Home Left

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍‌ ଜବତ କରିଛି। ଆମ ମୃତ୍ୟୁ ପାଇଁ…

ରୁର୍‌କୀରେ ଫିଲ୍ମ ‘ଆର୍ଟିକାଲ ୧୫’ ବ୍ୟାନ

ଡେରାଡୁନ: ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଆର୍ଟିକାଲ ୧୫’ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ଗତ ୪ ଦିନ ମଧ୍ୟରେ ଭଲ ବ୍ୟବସାୟ କରିଥିଲେ ବି ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ବିବାଦରେ ରହିଆସିଛି। ପ୍ରଥମେ କାନପୁରରେ ଫିଲ୍ମର ସ୍କ୍ରିନିଂ ସମୟରେ…

ବିଧାନସଭାକୁ ଆସୁନାହାଁନ୍ତି ତେଜସ୍ବୀ

ପାଟନା,୨।୭: ରାଷ୍ଟ୍ରୀୟ ଜନତା ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ ମଙ୍ଗଳବାର ଦ୍ୱିତୀୟ ଦିନରେ ବି ବିଧାନସଭାରେ ପହଞ୍ଚି ନାହାଁନ୍ତି। ଶୁକ୍ରବାର ବିହାର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ତେଜସ୍ବୀ…

ଡିସିଟି ଯୋଜନା ନେଇ କେନ୍ଦ୍ର ସରକାର ଏବଂ ସିଇସିଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୭: ସୁପ୍ରିମ୍‌କୋର୍ଟ ସିଧା ସଳଖ ନଗଦ ସ୍ଥାନାନ୍ତର ବା ଡାଇରେକ୍ଟ କ୍ୟାସ୍‌ ଟ୍ରାନ୍ସଫର(ଡିସିଟି) ଯୋଜନା ନେଇ କରାଯାଇଥିବା ଏକ ଆବେଦନର ବିଚାର କରି ମଙ୍ଗଳବାର କେନ୍ଦ୍ର ସରକାର ଏବଂ ମୁଖ୍ୟ ନିର୍ବାଚନ କମିଶନ(ସିଇସି)ଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହା ସହିତ କେତେକ…

ବନ ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ କାହିଁକି ଚୁପ୍‌ ଅଛନ୍ତି ମୁଖ୍ୟମନ୍ତ୍ରୀ: ବିରୋଧୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନାରେ ବିରୋଧୀ କଂଗ୍ରେସ ଓ ଭାଜପା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଘେରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) କର୍ମୀମାନେ ଯେଉଁଭଳି ଭାବେ ଜଣେ ମହିଳା ବନ ଅଧିକାରୀଙ୍କୁ ଆକ୍ରମଣ କଲେ ତାକୁ ନେଇ କାହିଁକି ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁ…

ତାରାତାରିଣୀ ପୀଠକୁ ସ୍ବତନ୍ତ୍ର ବସ୍‌ ଚଳାଚଳର ଶୁଭାରମ୍ଭ

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ଲାଗି ମଙ୍ଗଳବାର ସ୍ବତନ୍ତ୍ର ବସ୍‌ ସେବାର ଶୁଭାରମ୍ଭ ହୋଇଛି। ଏହି ବସ୍‌କୁ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ ସଂଘ…

ଗୋଟିଏ ବି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳି ନ ଥିବା ମୟଙ୍କ ଅଗ୍ରଓ୍ବାଲଙ୍କୁ ବିଶ୍ୱକପ୍‌ ଦଳରେ କାହିଁକି ମିଳିଲା ସ୍ଥାନ, ଜାଣନ୍ତୁ

ବର୍ମିଂହମ୍‌, ୨।୭: ଭାରତୀୟ ଦଳର ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପର ବାକି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ କର୍ନାଟକ ବ୍ୟାଟ୍ସମ୍ୟାନ୍‌ ମୟଙ୍କ ଅଗ୍ରଓ୍ବାଲଙ୍କୁ ଦଳରେ ଯୋଗ ଦେବା ପାଇଁ ଡାକରା ମିଳିଛି। ବିଶ୍ୱକପରେ ଦଳରେ ମୟଙ୍କଙ୍କୁ ନେବା…

ଫ୍ୟାଶନ୍‌: ହେୟାର ଷ୍ଟ୍ରେଟ୍‌ନିଂ

କେଶର ସୌନ୍ଦର୍ଯ୍ୟ ବଢ଼ାଇବା ଲାଗି ଅନେକ ମହିଳା ହେୟାର ଷ୍ଟ୍ରେଟ୍‌ନିଂ କରୁଛନ୍ତି। ତେବେ ଏହା କରିବା ପୂର୍ବରୁ ଜାଣିରଖନ୍ତୁ କିଛି ଟିପ୍ସ… ସବୁବେଳେ ଭଲ କ୍ୱାଲିଟିର ଷ୍ଟ୍ରେଟ୍‌ନର ବ୍ୟବହାର କରନ୍ତୁ। କିଣିବା ପୂର୍ବରୁ ଏହାର ବ୍ୟବହାର ସମ୍ପର୍କରେ ଭଲଭାବେ ଜାଣନ୍ତୁ। ଷ୍ଟ୍ରେଟ୍‌ନିଂ…

ଜୁହୁ ବିମାନ ବନ୍ଦର ରନ୍‌ଓ୍ବେରେ ଖେଳିଲା ମାଗୁର ମାଛ: ଭିଡ଼ିଓ ଭାଇରାଲ

ମୁମ୍ବାଇ,୨।୭: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇର ଅନେକ ଅଞ୍ଚଳରେ ବର୍ଷା ଜଳ ଜମି ରହିଛି। ଜୁହୁ ବିମାନ ବନ୍ଦରରେ ମଧ୍ୟ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ବିମାନ ବନ୍ଦର ରନ୍‌ଓ୍ବେରେ ବର୍ଷା ଜଳ ଜମି ରହିବାରୁ ଏଠାରେ ମାଛ ଖେଳୁଥିବା କୁହାଯାଉଛି।…

ବ୍ରେଡ୍‌ ପିଜା

ଆବଶ୍ୟକ ସାମଗ୍ରୀ ବ୍ରେଡ୍‌ – ୪ ପିସ୍‌, କଟାଯାଇଥିବା କ୍ୟାପ୍‌ସିକମ୍‌ – ୧/୨ କପ୍‌, ମକା – ୧/୨ କପ୍‌, ତେଲ – ୫ ଚାମଚ, ପିଜା ସସ୍‌ – ୨ ଚାମଚ, ଚିଜ୍‌ ପନିର – ୧୦୦ ଗ୍ରାମ୍‌, ଗରମ…

ନୂଆ ଅଫିସ୍‌କୁ ଯାଉଥିଲେ…

ନୂଆ ଅଫିସ୍‌ରେ ଯୋଗ ଦେଉଥିଲେ ସେଠାକାର ମାହୋଲ୍‌ରେ ଆଡ୍‌ଜଷ୍ଟ୍‌ କରିବାକୁ ପଡିଥାଏ। ଯଦି ଆପଣ କୌଣସି ଅଫିସ୍‌ରେ ଯୋଗ ଦେଉଛନ୍ତି, ତେବେ ଜାଣି ରଖନ୍ତୁ କିଛି ଟିପ୍ସ… ପହଞ୍ଚିବା ପରେ ସହକର୍ମୀଙ୍କୁ ପ୍ରଥମେ ଗୁଡ୍‌ ମର୍ନିଂ କିମ୍ବା ହାଲୋ ବୋଲି ସମ୍ବୋଧନ…

ବର୍ଷାଦିନେ ଶିଶୁର ଯତ୍ନ

-ଡା ଜ୍ୟୋତିପ୍ରକାଶ ମିଶ୍ର ରୋଗ ତ ସବୁ ଋତୁରେ ଆସିଥାଏ। କିନ୍ତୁ ବର୍ଷାଋତୁରେ ଅଧିକାଂଶ ରୋଗ ଅତ୍ୟନ୍ତ ସରଳ ଓ ବିନା ମୂଲ୍ୟରେ ପ୍ରତିରୋଧ କରିହୁଏ। ବିଶେଷ କରି ଶିଶୁମାନଙ୍କର ଉପଯୁକ୍ତ ଯତ୍ନ ନେବାକୁ ପଡ଼ିଥାଏ। ପରିଷ୍କାର ଓ ଫୁଟାପାଣି ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?