Home Left

୧୦୦ କୋଟିର ବ୍ରାଉନ୍‌ ସୁଗାର ଜବତ

ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍‌ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍‌ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍‌ ବର୍ଡର ସମେତ ମଣିପୁର ପୋଲିସ ଶନିବାର ବିଳମ୍ବିତ ରାତିରେ ସେଠାରେ ଚଢ଼ାଉ କରି ଏହାକୁ…

ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍‌ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ

କଟକ ରୋଡ,୧ା୭(ଡି.ଏନ୍‌.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ ପାଇପାରି ନାହିଁ। ଘଟଣାର କିଛିଦିନ ପର୍ଯ୍ୟନ୍ତ ତଦନ୍ତ ଜୋରସୋର ହେବା ପରେ କୌଣସି ତଥ୍ୟ…

ଆଦର୍ଶ ସ୍କୁଲ କ୍ୟାମ୍ପସ ନିର୍ମାଣ ସରିଲାନି; ଛେଣ୍ଡିପଦା ହାଇସ୍କୁଲରେ ଶିକ୍ଷାଦାନ

ଛେଣ୍ଡିପଦା,୧।୭(ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟେଣ୍ଟୁଲୋଇ ପଞ୍ଚାୟତ ଗୋପୀନାଥପୁର ଗ୍ରାମଠାରେ ଚଳିତ ବର୍ଷ ନୂତନ କରି ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା। ପ୍ରଥମ କରି କେବଳ ଷଷ୍ଠ ଶ୍ରେଣୀରେ ପାଠପଢା ଆରମ୍ଭ ହୋଇଥିବାବେଳେ ମୋଟ ୮୧…

କମ୍ପାନୀ କର୍ମଚାରୀଙ୍କ କଲୋନୀରେ ସରକାରୀ ବାବୁ, ପୋଲିସ; ନାଲ୍‌କୋ ଉପରେ ଚାପ ଚର୍ଚ୍ଚା

ଅନୁଗୋଳ ଅଫିସ/ବଅଁରପାଳ, ୧।୭(ଡି.ଏନ.ଏ.) କର୍ମଚାରୀଙ୍କ ପାଇଁ କଲୋନୀ ନିର୍ମାଣ କରିଛି ନାଲ୍‌କୋ। ହେଲେ ପ୍ରାୟ ଶତାଧିକ କ୍ୱାର୍ଟର୍ସରେ ରହୁଛନ୍ତି ସରକାରୀ ଅଧିକାରୀ ଓ ପୋଲିସ। ଭଡ଼ା ଦେଉଥିଲେ ବି ସେମାନେ ଏଠାରେ ରହିବା ନିୟମ ବହିର୍ଭୂତ। ତଥାପି ନାଲ୍‌କୋ ଉପରେ ଚାପ…

ମେଡିକାଲରେ ସିକ୍ୟୁରିଟି ଗାର୍ଡ କାମ କରୁନାହାନ୍ତି; ଡାକ୍ତର-କର୍ମଚାରୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୭-କନ୍ଧମାଳ ଜିଲା ମୁଖ୍ୟ ଚିକିିତ୍ସାଳୟରେ ମୁତୟନ ହୋଇଥିବା ସିକ୍ୟୁରିଟି ଗାର୍ଡ ମନମୁଖି କାର୍ଯ୍ୟ କରୁଛନ୍ତି। ସେମାନେ କାହାରି କଥା ଶୁଣୁ ନାହାନ୍ତିି। ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ସାଧାରଣ ଲୋକଙ୍କ ସମେତ ଡାକ୍ତର, ମେଡିକାଲରେ କାର୍ଯ୍ୟରତ ଅନ୍ୟ କର୍ମଚାରୀଙ୍କ କଥାକୁ…

ଏବେ ସହରକୁ ବିପଦ ସାଳନ୍ଦୀ

ଭଦ୍ରକ ଅଫିସ, ୧।୭ – ସାଳନ୍ଦୀ ନଦୀକୁ ଭଦ୍ରକ ଜିଲାର ଜୀବନରେଖା ବୋଲି କୁହାଯାଉଛି। ହେଲେ ବର୍ତ୍ତମାନ ନଦୀର ଯାହା ଅବସ୍ଥା ବର୍ଷାଋତୁରେ କରାଳ ରୂପ ଧାରଣ କରି ବନ୍ୟାବିତ୍ପାତ ଘଟାଇବ ବୋଲି ଆଶଙ୍କା କରାଯାଉଛି। ଏହି ନଦୀ ଏବେ ଭଦ୍ରକ…

ଟ୍ରେନରୁ ଧରାପଡ଼ିଲେ ୨ ନାବାଳକ ଲୁଟେରା

ବାଲେଶ୍ୱର ଅଫିସ, ୧।୭-ଏକ ନାବାଳକ ଲୁଟେରା ଗ୍ୟାଙ୍ଗ ଦ୍ୱାରା ଚଳନ୍ତା ରେଳଗାଡ଼ିରୁ ମୋଇବାଲ ଫୋନ୍‌ ଚୋରି ଘଟଣା ପଦାକୁ ଆସିଛି। ଏହି ସୂଚନାକୁ ଆଧାର କରି ରେଲବାଇ ପୋଲିସ ତନାଘନା ଚଳାଇଛି। ଶନିବାର ରାତି ପ୍ରାୟ ଦେଢଟା ସମୟରେ ଅପ୍‌ ଲାଇନରେ…

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ସାଲଭାଡର, ୧।୭- ଏକ ରୋମାଞ୍ଚକ ମ୍ୟାଚ୍‌ରେ ଶୁଟ୍‌ଆଉଟ୍‌ରେ ଉରୁଗୁଏକୁ ପରାସ୍ତ କରିବା ପରେ ପେରୁ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି। ଏଥିସହ ଟୁର୍ନାମେଣ୍ଟର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା…

ରାସ୍ତାରେ ଗଦାହୋଇଛି ବାଲି, ମେଟାଲ : ଠିକାଦାରଙ୍କ ଦେଖାନାହିଁ

ନାଉଗାଁ,୧।୭(ସ୍ବ.ପ୍ର.): ନାଉଗାଁ ବ୍ଲକର ବିଭିନ୍ନ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରାମତି ଅଭାବରୁ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅବସ୍ଥା ଏଭଳି ହୋଇ ଯେ, ଗାଡ଼ି ଚଳାଚଳ ତ ଦୂରର କଥା ଚାଲିକି ଯିବା ମଧ୍ୟ କଷ୍ଟକର। ରାସ୍ତା ମରାମତି…

ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରୀ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ ଅଭିଯୋଗ

ଟାଙ୍ଗୀ(ଖୋର୍ଦ୍ଧା),୧ା୭(ଡି.ଏନ୍‌.ଏ.): ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ସରକାରୀ ନୀତିନିୟମ ଓ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି କୁହାଯାଉଥିଲେ ମଧ୍ୟ ଏଭଳି ଗୋଷ୍ଠୀ…

ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ

ଖଣ୍ଡପଡ଼ା,୧ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ,ପାହାଡର ସୁରକ୍ଷା ଜରୁରୀ ଅଟେ। ମାତ୍ର ଆଜିର ମଣିଷ ସମାଜ ନିଜ ଆବଶ୍ୟକତା ପୂରଣ ନିମନ୍ତେ ସବୁବେଳେ ପାହାଡ, ଜଙ୍ଗଲକୁ ଲୁଟ୍‌ କରିବାରେ ଲାଗି ପଡିଛି। ରାଜସ୍ବ ବୃଦ୍ଧି ନିମନ୍ତେ ମଧ୍ୟ ତହସିଲ ପକ୍ଷରୁ ନିଲାମ…

ଫେରି ଯିବ ୧୩୦୦ରୁ ଊର୍ଦ୍ଧ୍ୱ ଆବାସ ଅନୁଦାନ : ଯୋଜନାର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ

ନୂଆଗାଁ,୧।୭(ଡି.ଏନ୍‌.ଏ.): ଗରିବ ଲୋକଙ୍କ ଜୀବନ କଚ୍ଚା ଚାଳ ଘରେ ବିତୁଥିବାବେଳେ ସରକାରଙ୍କ ଆବାସ ଯୋଜନାରେ ପକ୍କା ଘରଟିଏ ପାଇବା ପାଇଁ ଅନେକେ ସ୍ବପ୍ନ ଦେଖିଥାନ୍ତି। କିନ୍ତୁ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଆବାସ ଯୋଜନାର ସଫଳ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?