Home Left

ପାଲିଙ୍କିରେ ଆସି ରଥାରୂଢ଼ ହୁଅନ୍ତି ଶ୍ରୀଗୁରୁଦେବ

କାକଟପୁର, ୨।୭(ଡି.ଏନ୍‌.ଏ.): ରଥଯାତ୍ରାକୁ ଆଉ ରହିଲା ୨ଦିନ। ମଙ୍ଗଳବାର ନେତ୍ରୋତ୍ସବ ଥିବାବେଳେ ବୁଧବାର ନବଯୌବନ ଦର୍ଶନ। ଗୁରୁବାର ଶ୍ରୀଜୀଉମାନେ ରଥାରୁଢ଼ ହୋଇ ବଡ଼ଦାଣ୍ଡରେ ଭକ୍ତମାନଙ୍କୁ ଦର୍ଶନ ଦେବେ। ପ୍ରାୟ ସବୁଠି ଠାକୁରମାନେ ରଥକୁ ପହଣ୍ଡି ହୋଇ ଆସୁଥିବାବେଳେ ପ୍ରାଚୀ ଉପତ୍ୟକାର ତୁଳସୀପୁର…

ନେତ୍ରୋତ୍ସବ ଦର୍ଶନ ନୀତି ନିର୍ଘଣ୍ଟ

ଚକା ଅପସର ମଧ୍ୟାହ୍ନ ୧୨ଟା ୧୫ ମଙ୍ଗଳ ଆଳତି ୧୨ଟା ୩୦ ଦଶାବତାର ଠାକୁରଙ୍କ ବାହୁଡ଼ା ବିଜେ ଅପରାହ୍ନ ୧ଟା ୩୦ ତାଟି ଫିଟିବା ଅପରାହ୍ନ ୨ଟା ପରିମାଣିକ ଦର୍ଶନ (ଭିତରକାଠ) ୨ଟା ୩୦ରୁ ୩ଟା ୩୦ ସର୍ବସାଧାରଣ ଦର୍ଶନ (ଭିତରକାଠ)…

ଭକ୍ତଙ୍କ ଅନୁଭୂତି: ମହାପ୍ରଭୁଙ୍କୁ ଡାକିବାରୁ ବର୍ଷା ହେଲାନି

ରଥ ଅମିନ ଲକ୍ଷ୍ମଣ ମହାପାତ୍ର। ବୟସ ୬୦ ଟପିଲାଣି। ତଥାପି ବେଶ୍‌ ଚଳଚଞ୍ଚଳ। ରଥଖଳାରେ ତାଙ୍କର ଭାରି ଆଦର। ତିନିରଥ ନିର୍ମାଣ ଲାଗି ସେ କାଠପଟା ଯୋଗାଇଥାନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ କାଠ ସେ ଖଳାରେ ପହଞ୍ଚାଇବା ବ୍ୟବସ୍ଥା କରନ୍ତି।…

ଆଜି ସରିବ ଅଲାରନାଥଙ୍କ ଅଣସର ଦର୍ଶନ: ବର୍ଷାରେ ଭିଜି ଦର୍ଶନ କଲେ ଭକ୍ତ

ବ୍ରହ୍ମଗିରି, ୨।୭(ଡି.ଏନ୍‌.ଏ.): ସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ମହାସ୍ନାନପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଥିଲେ ଶ୍ରୀଜୀଉମାନେ। ରବିବାର ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ଦଇତାପତିଙ୍କ ଦ୍ୱାରା ଗଜପତି ମହାରାଜାଙ୍କୁ ଦିଆଯାଇଛି। ସୋମବାର ମହାପ୍ରଭୁ ଚତୁର୍ଦ୍ଧାମୁର୍ତ୍ତୀଙ୍କର ଘଣାଲାଗି ନୀତି ପାଳିତ ହୋଇଛି। ଏପଟେ…

ଦକ୍ଷିଣ ନାଇଜେରିଆରେ ୪ ପୋଲିସକର୍ମୀଙ୍କୁ ହତ୍ୟା

ଅବୁଜା,୨।୭: ଦକ୍ଷିଣ ନାଇଜେରିଆର ବୟେଲସାରେ ଥିବା ଏକ ପୋଲିସ ଷ୍ଟେଶନ ଭିତରେ ପଶି ଜଣେ ଅଜ୍ଞାତ ବନ୍ଧୁକଧାରୀ ଆଖିବୁଜା ଗୁଳି ଚାଳନା କରିବାରୁ ପ୍ରାୟ ୪ ପୋଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜ୍ୟ ପୋଲିସ ପ୍ରବକ୍ତା ଅସିନିମ ବୁଟ୍‌ସଓ୍ବାଟ୍‌ କହିଛନ୍ତି,…

ତିନିରଥର ଶୋଭା ବଢାଏ ୯୬ ପିତ୍ତଳ ସାମଗ୍ରୀ

ପୁରୀ ଅଫିସ,୨।୭: ଶ୍ରୀମନ୍ଦିର ସ୍ବତ୍ତ୍ବଲିପି ଅନୁଯାୟୀ ମହାପ୍ରଭୁଙ୍କ ସେବାରେ ୧୧୯ ପ୍ରକାର ସେବକ ଅଛନ୍ତି। ହେଲେ ଏଥିମଧ୍ୟରୁ ଅନେକ ସେବା ପ୍ରାୟ ବନ୍ଦ ହୋଇଯାଇଛି। କିନ୍ତୁ ଏମିତି ଏକ ପରିବାର ଅଛି, ସେମାନେ ଶ୍ରୀମନ୍ଦିରର ସେବକ ନ ହେଲେ ବି ମହାପ୍ରଭୁଙ୍କ…

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି। ମଙ୍ଗଳବାର ଆଉ ଦୁଇଟି ଦୁଆର ବେଢା ଉଠିବା ପରେ ଧ୍ୱଜବତା ଉଠିବ। ଏହାପରେ କଳସ…

ନବଯୌବନ ଲୀଳାରୁ ପାବନ ମଣିଷ

ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରତିବର୍ଷ ଅଣସର ଲୀଳା ପରେ ନବଯୌବନ ରୂପରେ ଦର୍ଶନ ଦିଅନ୍ତି। ଶ୍ରୀଜଗନ୍ନାଥ ଧାମ ବ୍ୟତୀତ ବର୍ଷକୁ ଥରେ ନିଶ୍ଚିତ ଭାବରେ ନବଯୌବନ ରୂପରେ ଦର୍ଶନ ଦେବା ପରମ୍ପରା ଅନ୍ୟତ୍ର ପ୍ରଚଳିତ ନାହିଁ। ତେବେ ଶ୍ରୀଜଗନ୍ନାଥଙ୍କ ଉପାସନାରେ ପ୍ରତ୍ୟେକ ଲୀଳାର…

ଧୋନୀଙ୍କ ସମର୍ଥନରେ ବାହାରିଲେ ଭାରତୀୟ ଦଳର ବ୍ୟାଟିଂ କୋଚ

ବର୍ମିଂହମ, ୨।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂକୁ ନେଇ ଚାଲିଥିବା ଆଲୋଚନାରେ ମୁହଁ ଖୋଲିଛନ୍ତି ଭାରତୀୟ ଦଳର ବ୍ୟାଟିଂ କୋଚ ସଞ୍ଜୟ ବାଙ୍ଗର। ଧୋନୀଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ଉପରେ ପ୍ରଶ୍ନ ଉଠାଇବା ତାଙ୍କୁ ଆଶ୍ଚର୍ଯ୍ୟ…

ବିବାହ ନିମନ୍ତ୍ରଣ କାର୍ଡରେ ନିଶା ନିବାରଣ ପାଇଁ ସଚେତନତା ବାର୍ତ୍ତା

ଜୟପୁର,୨।୭: ନିଶା ନିବାରଣ ପାଇଁ ସରକାର ତଥା ବିଭିନ୍ନ ସଂଗଠନ ପକ୍ଷରୁ ଦେଶରେ ନାନା ଅଭିଯାନ ଜାରି ରହିଛି। ତେବେ ରାଜସ୍ଥାନର ଭିୟାଡ୍‌ ଗାଁ ଏହି କ୍ଷେତ୍ରରେ ସଫଳତା ହାସଲ କରିଛି। ଗାଁରେ ନିଶା ଦ୍ରବ୍ୟ ବ୍ୟବହାର ଉପରେ କଡ଼ା କଟକଣା…

ଶହୀଦଙ୍କ ପରିବାରକୁ ମିଳିଲା ସହାୟତା

ଭୁବନେଶ୍ୱର,୨।୭(ବ୍ୟୁରୋ) ଶହୀଦ ମନୋଜ କୁମାର ବେହେରା ଏବଂ ପ୍ରସନ୍ନ କୁମାର ସାହୁଙ୍କ ପରିବାରକୁ ସୋମବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଆର୍ଥିକ ସହାୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ପରିମାଣର ଚେକ୍‌ ଦୁଇ ଶହୀଦଙ୍କ ପରିବାରକୁ ପ୍ରଦାନ କରିଛନ୍ତି। ଖରିଆର…

ଦନ୍ତଓ୍ବାଡା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀଙ୍କ ବାର୍ତ୍ତା ପଢିଲେ ପିଲା

ଦନ୍ତଓ୍ବାଡା,୨।୭: ଛତିଶଗଡ଼ର ଦନ୍ତଓ୍ବାଡାରେ ଥିବା ପ୍ରାଥମିକ ସ୍କୁଲ କାନ୍ଥରେ ମାଓବାଦୀମାନେ ଲେଖିଥିବା ବାର୍ତ୍ତାକୁ ପିଲାମାନେ ପଢୁଛନ୍ତି। ତାହା ପୁଣି ଲୁଚାଇ ଛପାଇ ନୁହେଁ ବରଂ ବଡ ପାଟିରେ ଏହା ପିଲା ପଢୁଥିଲେ ବି ଶିକ୍ଷକ ଏହାକୁ ଆକଟ କରୁ ନାହାଁନ୍ତି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?