Home Left

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଲାହୋର,୨ା୭ (ପି.ଟି.): ଏକ ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀଙ୍କୁ ଦୁର୍ନୀତି ବିରୋଧୀ ଶାଖା ପକ୍ଷରୁ ସୋମବାର ଗିରଫ କରାଯାଇଛି। ଜର୍ଦ୍ଦାରୀ ବହୁ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ଏବେ ନ୍ୟାଶନାଲ ଆକାଉଣ୍ଟିବିଲିଟି ବ୍ୟୁରୋ (ଏନ୍‌ଏବି)…

୮ ବିଦେଶିନୀଙ୍କ ସମେତ ୩୫ ଗିରଫ

ନୋଇଡ଼ା,୨ା୭: ଉତ୍ତରପ୍ରଦେଶର ନୋଇଡ଼ାରେ ଥିବା ସ୍ପା ସେଣ୍ଟର ଉପରେ ପୋଲିସ ଚଢାଉ କରି ୩୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୮ ବିଦେଶିନୀଙ୍କୁ ମିଶାଇ ୨୫ ମହିଳା ଅଛନ୍ତି। ବିଦେଶିନୀମାନେ ଥାଇଲାଣ୍ଡର ବୋଲି ଜଣାପଡ଼ିଛି। ଗିରଫ ୧୦ ପୁରୁଷଙ୍କ ମଧ୍ୟରେ…

ବୈବାହିକ ବଳାତ୍କାର ବିରୋଧରେ ଆଇନ ଆଣିବାକୁ ଆବେଦନ: ହସ୍ତକ୍ଷେପ ଲାଗି ସୁପ୍ରିମକୋର୍ଟ ମନାକଲେ

ନୂଆଦିଲ୍ଲୀ,୨ା୭: ସ୍ତ୍ରୀଙ୍କ ଇଚ୍ଛା ବିରୋଧରେ ଯୌନସମ୍ପର୍କ ରଖିବା (ବୈବାହିକ ବଳାତ୍କାର)କୁ ଛାଡ଼ପତ୍ରର କାରଣ ଭାବେ ଗ୍ରହଣ କରିବା ଲାଗି ଆଇନ ଆଣିବା ଏବଂ ଏଭଳି ଘଟଣାରେ ଏତଲା ଦାଏର ଲାଗି ଗାଇଡଲାଇନ୍ସ ସ୍ପଷ୍ଟ କରିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା…

୨୦୨୧ ଫେବୃୟାରୀରେ ଜନଗଣନା

ନୂଆଦିଲ୍ଲୀ,୨ା୭(ପି.ଟି.): ୨୦୨୧ ଜନଗଣନା ଲାଗି ଆସନ୍ତା ଅଗଷ୍ଟ ୧୨ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସାରା ଦେଶରେ ପ୍ରାକ୍‌ ପରୀକ୍ଷା କରାଯିବ ବୋଲି ରେଜିଷ୍ଟ୍ରାର ଜେନେରାଲ ତଥା ଜନଗଣନା କମିଶନର ବିବେକ ଜୋଷୀ ଘୋଷଣା କରିଛନ୍ତି। ଭାରତର ୧୪୦ ବର୍ଷର ଜନଗଣନା ଇତିହାସରେ…

ଅଧ୍ୟକ୍ଷ ପଦ ଛାଡ଼ିବା ନିଷ୍ପତ୍ତିରେ ରାହୁଲ ଅଟଳ: ମନାଇବାରେ ୫ ମୁଖ୍ୟମନ୍ତ୍ରୀ ବିଫଳ

ନୂଆଦିଲ୍ଲୀ,୨ା୭(ଆଇଏଏନ୍‌ଏସ୍‌): ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଅଧ୍ୟକ୍ଷ ପଦ ଛାଡିବା ନିଷ୍ପତ୍ତିରେ ରାହୁଲ ଗାନ୍ଧୀ ଅଟଳ ରହିଛନ୍ତି। ସୋମବାର ତାଙ୍କୁ ମନାଇବାକୁ ଉଦ୍ୟମ କରି ୫ କଂଗ୍ରେସ ମୁଖ୍ୟମନ୍ତ୍ରୀ ୯୦ ମିନିଟ ଧରି ଆଲୋଚନା କରିବା ସହ ବିଫଳ…

ଶ୍ରେଣୀଗୃହରେ ଶିକ୍ଷୟିତ୍ରୀଙ୍କୁ କଟୁରିରେ ଆକ୍ରମଣ

ନିଆଳି, ୨ା୭(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ବିନିଶିପୁର ପଞ୍ଚାୟତ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟରେ ସୋମବାର ପୂର୍ବାହ୍ନରେ ପାଠପଢ଼ା ଚାଲିଥିବାବେଳେ ଆତଙ୍କ ଖେଳିଯାଇଥିଲା। କାରଣ ବିଭୂତି ମହାନ୍ତି(୪୩) ନାମକ ଜଣେ ଯୁବକ କଟୁରି ଧରି ଶ୍ରେଣୀ ଗୃହରେ ପଶି ଶିକ୍ଷୟିତ୍ରୀ ଶୁଚିସ୍ମିତା ମୁଦୁଲିଙ୍କୁ…

ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ ଇ ପଁଚେତ୍‌ ଗଠିତ୍‌। ଇ ପଁଚେତ୍‌ରେ ସବୁବେଲେ ଭିନେ ଭିନେ ସମସିଆ ଲାଗିରହିଛେ।…

ଡନ ଗ୍ରାଣ୍ଡସ୍ଲାମ ଟେନିସ: ପ୍ରଥମ ରାଉଣ୍ଡରୁ ଓସାକା, ଜେଭରେଭଙ୍କ ବିଦାୟ

ଲଣ୍ଡନ, ୨।୭-ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ଓପନ ସୋମବାରଠାରୁ ଆରମ୍ଭ ହୋଇଛି। ଏହାର ମହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରୁ ହାରି ବିଦାୟ ନେଇଛନ୍ତି ଦ୍ୱିତୀୟ ସିଡ୍‌ ଜାପାନର ନାଓମି ଓସାକା। କାଜାଖସ୍ତାନର ୟୁଲିଆ ପୁଟିନସେଭା ୭-୬(୭/୪), ୬-୨ ସେଟରେ…

ସକାଳେ ଅଧୁଆ ମୁହଁରେ ପିଅନ୍ତୁ ଗ୍ଲାସେ ବାସି ପାଣି; ମିଳିବ ଏସବୁ ଫାଇଦା…

ସକାଳେ ଶଯ୍ୟାତ୍ୟାଗ ପରେ ଏକ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ହୋଇଥାଏ । କେତେକ ଏହାକୁ ଉଷାପାନ କୁହନ୍ତି। ମୁହଁ ନ ଧୋଇ ଉଷାପାନ କରାଯିବା ଆବଶ୍ୟକ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ପ୍ରଥମେ ଅଳ୍ପ ଅଳ୍ପ ପାଣି…

ଯେଉଁଠି ଗୋଟିଏ ମନ୍ଦିରରେ ପୂଜା କରନ୍ତି ଉଭୟ ହିନ୍ଦୁ ମୁସଲମାନ

ଭାରତ ଓ ବାଂଲାଦେଶ ସୀମାରେ ଥିବା ଡେଲଟାରେ ରହିଛି ସୁନ୍ଦରବନ ଜଙ୍ଗଲ। ଏହା ବିଶ୍ୱର ସବୁଠାରୁ ବଡ ଦଲଦଲି ଜଙ୍ଗଲ ବା ହେନ୍ତାଳ ବଣ ଭାବେ ପରିଚିତ। ୟୁନେସ୍କୋ ଏହାକୁ ବିଶ୍ୱ ଆଶ୍ଚର୍ଯ୍ୟରେ ସ୍ଥାନ ଦେଇଛି। ଏଠାରେ ଆସୁଥିବା ଜୁଆର ଭଟ୍ଟା…

ନିଦ୍ରାହୀନତା ପାଇଁ ଖାଆନ୍ତୁ ଏହିସବୁ ଫଳ

ଆଜିର ଯୁବବର୍ଗଙ୍କୁ ବିଳମ୍ବିତ ରାତି ଯାଏ ଅନିଦ୍ରା ରହିବାର ଅଭ୍ୟାସ ଘାରିଛି। ଏହାର ଫଳ ସ୍ବରୂପ ସାରାଦିନ ଥକ୍କାପଣ, ଦୁର୍ବଳ ଏବଂ ହାଲିଆ ଲାଗିଥାଏ। ଏଥିପାଇଁ ଅନେକ ସମୟରେ ସ୍ମାର୍ଟଫୋନ୍‌, ଫେସ୍‌ବୁକ୍‌ ଆଦିର ବ୍ୟବହାରକୁ ଦାୟୀ କରାଯାଏ। କିନ୍ତୁ ଶରୀରରେ ପୋଟାସିୟମ…

ଏହି ହୀରା ଖଣି ଉପର ଦେଇ ଉଡ଼ିପାରେନା ବିମାନ…

ପୂର୍ବ ସାଇବେରିଆରେ ରହିଛି ପୃଥିବୀରେ ସବୁଠାରୁ ବଡ଼ ହୀରା ଖଣି। ଏହାର ଗଭୀର ୧୭୨୨ ଫୁଟ ଏବଂ ଚୌଡ଼ା ୩୯ଶହ ଫୁଟ। ଏହାର ଖନନ ୧୯୫୫ ଜୁନ୍‌ ୧୩ରେ ଆରମ୍ଭ ହୋଇଥିଲା। ୧୯୫୭ଠାରୁ ଏହାର ବିକାଶ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?