ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ: ବାହାରୁନାହିଁ ସମାଧାନ ବାଟ
ବଲାଙ୍ଗୀର ଅଫିସ, ୩୦ା୬ ବଲାଙ୍ଗୀର ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଗତ ପ୍ରାୟ ୧୦ ମାସ ହେଲା ବନ୍ଦ ପଡିଛି ା ୨୦୧୩ ଭୂମି ଅଧିଗ୍ରହଣ ଆଇନ କାର୍ଯ୍ୟକାରୀ କରି ଉଚିତ୍ କ୍ଷତିପୂରଣ ଓ ଥଇଥାନ କରିବାକୁ ଦାବି…
୨ ଦିନରେ ବଦଳି ଗଲା ସିଏସ୍ଓଙ୍କ ନିଷ୍ପତ୍ତି
ଫୁଲବାଣୀ ଅଫିସ, ୩୦|୬-କନ୍ଧମାଳ ଜିଲା ଯୋଗାଣ ବିଭାଗର ଚାଲିଥିବା କଳା କାରନାମା ଧୀରେ ଧୀରେ ପଦାକୁ ଆସୁଛି। ଏକ ଟ୍ରାନ୍ସପୋର୍ଟକୁ କିପରି ଯୋଗାଣ ବିଭାଗ ସହଯୋଗ କରୁଛି ତାହା ଏକ ଚିଠିରୁ ସ୍ପଷ୍ଟ ହୋଇଛି। କାହିଁକି ଏବଂ କେଉଁ ସ୍ବାର୍ଥରେ ସେହି…
ଡାକ୍ତରଖାନାରେ ୫ ଅନଶନକାରୀ ଚିକିତ୍ସାଧୀନ: ପ୍ରତିଶ୍ରୁତି ପରେ ଅନଶନ ସ୍ଥଗିତ ରଖିଲା ଭିନ୍ନକ୍ଷମ ମଞ୍ଚ
କପ୍ତିପଦା,୩୦।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ଭିନ୍ନକ୍ଷମ ମଞ୍ଚ ପକ୍ଷରୁ ୭ ଦଫା ଦାବି ନେଇ ଗତ ବୁଧବାରଠାରୁ ଧାରଣା ଓ ଆମରଣ ଅନଶନ ଆନ୍ଦୋଳନ ଜାରି ରହିଥିଲା। ପ୍ରଶାସନ ପକ୍ଷରୁ ଦାବି ପୂରଣ କରାଯିବା ଲାଗି ଆଶ୍ୱାସନା ଦିଆଯିବାରୁ ଶନିବାର ଅନଶନକୁ ସ୍ଥଗିତ…
ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର
ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି। ବାରିପଦା ଜଗନ୍ନାଥ ମନ୍ଦିରର ସେବାୟତମାନେ ଶନିବାର ଭୁବନେଶ୍ୱର ଯାଇ ରାଜ୍ୟ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ…
ୱାଲର୍ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ
ଭୁବନେଶ୍ୱର ୩୦।୬(ସ୍ପୋଟର୍ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍ରେ ଅଧ୍ୟୟନରତ ଦୂତୀ ଚାନ୍ଦ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ନେତୃତ୍ୱ ନେବେ। ଉଦ୍ଘାଟନୀ ଉତ୍ସବରେ ଦୂତୀ…
ପାରାଲିସିସ୍ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍ଘାତରେ ଏହା ମହୌଷଧୀ ଭଳି କାମ କରେ। ତେବେ ରସୁଣ ସହିତ ମହୁ ମିଶାଇ ଖାଇଲେ ପାରାଲିସିସ୍ରୁ ସହଜରେ…
ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ପ୍ରସଙ୍ଗ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ
ଛତ୍ରପୁର,୨୯।୬(ଡି.ଏନ.ଏ.)-ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଶନିବାର ଥମିଛି। ତ୍ରିପାକ୍ଷିକ ଆଲୋଚନା ବୈଠକ ପରେ ବିସ୍ଥାପିତ ତଥା ଟାଟା ପ୍ରକଳ୍ପରେ ଏହାର ସହଯୋଗୀ ସଂସ୍ଥା ଟିଏସ୍ ଆଲଏଜ୍ରେ କାମ କରୁଥିବା ଶ୍ରମିକମାନଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ଶନିବାର ସନ୍ଧ୍ୟାରେ ଥମିଛି। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ…
ମାଓବାଦୀଙ୍କ ଗୁଳିରେ ଜିଆର୍ଏସ୍ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ
ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍ଏସ୍ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା। ମୃତ ସଂଯୁକ୍ତାଙ୍କ ସ୍ବାମୀ ଜିମେନ୍ଦ୍ର ଦିଗାଲଙ୍କୁ ସରକାରୀ ସହାୟତା ମିଳିଛି। ଜିଲା ପ୍ରଶାସନର ଏକ…
ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ ଜାତୀୟ କ୍ରିକେଟ୍ ଏକାଡେମୀ (ଏନ୍ସିଏ)ର ‘ହେଡ୍ ଅଫ୍ କ୍ରିକେଟ୍’ ଭାବେ ଡ୍ରାଭିଡ ଆଗାମୀ ୨…
‘ଧୋନୀ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍’
ମୁମ୍ବାଇ, ୨୯।୬(ପି.ଟି.)-ଚଳିତ ବିଶ୍ୱକପ୍ର ବଳକା ମ୍ୟାଚ୍ ଲାଗି ଭାରତୀୟ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀ ଗୁରୁତ୍ୱପୂର୍ଣ୍ଣ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଡିନ୍ ଜୋନ୍ସ କହିଛନ୍ତି। ନିକଟରେ ଆଫଗାନିସ୍ତାନ ଓ…
ବିବାହର ୧୪ ମାସ ପରେ ପ୍ରେମକାହାଣୀ କହିଲେ ସୋନମ କପୁର
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ବିବାହର ୧୪ ମାସ ପରେ ନିଜ ପ୍ରେମକାହାଣୀ ଫ୍ୟାନମାନଙ୍କୁ ଜଣାଇଛନ୍ତି। ୮ ମେ ୨୦୧୮ରେ ସୋନମ ଆନନ୍ଦ ଆହୁଜାଙ୍କୁ ପ୍ରେମ ବିବାହ କରିଥିଲେ। ବିବାହର ଦୀର୍ଘଦିନ ପରେ କେମିତି ଆନନ୍ଦଙ୍କ ସହ ପ୍ରେମ ହେଲା ସେ…
ଶିକ୍ଷକଙ୍କଠାରୁ ଲୁଟ୍ କରି ପଳାଉଥିବା ବେଳେ ଧରା ପଡ଼ିଲେ ଲୁଟେରା
ବସ୍ତା, ୨୯।୬(ସ୍ବ.ପ୍ର) : ବାଲେଶ୍ୱର ଜିଲା ବସ୍ତା ଓ ତାହାର ଆଖପାଖ ଅଞ୍ଚଳରେ ଲୁଟେରାଙ୍କ ଦୌରାମତ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଲୁଟେରାମାନେ ବିଶେଷ କରି ବିଭିନ୍ନ ବ୍ୟାଙ୍କରୁ ବାହାରୁଥିବା ଲୋକଙ୍କ ଉପରେ ତୀକ୍ଷ୍ଣ ନଜର ରଖି ସେମାନଙ୍କ ଦୃଷ୍ଟି…

