Home Left

ଇଣ୍ଟରନେଟରେ ସେନ୍‌ସେଶନ ପାଲଟିଛନ୍ତି ‘ଗୋଲଡେନ ମ୍ୟାନ’

ମୁମ୍ବାଇ,୧।୭: ସୁନାରେ ଛାଇଁ ହୋଇଥିବା ବ୍ୟକ୍ତିଙ୍କ କଥା ଯଦି ଭାବିବେ ତାହେଲେ ମନରେ ପପୁଲାର ସଙ୍ଗୀତଜ୍ଞ ବାପି ଲେହରିଙ୍କ ଛବି ଆସେ। ହେଲେ ଏହି ସମୟରେ ଇଣ୍ଟରନେଟ ଜଣେ ବ୍ୟକ୍ତି ପୁରା ଛାଇଯାଇଛନ୍ତି, ଯିଏ ନିଜ ଶରୀରରେ ବାପି ଲେହରୀଙ୍କଠାରୁ ମଧ୍ୟ…

ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ ଏହାଦ୍ୱାରା ଅଣ୍ଟା ଦରଜ ଭଳିି ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ଦୈନନ୍ଦିନ କାମକୁ ନେଇ…

ସୀମାବର୍ତ୍ତୀ ଅଞ୍ଚଳରେ ଚାଇନା ଭାଷା କହୁଥିବା ଲୋକଙ୍କ ହେବ ଯାଞ୍ଚ୍‌

ନୂଆଦିଲ୍ଲୀ,୧।୭: ନେପାଳ ତଥା ଉତ୍ତରାଖଣ୍ଡର ସୀମାବର୍ତ୍ତୀ ଅଞ୍ଚଳରେ ବାସ କରୁଥିବା ଲୋକଙ୍କର ଯାଞ୍ଚ୍‌ ପାଇଁ ଭାରତ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏସବୁ ଅଞ୍ଚଳରେ ଚାଇନା ଭାଷା କହୁଥିବା ଳୋକଙ୍କ ସଂଖ୍ୟା ଧିରେ ଧୀରେ ବଢ଼ିବାରେ ଲାଗିଥିବାରୁ ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ…

ଅସ୍ଥିକୁ ସୁସ୍ଥ ରଖିବେ କିପରି ଧ୍ୟାନ ଦିଅନ୍ତୁ…

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ ଅସ୍ଥି ଅନ୍ୟତମ। ଏହା ଯଦି ଦୁର୍ବଳ ହୋଇଯାଏ ତେବେ ଆମେ କାମ କରିବା ତ ଅଲଗା କଥା, ଚାଲବୁଲ କରିପାରିବା ନାହିଁ। ଏହାର ଉପଯୁକ୍ତ ଯତ୍ନ ନ ନେଲେ ଆମକୁ ହୁଏତ ବାକି ଜୀବନ…

ରୋଗ ଚିହ୍ନଟର ନୂଆ ଉପାୟ

କେତେକ ରୋଗକୁ ଚିହ୍ନଟ କରିବା ପାଇଁ ପ୍ରକାଶିତ ଲକ୍ଷଣକୁ ବିଶ୍ଳେଷଣ କରାଯାଇଥାଏ। ହେଲେ ଏହି ତାଲିକାରେ ବିଶେଷଜ୍ଞମାନେ ଆଉ ଏକ କଥା ସାମିଲ କରିଛନ୍ତି। ଭାଇରସକୁ ତର୍ଜମା କରି ଜଣେ ବ୍ୟକ୍ତି କେଉଁ ରୋଗରେ ଆକ୍ରାନ୍ତ ତାହା ଜାଣିହେବ। ଏପରି ତଥ୍ୟ…

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ୍‌

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର ଅସନ୍ତୁଳିତ ରହିଲା ତେବେ ତାହା ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟିକରିବା ଯଥେଷ୍ଟ ଆଶଙ୍କା…

ସଂଘର ଡିଜିଟାଲ ଅବତାର: ମୋହନ ଭାଗବତଙ୍କ ସମେତ ୬ ନେତା ଆସିଲେ ଟୁଇଟରରେ

ନୂଆଦିଲ୍ଲୀ,୧।୭: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଓ ଅନ୍ୟ ୬ ଜଣ ଜାୟୀୟ ସ୍ତରର ନେତା ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ଆସିଛନ୍ତି। ଏହି ମାଇକ୍ରୋ ବ୍ଲଗିଙ୍ଗ ସାଇଟରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ସୁରେଶ ଯୋଶୀ, ସୁରେଶ ସୋନି,…

ବାଜପେୟୀ ସରକାରଙ୍କ ସମୟରେ ମଧ୍ୟ ହୋଇଥିଲା ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍‌ ଯୋଜନା

ନୂଆଦିଲ୍ଲୀ,୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ମଧ୍ୟ ପାକିସ୍ତାନ ପରେ ଏୟାର ଷ୍ଟ୍ରାଇକ୍‌ କରାଯିବାର ନିଷ୍ପତ୍ତି ହୋଇଥିଲା। ତେବେ ଶେଷ ମୁହୂର୍ତ୍ତରେ ଏହାକୁ ରଦ୍ଦ କରାଯାଇଥିଲା। ପୂର୍ବତନ ନୌସେନା ମୁଖ୍ୟ ସୁଶୀଲ କୁମାରଙ୍କ ଦ୍ୱାରା ରଚିତ ପୁସ୍ତକରେ…

ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘର ଆନ୍ଦୋଳନ

ତାଳଚେର, ୧।୭(ନି.ପ୍ର.): ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଆରମ୍ଭ ହୋଇଛି। ତାଳଚେର କୋଲ୍ଡଫିଲ୍ଡରୁ ଟ୍ରକ ଯୋଗେ କୋଇଲା ପରିବହନ ସଡ଼କ ପଥରେ ରବିବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତାଳଚେରରୁ ଦୈନିକ ୩/୪…

ଅଧିନାୟକ ଭାବେ କୋହଲି ହାସଲ କଲେ ଏହି ‘ବିରାଟ’ ରେକର୍ଡ

ବର୍ମିଂହାମ, ୧।୭: ଚଳିତ ଆଇସିସି ବିଶ୍ୱକପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ‘ବିରାଟ’ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ବିଶ୍ୱକପରେ ଲଗାତାର ପାଞ୍ଚଟି ଅର୍ଦ୍ଧଶତକ ମାରିବାରେ ସେ ବିଶ୍ୱର ପ୍ରଥମ ଅଧିନାୟକ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ୫୯ ବଲରେ…

ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର…

ଝିଅବିଦା ପୂର୍ବରୁ ବରଙ୍କୁ ହେଲମେଟ୍‌ ପିନ୍ଧାଇଲେ କନ୍ୟା

ମିରଟ,୧।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଏବେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ରାସ୍ତାରେ ଗାଡ଼ି ଚଳାଇବା ସମୟରେ ହେଲମେଟ୍‌ ପିନ୍ଧିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଘରେ ଘରେ ପହଞ୍ଚିଥିବା ପରି ମନେହେଉଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?