ରାଜପଥରେ ଓଲଟିଲା ବିଲାତି ବୋଝେଇ ଟ୍ରକ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର
ରୂପ୍ସା/ବସ୍ତା, ୨୯।୬(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ୍ଠାରେ ଏକ ବିଲାତି ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଏହି ଟ୍ରକ (ନଂ.ଡବ୍ଲ୍ୟୁବି୧୭ଏନ୍-୨୦୩୫) ବାଙ୍ଗାଲୋରରୁ ବିଲାତି ବୋଝେଇ କରି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଭାରସାମ୍ୟ ହରାଇ…
କୁଲଡ଼ିହାରେ ବନ୍ୟଜନ୍ତୁ ଅସୁରକ୍ଷିତ : ୩ କୁକୁର ଆକ୍ରମଣରେ ହରିଣ ମୃତ
ସଜନାଗଡ଼, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଥିବା କୁଲଡିହା ଅଭୟାରଣ୍ୟରେ ବନ୍ୟପ୍ରାଣୀ ଏବେ ଅସୁରକ୍ଷିତ ହୋଇପଡିଛନ୍ତି। ଶୁକ୍ରବାର କୁଲଡିହା ଅଭୟାରଣ୍ୟ ଅଧୀନ ତଥା ହାତୀଖୁଲିଆ-କୁନ୍ଦୁଡ଼ି ରାସ୍ତାରେ ୩ଟି ବୁଲା କୁକୁର ହରିଣକୁ ଆକ୍ରମଣ କରିଥିଲେ। ହରିଣ ପ୍ରାଣ ବିକଳରେ ଦୌଡୁଥିବା ବେଳେ…
ବିଳମ୍ବ ହେଉଛି ରାସ୍ତା ସମ୍ପ୍ରସାରଣ କାମ : ଥଇଥାନ ହୋଇ ପାରୁନାହାନ୍ତି ବ୍ୟବସାୟୀ
ବଇଣ୍ଡା,୨୯।୬(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥକୁ ୪ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯାଉଛି। ୨ ଲେନ ବିଶିଷ୍ଟ ରାସ୍ତାକୁ ୪ ଲେନ କରି ସମ୍ପ୍ରସାରଣ କରାଯାଉଥିବାବେଳେ ବିଳମ୍ବକୁ ନେଇ ବ୍ୟବସାୟୀ ତଥା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଶେଷ କରି…
ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା
ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ…
ପେଟ ବୃଦ୍ଧି କମାଇବା ସହ କୋଷ୍ଠକାଠିନ୍ୟ ଦୂର କରେ ଗୋଲମରିଚ
ଗୋଲମରିଚକୁ କେବଳ ମସଲା ଭାବେ ବ୍ୟବହାର କରିହେବ ତାହା ନୁହେଁ, ଏହାର ବହୁ ଔଷଧୀୟ ଗୁଣ ମଧ୍ୟ ରହିଛି। ଆୟୁର୍ବେଦ ଅନୁଯାୟୀ, ସକାଳେ ଅଳ୍ପ ଉଷୁମ ପାଣିରେ ଗୋଲମରିଚ ମିଶାଇ ପିଇଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ପେଟ…
ଏହି ପେଟ୍ରୋଲ ପମ୍ପରେ ଡିଜେଲ, ପେଟ୍ରୋଲ ବ୍ୟତୀତ ମିଳିଥାଏ ଏସବୁ ସାମଗ୍ରୀ
ସାଧାରଣତଃ ପେଟ୍ରୋଲ ପମ୍ପରେ ଡିଜେଲ ଏବଂ ପେଟ୍ରୋଲ ମିଳିଥାଏ ବୋଲି ସମସ୍ତଙ୍କୁ ଜଣା। କିନ୍ତୁ ଏମିତି ଏକ ପେଟ୍ରୋଲ ପମ୍ପ ରହିଛି ଯେଉଁଠି ଡିଜେଲ, ପେଟ୍ରୋଲ ସହ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ମିଳିଥାଏ। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ଗାଁରେ ନାହିଁ ଗୋଟିଏ ବି ମୁସଲମାନ ପରିବାର ହେଲେ ହିନ୍ଦୁ କରୁଛନ୍ତି ମସ୍ଜିଦର ଦେଖାରଖା
ପଞ୍ଜାବ ଲୁଧିଆନାର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ରହିଛି ହେଣ୍ଡୋ ବେଟ ଗାଁ। ଏଠାରେ ଥିବା ଏକ ମସ୍ଜିଦ ପରାଧିନ ଭାରତର ଗାଥା ବଖାଣିଥାଏ। କାରଣ ପୂର୍ବରୁ ଏଠାରେ ପାଖାପାଖି ୫୦ ଜଣ ମୁସଲମାନ ପରିବାର ରହୁଥିବା ବେଳେ…
ବଡ଼ବିଲ କୋର୍ଟରେ ଯୋଗଦେଲେ ନୂତନ ଜେଏମ୍ଏଫ୍ସି
ବଡ଼ବିଲ,୨୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍ କମ୍ ଜେଏମ୍ଏଫ୍ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟରେ ଗତ ୨୩ ତାରିଖରୁ ଖାଲିପଡ଼ିଥିବା ମାଜିଷ୍ଟ୍ରେଟ ପଦବୀ ଶନିବାର ପୂରଣ ହୋଇଛି। ନୂତନ ମାଜିଷ୍ଟ୍ରେଟ ଭାବେ ପତିତପାବନ ପଣ୍ଡା ଯୋଗଦେଇଛନ୍ତି। ସେଥି ନିମନ୍ତେ ବଡ଼ବିଲ…
୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…
ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍ ଶ୍ୟାମ୍ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ…
ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର
ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ ଠିଆ ହୋଇଥିବା ସିଜି ୦୪ ଏମ୍କ୍ୟୁ ୬୩୦୧ ନମ୍ବର ବିଶିଷ୍ଟ ଏକ ୧୪ ଚକିଆ…
କୋହଲିଙ୍କ ଉଇକେଟ ଲକ୍ଷ୍ୟରେ ଅଲି
ବର୍ମିଂହାମ,୨୯।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଏଠାରେ ଚଳିତ ବିଶ୍ୱକପ୍ର ମ୍ୟାଚ୍ ଖେଳାଯିବ। ଆୟୋଜକ ଦଳ ଲାଗି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଇକେଟ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଇଂଲଣ୍ଡ ଦଳର ଅଲରାଉଣ୍ଡର ମୋଏନ ଅଲି ନିଜ ପାଇଁ ଲକ୍ଷ୍ୟ ସ୍ପଷ୍ଟ…
ଟିମ୍ ଇଣ୍ଡିଆର ନୂଆ ଜର୍ସି: କଂଗ୍ରେସ ସମର୍ଥକ କ୍ଷୁବ୍ଧ
ବର୍ମିଂହାମ,୨୯।୬- ଭାରତୀୟ ଦଳ ତା’ର ପରବର୍ତ୍ତୀ ଇଂଲଣ୍ଡ ବିପକ୍ଷ ଲିଗ୍ ପର୍ଯ୍ୟାୟ ମ୍ୟାଚ୍ରେ କମଳା ରଙ୍ଗର ଜର୍ସି ପିନ୍ଧିବ। ଜର୍ସିର ନୂଆ ଲୁକ୍ ସାମ୍ନାକୁ ଆସିବା ପରେ କେତେଜଣ ପ୍ରଶଂସକ ଏହାକୁ ପସନ୍ଦ କରିଥିବାବେଳେ ଆଉ କିଛି ନା ପସନ୍ଦ କରିବା…

