Home Left

ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା

କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍‌ ପକ୍ଷରୁ ସାହୁଙ୍କ…

ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ ରହିଛି। ଆସନ୍ତା ୬ ତାରିଖ ଯାଏ ଆଉ ବର୍ଷା ହେବାର ସମ୍ଭାବନା ନାହିଁ। କାଁ…

ରୋହିତଙ୍କ କୀର୍ତ୍ତିମାନ

ବର୍ମିଂହାମ, ୩।୭ (ପି.ଟି.)-ଭାରତୀୟ ତାରକା ଓପନର ରୋହିତ ଶର୍ମା ମଙ୍ଗଳବାର ବାଂଲାଦେଶ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ ଖେଳିବା ଅବସରରେ ଏକାଧିକ କୀର୍ତ୍ତିମାନ ହାସଲ କରିଛନ୍ତି। ୯୨ ବଲରୁ ୭ ଚୌକା ଓ ୫ ଛକା ସହାୟତାରେ ୧୦୪ ରନର ଶତକୀୟ ଇନିଂସ…

ଆଇସିସି ବିଶ୍ୱକପ: ସେମିଫାଇନାଲରେ ଭାରତ

ବର୍ମିଂହାମ,୩।୭(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ରେ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଟସ୍‌ ଜିତି…

ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୩-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…

ଲଣ୍ଡନ ହାଇକୋର୍ଟରେ ଆବେଦନ ଗୃହୀତ; ପ୍ରତ୍ୟର୍ପଣ ବିରୋଧରେ ଅପିଲ କରିପାରିବେ ମାଲ୍ୟା

ନୂଆଦିଲ୍ଲୀ,୩-୭: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ଆଶ୍ୱସ୍ତି ମିଳିଛି। ଭାରତ ପ୍ରତ୍ୟର୍ପଣକୁ ବିରୋଧ କରି ସେ ଅପିଲ କରିପାରିବେ ବୋଲି ହାଇକୋର୍ଟ ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ଏନେଇ ମାଲ୍ୟାଙ୍କ ଆବେଦନକୁ ଅଦାଲତ ସ୍ବୀକାର କରିଛନ୍ତି।…

ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୩-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ…

ସକାଳୁ ଅଧାଗ୍ଲାସ୍‌ ତ୍ରିଫଳା ପାଣି…

ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍‌, ଭିଟାମିନ୍‌, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ ରହିଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ ଅଧାଗ୍ଲାସ୍‌…

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି ଭାବେ କାର୍ଯ୍ୟରତ ଦିଲୀପ ଦଳବେହେରାଙ୍କର ସାରଙ୍ଗଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିଲା। ମୃତଦେହ ନେବାପାଇଁ…

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି ଦାରିଙ୍ଗବାଡିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଥିବାରୁ ଏହି ଅଞ୍ଚଳ ଏବେ ଅପରାଧୀଙ୍କ ପାଇଁ…

ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…

ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍‌: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା

କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର ଡାକ୍ତର ହିରଣ୍ୟ ମହାନ୍ତିଙ୍କ ନେତୃତ୍ୱରେ ଗଠିତ ଏହି ଟିମ୍‌ରେ ଶିଶୁ ସର୍ଜରୀ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?