ଗାଈ ଖେଳୁଛି ଫୁଟବଲ: ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୩।୭: ଏବେ ଗୋଟିଏ ଗାଈ ଫୁଟବଲ ଖେଳୁଥିବାର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପଡ଼ିଆରେ କିଛି ପିଲା ଫୁଟବଲ ଖେଳୁଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ପାଖରେ ଛିଡ଼ା ହୋଇଥିବା ଗାଈଟି ଫୁଟବଲକୁ ଗୋଡ଼ରେ ଲାତ ମାରିବା ସହିତ…
ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି କଟକ ଓ ଭୁବନେଶ୍ୱରରେ ମଧ୍ୟ ରଥଯାତ୍ରାରେ ଏକାଧିକ ଭିଡ ରହିବ। ଏହାକୁ ଦୃଷ୍ଟିରେ ରଖି…
ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର
ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି। ତିନିରଥ, ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ପର୍ଯ୍ୟାପ୍ତ ପରିମାଣ ଫୁଲରେ ସଜାଇବେ ବୋଲି ଆଗ୍ରହ…
ରଥତ୍ରୟ ଦାରୁବ୍ରହ୍ମଙ୍କର ଆସନ ବିଗ୍ରହ
ପୁରୀ ଅଫିସ,୩ା୭: ଦିନକ ପରେ ଅର୍ଥାତ୍ ଆସନ୍ତା ୪ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ରଥ କେବଳ କାଷ୍ଠର ରଥ ବା ସାଧାରଣ ରଥ ନୁହଁନ୍ତି। ଏହି ରଥତ୍ରୟ ସ୍ବୟଂ ଦାରୁବ୍ରହ୍ମଙ୍କର…
ଫ୍ୟାନ୍ଙ୍କୁ ସେଲ୍ଫି ପାଇଁ ସୁଯୋଗ ଦେଲେ କ୍ୟାଟ୍ରିନା
ନୂଆଦିଲ୍ଲୀ: ସ୍ଥାନୀୟ ବିମାନ ବନ୍ଦରରେ ଫ୍ୟାନ୍ମାନେ କ୍ୟାଟ୍ରିନାଙ୍କ ସହ ସେଲ୍ଫି ନେବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ କ୍ୟାଟ୍ରିନା ବରଂ ବିରକ୍ତ ନ ହୋଇ ପରିସ୍ଥିତିକୁ ଅତ୍ୟନ୍ତ ହାଲୁକା ଭାବେ ନେଇ ଧୈର୍ଯ୍ୟ ଧରିବାକୁ ପ୍ରଶଂସକଙ୍କୁ କହିଥିଲେ।…
ଯୋଗୀଙ୍କୁ କେନ୍ଦ୍ରର ଝଟକା
ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା ନିଷ୍ପତ୍ତି ଭୁଲ। ଏହା ସମ୍ବିଧାନ ସମ୍ମତ ନୁହେଁ। ଏଭଳି ନିଷ୍ପତ୍ତି ନେବା ଅଧିକାର କେବଳ…
ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି
ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍ ବ୍ୟାଟ୍ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲି କଡ଼ା ସନ୍ଦେଶ ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସେ କହିଛନ୍ତି ଯେ,…
ଶ୍ରୀମନ୍ଦିରର ନୂତନ ୱେବ୍ସାଇଟ୍ ଉନ୍ମୋଚିତ : ଇଣ୍ଟରନେଟ୍ରେ ମହାପ୍ରଭୁଙ୍କ କଥା
ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର ଶ୍ରୀମନ୍ଦିରର ନୂତନ ଅଫିସିଆଲ ୱେବ୍ସାଇଟ୍ www.shreejagannatha.in ଉନ୍ମୋଚିତ ହୋଇଛି। ଶ୍ରୀନହର ପରିସରରେ ଗଜପତି ମହାରାଜା…
ବାଘଛାଲ ର଼୍ୟାକେଟରେ ପୋଲିସ
ଭୁୁବନେଶ୍ୱର, ୩ା୭(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ ଘଟଣାରେ ସମ୍ପୃକ୍ତ ର଼୍ୟାକେଟର ପର୍ଦ୍ଦାଫାଶ ହେବାରେ ଲାଗିଛି। ଏହି ର଼୍ୟାକେଟରେ କେତେଜଣ ପୋଲିସ ସମ୍ପୃକ୍ତ ଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ତଦନ୍ତରୁ ଜାଣିବା ପରେ ପଦକ୍ଷେପ ଆରମ୍ଭ କରିଛି।…
ସୀମା ଲଂଘିଲା ଇରାନ
ତେହେରାନ୍,୩ା୭: ୟୁରାନିୟମ୍ ଉତ୍ପାଦନ କ୍ଷେତ୍ରରେ ସୀମା ଲଂଘିଛି ଇରାନ। ୨୦୧୫ରେ ବିଶ୍ୱ ଶକ୍ତିଗୁଡ଼ିକ ସହ ଚୁକ୍ତି ଅନୁସାରେ ନିର୍ଦ୍ଧାରିତ ପରିମାଣ ୩୦୦ କେ.ଜି.ଠାରୁ ଅଧିକ ୟୁରାନିୟମ୍ ଉତ୍ପାଦନ କରିଛି ପଶ୍ଚିମ ଏସିଆର ଏହି ଇସ୍ଲାମିକ୍ ରାଷ୍ଟ୍ର। ୩.୬୭%ରୁ ଊର୍ଦ୍ଧ୍ୱ ୟୁରାନିୟମ୍ ଗଚ୍ଛିତ…
କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ସମାରୋହ: ଓଡ଼ିଆରେ ‘ପଠନ ଆନ୍ଦୋଳନ’ ଆଜିର ଆବଶ୍ୟକତା
ଭୁବନେଶ୍ୱର,୩ା୭(ବ୍ୟୁରୋ): ‘ହ୍ୟାରି ପଟର୍’ ସିରିଜର ଲେଖିକା ଜେ.କେ. ରାଓଲିଂ ନିଜ ଲେଖା ମାଧ୍ୟମରେ ଯୁବ ପାଠକମାନଙ୍କୁ ଆକୃଷ୍ଟ କରି ସେମାନଙ୍କ ମଧ୍ୟରେ ପୁଣିଥରେ ବହି ପଢିବା ପାଇଁ ଯେପରି ଆଗ୍ରହ ସୃଷ୍ଟି କରିପାରିଛନ୍ତି, ଓଡ଼ିଆ ଭାଷାରେ ମଧ୍ୟ ସେହିପରି ପାଠକ ସୃଷ୍ଟିର…
ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ
ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ ଆସନଟି…

