇ ସମ୍ପୃକ୍ତ ବ୍ୟକ୍ତିଙ୍କ…
ଆଙ୍ଗୁଳିରୁ ବାହାରୁ ଥିଲା ଧାର ଧାର ରକ୍ତ: ଖେଳିଚାଲିଥିଲେ ଧୋନୀ
ବର୍ମିଂହାମ, ୩।୭: ଚଳିତ ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବାଂଲାଦେଶ ୨୮ ରନରେ ଭାରତ ନିକଟରୁ ପରାସ୍ତ ହୋଇଛି। ଭାରତ ୧୩ ପଏଣ୍ଟ ସହ ସେମିଫାଇନାଲରେ ପ୍ରବେଶ କରିଛି। କିନ୍ତୁ ଇଂଲଣ୍ଡଠାରୁ ପୂର୍ବ ମ୍ୟାଚ୍ରେ ପରାସ୍ତ ହେବା ପରେ ଭାରତୀୟ…
ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକ୍: ୪୪ ମୃତ
ତ୍ରିପୋଲି,୩।୭: ଲିବିୟାର ଏକ ପ୍ରବାସୀ କେନ୍ଦ୍ର ଉପରେ ହୋଇଥିବା ଏୟାର ଷ୍ଟ୍ରାଇକ୍ରେ ୪୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…
ମାନସିକ ରୋଗୀଙ୍କୁ ଏକ୍ସପାଏରି ମେଡିସିନ
କଟକ ଅଫିସ, ୩।୭: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ମେଡିସିନ। ଏହି ମେଡିସିନ ଖାଇ ଜଣେ ରୋଗୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମାନସିକ ରୋଗ ଚିକିତ୍ସା ପ୍ରତିଷ୍ଠାନରେ ଘଟିଛି।…
ଆମେରିକା ବି ମାନିଲା:ପାକିସ୍ତାନରେ ରହୁଛି ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ ଇବ୍ରାହିମ୍
ଓ୍ବାଶିଂଟନ୍, ୩।୭: ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ ଇବ୍ରାହିମ୍ ପାକିସ୍ତାନରେ ହିଁ ଅଛି ବୋଲି ଆମେରିକା ଯାଞ୍ଚ୍ ଏଜେନ୍ସି ଏଫବିଆଇ ଲଣ୍ଡନର ଏକ ଅଦାଲତରେ ଦାବି କରିଛି। ଦାଉଦ ପାକିସ୍ତାନରେ ରହୁଥିବାର ସମସ୍ତ ପ୍ରମାଣ ରହିଛି। ସେ କରାଚିରେ ରହି ନିଜ ସଂଗଠନ…
ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ
ତିହିଡି,୩।୭(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ, ଶାନ୍ତିଶୃଙ୍ଖଳା…
ଚନ୍ଦ୍ରାୟନ-୨ ଉତ୍କ୍ଷେପଣ ଦେଖିବା ପାଇଁ ଅନ୍ଲାଇନ୍ ପଞ୍ଜିକରଣ ଗୁରୁବାର ମଧ୍ୟରାତ୍ରଠାରୁ ଆରମ୍ଭ
ଶ୍ରୀହରିକୋଟା,୩।୭: ଚନ୍ଦ୍ରାୟନ-୨ ଜୁଲାଇ ୧୫ରେ ଉତ୍କ୍ଷେପଣ ହେବ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହା ଭାରତୀୟ ସମୟ ରାତ୍ର ୨ଟା ୫୧ରେ ଉତ୍କ୍ଷେପଣ କରାଯିବ। ଏହାକୁ ଶ୍ରୀହରିକୋଟା ଠାରେ ଥିବା ରକେଟ୍ ସ୍ପେଶ୍ ଥିମ୍ ପାର୍କରେ ଦେଖିବା ପାଇଁ…
ପାକିସ୍ତାନରେ ପୁଣି ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ
ଇସଲମାବାଦ, ୩।୭:ପାକିସ୍ତାନର ସିନ୍ଧଠାରେ ଆଉ ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଜୁନ୍ ୨୯ରେ ଘରୁ ଟ୍ୟୁସନ ଯିବା ବାଟରେ ତାଙ୍କୁ କେହି ଅପହରଣ କରିନେଇଥିବା ପାକିସ୍ତାନ ହିନ୍ଦୁ ଓ୍ବେଲ୍ଫେୟାର୍ ସେବା ଟ୍ରଷ୍ଟ ସଭାପତି ସଞ୍ଜେଶ ଧାଞ୍ଜା କହିଛନ୍ତି।…
ଅମରନାଥ ଯାତ୍ରା: ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଅକ୍ସିଜେନ୍ ଦେଲେ ଆଇଟିବିପି ଯବାନ
ଶ୍ରୀନଗର,୩।୭: ଅମରନାଥ ଯାତ୍ରାରେ ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଆଇଟିବିପି ଯବାନ ଅକ୍ସିଜେନ୍ ଦେବା ସହିତ ଆବଶ୍ୟକୀୟ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଛନ୍ତି। ଏହି ଯାତ୍ରୀମାନେ ସ୍ବାଭାବିକ ଭାବେ ଶ୍ୱାସକ୍ରିୟା କରିବାରେ ଅସମର୍ଥ ହେବାରୁ ତାଙ୍କୁ ଅକ୍ସିଜେନ୍ ଯୋଗାଇ ଦିଆଯାଇଛି। ଯାତ୍ରୀମାନେ ଚାଲି…
ଅସଦାଚରଣରୁ ସୁରକ୍ଷା ପାଇଁ ଛାତ୍ରୀଛାତ୍ର ସପ୍ତାହରେ ୩ଦିନ ଅଲଗା ଅଲଗା ଯିବେ ସ୍କୁଲ
ମାଲଦା,୩।୭: ଛାତ୍ରୀଙ୍କ ଉପରେ ହେଉଥିବା ଅସଦାଚରଣ ଘଟଣା କମ୍ କରାଇବା ପାଇଁ କୋଲକତାର ଏକ ସରକାରୀ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଭିନ୍ନ ଭିନ୍ନ ଦିିନ ସ୍କୁଲ ଆସିବା ଲାଗି ନିୟମ ଜାରି ହୋଇଛି। ସପ୍ତାହରେ ଛାତ୍ରୀମାନେ ୩ ଦିନ ଏବଂ ଛାତ୍ରମାନେ ୩…
ମ୍ୟାଚ୍ ପରେ କୋହଲିଙ୍କୁ ଆଶୀର୍ବାଦ ଦେଉଥିବା ଏହି ମହିଳା ଜଣଙ୍କ କିଏ ଜାଣନ୍ତୁ
ବର୍ମିଂହାମ,୩।୭: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଏହି ମ୍ୟାଚ୍ରେ…

