Home Left

ପାକିସ୍ତାନରେ ଜୋର୍‌ ଜବରଦସ୍ତ କରାଯାଉଛି ଧର୍ମ ପରିବର୍ତ୍ତନ: ଆମେରିକା ରିପୋର୍ଟ

ଇସଲାମାବାଦ୍‌,୩୦।୬: ପାକିସ୍ତାନରେ ହିନ୍ଦୁ ବାଳିକାଙ୍କୁ ଜୋର୍‌ ଜବରଦସ୍ତ ଧର୍ମ ପରିବର୍ତ୍ତନ କରାଯାଉଛି। ଏନେଇ ଆମେରିକା ଦ୍ୱାରା ପ୍ରକାଶିତ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଫଳରେ ପାକିସ୍ତାନରେ ସଂଖ୍ୟାଲଘୁ ହିନ୍ଦୁ ନିଜକୁ ସୁରକ୍ଷିତ ମଣୁ ନ ଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ…

ସବୁଜିମାଭରା ଅଟୋ

ଗ୍ରାହକଙ୍କୁ ଯିଏ ଯେତେ ଆକୃଷ୍ଟ କରିପାରେ ତା’ର ବ୍ୟବସାୟ ସେତେ ବଢିଥାଏ। ସେଇଥିପାଇଁ ତ କିଏ କେତେପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି ଗ୍ରାହକଙ୍କୁ ନିଜ ପାଖକୁ ଟାଣିବା ପାଇଁ। ମହାରାଷ୍ଟ୍ରର ପୁଣେରେ ଏକ ଅଟୋ ଡ୍ରାଇଭର୍‌ ତ ଏଭଳି ପନ୍ଥା ଆପଣେଇଛନ୍ତି…

ଶରତ ଋତୁରେ ପତ୍ନୀଙ୍କ ସହ ପାକିସ୍ତାନ ଭ୍ରମଣରେ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ

ଲଣ୍ଡନ,୩୦।୬: ପ୍ରିନ୍ସ ଓ୍ବିଲିୟମ୍ସ ଓ ଡଚେସ୍‌ ଅଫ୍‌ କେମ୍ବ୍ରିଜ୍‌ କେଟେ ମିଡିଲଟନ୍‌ ଆସନ୍ତା ଶରତ ଋତୁରେ ପାକିସ୍ତାନ ଭ୍ରମଣରେ ଯିବେ ବୋଲି ଜଣାପଡିଛି। କେନସିଂଟନ୍‌ ପ୍ୟାଲେସ ପକ୍ଷରୁ ଏକ ପ୍ରେସ୍‌ ରିଲିଜରେ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ପାକିସ୍ତାନ ହାଇକମିଶନର…

‘ମୋ ପେଁକାଳି ବଜେଇଦେ’ ନାଟକର ମିତା ଚରିତ୍ରରୁ ମୁକୁଳି ପାରିନି: ସୁକାନ୍ତି ପାଢ଼ୀ

ସୁକାନ୍ତି ପାଢ଼ୀ ନିଜ ନାମରେ ଯେତିକି ପରିଚିତ ନୁହନ୍ତି; ‘ମୋ ପେଁକାଳି ବଜେଇଦେ’ ନାଟକର ଭଉଣୀ ଚରିତ୍ର ସସ୍ମିତା ଜଗଦେବ ଭାବରେ ତା’ଠୁ ବେଶି ପରିଚିତ। ଗୋଟେ ଦିନ ଥିଲା ଭାଇଭଉଣୀର କଥା ଉଠିଲେ ପେଁକାଳି ନାଟକର ଭାଇ ଭଉଣୀ ଚିନ୍ମୟ…

କାଳିଆ ପାଇଁ ଲୋଡ଼ା ରାଉତପଡ଼ାର ପାଟ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବାକୁ ନେଇ ସ୍ବତନ୍ତ୍ର ପ୍ରଥା, ପରମ୍ପରା ରହିଛି। ଏଥିପାଇଁ ସେବାକାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି ସେବକ ଓ ଭକ୍ତଗଣ। ତେବେ ବିଭୁ କୃପାରେ ଆନନ୍ଦିତ ହେଉଥିବା ଭକ୍ତ ବର୍ଷର ଅନ୍ୟ ଦିନ ଅପେକ୍ଷା ରଥଯାତ୍ରା ପାଇଁ ଶ୍ରୀଜୀଉଙ୍କ ନିମନ୍ତେ…

୧୭ ବର୍ଷ ଧରି ଚାଲିଥିବା ଯୁଦ୍ଧ ହେବ ଶେଷ: ଆମେରିକା-ତାଲିବାନ୍‌ ମଧ୍ୟରେ ୭ମ ପର୍ଯ୍ୟାୟ ଶାନ୍ତି ଆଲୋଚନା

ଦୋହା,୩୦।୬: ଆଫଗାନୀସ୍ତାନରେ ୧୭ ବର୍ଷ ଧରି ଜାରି ରହିଥିବା ଗୃହଯୁଦ୍ଧ ଶେଷ ହେବାର ସମ୍ଭାବନା ଦେଖାଦେଇଛି। ଏନେଇ ଆମେରିକା ଏବଂ ତାଲିବାନ୍‌ର ପ୍ରତିନିଧିସ୍ତରୀୟ ୭ମ ପର୍ଯ୍ୟାୟ ଶାନ୍ତି ଆଲୋଚନା ଦୋହାଠାରେ ଆରମ୍ଭ ହୋଇଛି। ଏନେଇ ତାଲିବାନ୍‌ ମୁଖପାତ୍ର ଜବିୟୁଲାହ ମୁଜାହିଦ୍ଦ୍‌ ସୂଚନା…

ନୂଆ ଓଡ଼ିଆ ସିନେମା ‘ଅଭିମାନ’ରେ ସବ୍ୟସାଚୀଙ୍କୁ ମିଳିଛି ମନଲାଖି ଭୂମିକା: ସ୍କ୍ରିନ୍‌ ଶେୟାର କରିବେ ଅର୍ଚ୍ଚିତା

ବେଳେବେଳେ ଆଶା କରୁଥିବା ଜିନିଷ ହାତ ପାଆନ୍ତାରେ ମିଳିଯାଏ। ଦେଖୁନାହାନ୍ତି ମନପସନ୍ଦର ଭୂମିକାଟିଏ ପାଇବା ପରେ ଓଲିଉଡ୍‌ର ପାଗଳପ୍ରେମୀ ସବ୍ୟସାଚୀ କେମିତି ଖୁସିରେ ଉଛୁଳୁଛନ୍ତି। ଓଡ଼ିଆ-ଛତିଶଗଡି ଫିଲ୍ମ ‘ମାଲ ମହୁ ଜୀବନ ମାଟି : ଭାଗ୍ୟର ନୋ ଗ୍ୟାରେଣ୍ଟି’ରେ ତାଙ୍କୁ ଏକ…

ପ୍ରଥମ ରୋଜଗାର ଟଙ୍କା ବୋଉ ହାତରେ ଦେଇଥିଲି: ପ୍ରକୃତିବନ୍ଧୁ ରାଜକିଶୋର ପାଣିଗ୍ରାହୀ

ରାଜ୍ୟପାଳ ପୁରସ୍କୃତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ରାଜକିଶୋର ପାଣିଗ୍ରାହୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ କଣ୍ଟାବାଡ଼ ଗାଁରେ ମୋର ଜନ୍ମ। ମୋତେ ଯେତେବେଳେ ମାତ୍ର ୬ ମାସ ହୋଇଥିଲା ବାପାଙ୍କର…

ଶ୍ରୀମନ୍ଦିରରେ ପ୍ରଚଳିତ ‘ମଣୋହି’ ବ୍ୟବସ୍ଥା: ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଆପଣାପଣିଆର ପ୍ରତୀକ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତି କାନ୍ତି ଠାରୁ ଆରମ୍ଭ କରି ପ୍ରଚଳିତ ବିଧି-ବ୍ୟବସ୍ଥା ସବୁକିଛି ସ୍ବତନ୍ତ୍ର। ସେମିତି ଭକ୍ତି ଭାବନାରେ ମହାପ୍ରଭୁଙ୍କୁ ଭୋଗ ଅର୍ପଣ କରିବାକୁ କୁହାଯାଏ ‘ମଣୋହି’। ଏହିଭଳି ସାତପ୍ରକାର ମଣୋହି ବ୍ୟବସ୍ଥା ଶ୍ରୀମନ୍ଦିରରେ ପ୍ରଚଳିତ। ଯାହା ଭକ୍ତ ଓ ଭଗବାନଙ୍କ…

ମର୍କତନଗର ଥାନାର ସୁରକ୍ଷା ଢିଲା: ଥାନା ଟେବୁଲ ଅଧିକାରୀମାନଙ୍କ ପାଇଁ ପାଲଟିଛି ବେଡ୍‌

ନରାଜ,୩୦ା୬(ଡିଏନ୍‌ଏ): ଶନିବାର ଅପରାହ୍ନ ପ୍ରାୟ ୩.୩୦। ମର୍କତନଗର ଥାନାର ମହିଳା ଓ ଶିଶୁ କଲ୍ୟାଣ ଡେସ୍କ ପ୍ରକୋଷ୍ଠ କବାଟ ଭିତରୁ ଆଉଜା ହୋଇଥାଏ। କବାଟ ଖୋଲି ଭିତରକୁ ଯିବାବେଳକୁ ଲାଇଟ୍‌ ବନ୍ଦ ହୋଇଥାଏ ଓ ପଙ୍ଖା ବୁଲୁଥାଏ। ପ୍ରକୋଷ୍ଠର ଟେବୁଲ ଉପରେ…

ଅଣସର ଦର୍ଶନ ୧୧ ଦିନରେ: ନଟବର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ବ୍ରହ୍ମଗିରି, ୩୦ା୬(ଡି.ଏନ୍‌.ଏ.): ଦେବ ସ୍ନାନ ପୂର୍ଣ୍ଣମୀରେ ଶ୍ରୀଜୀଉମାନେ ମହାସ୍ନାନ ପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏପଟେ ମହାପ୍ରଭୁ ଅଲାରନାଥଙ୍କ ନିକଟରେ ଚାଲିଛି ଅଣସର ଦର୍ଶନ। ଶନିବାର ଥିଲା ଖଳିଲାଗି ଏକାଦଶୀ। ଏହି ଅବସରରେ ମହାପ୍ରଭୁଙ୍କୁ ଖଳିଲାଗି କରାଯାଇଥିବା ସମୟରେ…

ରଥ, ଭକ୍ତ ମଝିରେ ନାଗ ନାଗୁଣୀ

ପୁରୀ ଅଫିସ, ୩୦ା୬: ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୪ଦିନ ପରେ ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଅଗଣିତ ଭକ୍ତ ରଥାରୂଢ ଚତୁର୍ଦ୍ଧାବିଗ୍ରହଙ୍କୁ ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିରକୁ ଟାଣିନେବେ। ତେବେ ଯେଉଁ ଦଉଡ଼ିକୁ ଭକ୍ତମାନେ ଟାଣିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?