Home Left

ପୂର୍ବତନ ପ୍ରେମିକା ଏବଂ ସ୍ତ୍ରୀଙ୍କ ସହ ଗୋଟିଏ ଫ୍ରେମ୍‌ରେ ନଜର ଆସିଲେ ଯୁବରାଜ ସିଂ

କ୍ରିକେଟରୁ ଅବସର ନେବା ପରେ ଯୁବରାଜ ସିଂ ମାୟାନଗରୀ ମୁମ୍ବାଇରେ ଏକ ପାର୍ଟିର ଆୟୋଜନ କରିଥିଲେ। କ୍ରିକେଟ ଜଗତଠାରୁ ଆରମ୍ଭ କରି ବଲିଉଡ କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। ଯୁବରାଜଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ କିମ୍‌ ଶର୍ମା ମଧ୍ୟ…

୧୩୨ ବର୍ଷ ପରେ ସର୍ବସାଧାରଣଙ୍କ ପାଇଁ ଖୋଲିଲା ମଧ୍ୟପ୍ରଦେଶର ପଚମଢ଼ୀ ରାଜଭବନ

ମଧ୍ୟପ୍ରଦେଶର ଗ୍ରୀଷ୍ମକାଳୀନ ପଚମଢ଼ୀ ରାଜଭବନ ଦୀର୍ଘ ୧୩୨ ବର୍ଷ ପରେ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଲୋକେ ଏହାର ପୁରୁଣା ବିଲିଡିଂ ଏବଂ ସାମଗ୍ରୀ ଦେଖି ଆଶ୍ଚର୍ଯ୍ୟ ହେବା ସହ ଏହାର ସୌନ୍ଦର୍ଯ୍ୟ ଉପଭୋଗ କରୁଛନ୍ତି। ୧୯୬୭ ମସିହାରେ ଶେଷଥର ପାଇଁ…

ସଚେତନ ବାର୍ତ୍ତା ନେଇ କେନ୍ଦୁଝରରୁ ପୁରୀ ସାଇକେଲ ଯାତ୍ରା

କେନ୍ଦୁଝର,୩୦।୬(ସ୍ବ.ପ୍ର.): ସଚେତନତା ଯାତ୍ରାରେ ସଦର ବ୍ଲକ କାଉଁରୀକଳା ପଞ୍ଚାୟତ ଅନ୍ତର୍ଗତ ବଉଳମାଳ ଗ୍ରାମର ଜଣେ ଯୁବକ ସାଇକେଲରେ ପୁରୀ ବାହାରିଛନ୍ତି। ସେ ହେଲେ ତୁଳସୀ ମହାନ୍ତଙ୍କ ପୁତ୍ର ଲୋକନାଥ (୨୬)। ଜଙ୍ଗଲ, ବନ୍ୟଜନ୍ତୁ ସୁରକ୍ଷା ତଥା ପର୍ଯ୍ୟାବରଣର ସଚେତନତା ବାର୍ତ୍ତା ନେଇ…

ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ପ୍ରଯୋଜକ ଭାବେ ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ…

ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ ୫ ଉଇକେଟ ନେବା ସହ ଷ୍ଟାର୍କ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ବିଶ୍ୱକପ୍‌…

କାନ୍ଦାହାର ବିସ୍ଫୋରଣ: ୮ ମୃତ

କାନ୍ଦାହାର,୩୦।୬: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ମାରୁଫ ଜିଲାରେ ରବିବାର ବିସ୍ଫୋରଣ ଘଟି ଅତିକମ୍‌ରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ମୁତାବକ ତାଲିବାନ ଦ୍ୱାରା ଆତ୍ମଘାତୀ ବିସ୍ଫୋଣର କରାଯାଇଥିଲା। ଏଥିରେ କେତେଜଣ ସୁରକ୍ଷାକର୍ମୀ ଆହତ…

ପ୍ରେମିକଙ୍କୁ ଖାଦ୍ୟରେ ରକ୍ତ ମିଶାଇ ଖାଇବାକୁ ଦେଉଥିଲେ ପ୍ରେମିକା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୩୦।୬: ଅନ୍ଧବିଶ୍ବାସକୁ ଯଦି ଆସ୍ଥା ମିଳିଯାଏ, ତେବେ ଅନେକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସେ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ। ଏଠାରେ ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ରହୁଥିବା ଜଣେ ଯୁବତୀ ନିଜ ପ୍ରେମିକଙ୍କୁ ବଶୀଭୂତ କରି ରଖିବା…

ବର୍ଷାଦିନେ ପିଅନ୍ତୁ ନାହିଁ ଅତ୍ୟଧିକ ଅଦା ଚା’, ଭୋଗିପାରନ୍ତି ଏସବୁ ସମସ୍ୟା

ବର୍ଷାଦିନରେ ଅଧିକାଂଶ ଲୋକ ଅଦା ଚା’ ପିଇବାକୁ ପସନ୍ଦ କରିଥାନ୍ତି। ଅଦା ଚା’ ଥଣ୍ଡା ଦୂର କରିବା ସହ ହଜମ ପ୍ରକ୍ରିୟାକୁ ସହଜ କରେ। ମାତ୍ର ଆବଶ୍ୟକତାରୁ ଅଧିକ ଅଦା ଚା’ ପିଇଲେ ଏହା ଶରୀର ପାଇଁ ଅନେକ ସମସ୍ୟା ସୃଷ୍ଟି…

ଶାହିନଙ୍କ ନାମରେ ବିଶ୍ୱକପ୍‌ ରେକର୍ଡ

ଲିଡ୍ସ,୩୦।୬- ଚଳିତ ବିଶ୍ୱକପ୍‌ରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ପାକିସ୍ତାନ ବୋଲର ଶାହିନ ଆଫ୍ରିଦୀ ୪ ଉଇକେଟ ନେଇ ଏକ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ୧୦ ଓଭର ବୋଲିଂ କରି ୪୭ ରନ୍‌ ଖର୍ଚ୍ଚକରି ୪ ଉଇକେଟ ନେଇଥିଲେ।…

ମାଙ୍କଡକୁ ପାଣି ପିଆଇଲେ ସଲମାନ

ବଲିଉଡର ଭାଇଜାନ୍‌ ସଲମାନ ଖାନ କେବଳ ଜଣେ ମଣିଷ ପ୍ରେମୀ ନୁହଁନ୍ତି, ସେ ପଶୁପକ୍ଷୀମାନଙ୍କୁ ବି ବେଶ୍‌ ଭଲ ପାଆନ୍ତି।ଏହାର ଏକ ଉଦାହରଣ ନିକଟରେ ଦେଖିବାକୁ ମିଳିଛି। ସଲ୍ଲୁ ନିଜ ହାତରେ ଏକ ମାଙ୍କଡକୁ ପାଣି ପିଆଇଛନ୍ତି। ଏହାର ଏକ ଭିଡିଓ…

ଗ୍ରୀଷ୍ମ ଯୋଗୁ ରାଜଧାନୀରେ ବଢିଲା ସ୍କୁଲ ଛୁଟିର ଅବଧି

ନୂଆଦିଲ୍ଲୀ,୩୦।୬: ରାଜଧାନୀ ଦିଲ୍ଲୀରେ ଏପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ କମି ନ ଥିବାରୁ ଏଠାକାର ସରକାରୀ ଓ ବେସରକାରୀ ସ୍କୁଲର ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରଥମରୁ ଅଷ୍ଟମ ଶ୍ରେଶୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଏହି ଅବଧି ଜୁଲାଇ ୮ ପର୍ଯ୍ୟନ୍ତ ବୃଦ୍ଧି…

ଗୁଗୁଲ ମ୍ୟାପ ଦେଖି କାଦୁଅରେ ଫସିଗଲେ ଶହେ ଗାଡି

ଓ୍ବାଶିଂଟନ,୩୦।୬: ଗୁଗୁଲ ସବୁବେଳେ ସଠିକ୍‌ ତଥ୍ୟ ଦେଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ହେଲେ ଆମେରିକାର କିଛି ଲୋକ ଏହା ଉପରେ ବିଶ୍ୱାସ କରି ଏବେ ଫସି ଯାଇଛନ୍ତି। ସୂଚନା ଅନୁଯାୟୀ, ଆମେରିକାର କଲରାଡୋରେ ଥିବା ଡେନଓ୍ବର ବିମାନ ବନ୍ଦରକୁ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?