Home Left

ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ ମାସରେ ଧାନ ବିକିଛନ୍ତି। କିନ୍ତୁ ଏ ପର୍ଯ୍ୟନ୍ତ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ…

ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର ପ୍ରଦୀପ ଦାସ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ, ପ୍ରଦୀପ…

ସୁହାନାଙ୍କ ଗ୍ରାଜୁଏଶନ ସେରିମନିର ଫଟୋ ଶେୟାର କଲେ ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ ଓ ଗୌରି ଖାଁଙ୍କ ଏକମାତ୍ର ଝିଅ ସୁହାନା ଏବେ ଗ୍ରାଜୁଏଟ ହୋଇଯାଇଛନ୍ତି। ଏହି ଖୁସିରେ କିଙ୍ଗ ଖାନ୍‌ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶୁକ୍ରବାର ସୁହାନାଙ୍କ ଗ୍ରାଜୁଏଶନ ସେରିମନିରେ ଯୋଗ ଦେଇଥିବା ଗୌରି…

ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତେଜସ୍ବୀଙ୍କ ଘର ବାହୁଡା: ବଖାଣିଲେ ନିଖୋଜ ହେବାର କାହାଣୀ

ପାଟନା,୨୯।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ନିଖୋଜ ହୋଇଯାଇଥିବା ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ନେତା ତେଜସ୍ବୀ ଯାଦବ ଏବେ ନିଜ ସ୍ଥାନକୁ ଫେରିଛନ୍ତି। ଏଥିସହ କାହିଁକି ସେ ଏତେ ଦିନ ନିଖୋଜ ହୋଇଯାଇଥିଲେ ତାର କାରଣ ସର୍ବସମ୍ମୁଖରେ ରଖିଛନ୍ତି।…

କାହିଁକି ଆରମ୍ଭରୁ ଚର୍ଚ୍ଚାରେ ରହୁଛି ‘ଆର୍ଟିକଲ ୧୫’

ମୁମ୍ବାଇ: ‘ମୁଲ୍କ’ ପରେ ଲେଖକ ତଥା ନିର୍ଦ୍ଦେଶକ ଅନୁଭବ ସିହ୍ନା ପୁଣି ଥରେ ଏକ ନିର୍ଦ୍ଦିଷ୍ଟ ବିଷୟକୁ ନେଇ ଫିଲ୍ମ ନିର୍ମାଣ କରିଛନ୍ତି। ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ ୧୫’ ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଆସିଥିବା ବେଳେ ଏବେ…

କାରଗିଲ୍‌ ଯୁଦ୍ଧରେ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ ବାଜପେୟୀ

ନୂଆଦିଲ୍ଲୀ,୨୯।୬: କାରଗିଲ୍‌ ଯୁଦ୍ଧରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପାକିସ୍ତାନରେ ଏୟାର ଷ୍ଟ୍ରାଇକ୍‌ କରିବାକୁ ଚାହୁଁ ନ ଥିଲେ। ଏନେଇ ଭାରତୀୟ ବାୟୁସେନାର ପୂର୍ବତନ ଚିଫ୍‌ ମାର୍ଶାଲ୍‌ ଅନୀଲ୍‌ ଟିପନିସ୍‌ ପ୍ରକାଶ କରିଛନ୍ତି। ଏହା ସହିତ ବାଜପେୟୀ ସ୍ଥଳସେନାକୁ ନିୟନ୍ତ୍ରଣ…

ନୂଆ ଜର୍ସିରେ ବିରାଟ ବାହିନୀ

ବର୍ମିଂହାମ,୨୯।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ପ୍ରଥମ ଥର ଲାଗି ନୂଆ ଜର୍ସି ପରିଧାନ କରିଛନ୍ତି। ରବିବାର ଏଠାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ…

ହେଲ୍‌ମେଟ୍‌ ପିନ୍ଧି ନ ଥିବା ୩୦ ପୋଲିସ ବାବୁଙ୍କୁ ଜରିମାନା

ଭୋପାଳ,୨୯।୬: ଆଇନ ଆଗରେ ସଭିଏଁ ସମାନ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ। ଲୋକଙ୍କୁ ହେଲ୍‌ମେଟ୍‌ ପିନ୍ଧିବାକୁ ସଚେତନ କରୁଥିବା ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୩୦ଜଣ ବିନା ହେଲ୍‌ମେଟ୍‌ରେ ଧରାପଡ଼ିଛନ୍ତି। ଟ୍ରାଫିକ୍‌ ନିୟମ ଅନୁସାରେ ସେମାନଙ୍କୁ ଜରିମାନା…

ମଲାଇକାଙ୍କ ଫଟୋ ଦେଖି କେଡିଟ୍‌ ମାଗିଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ର ଆଇଟମ୍‌ ଗାର୍ଲ ତଥା ଅଭିନେତ୍ରୀ ମଲାଇକା ଆରୋରା ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କୁ ଡେଟିଂ କରୁଛନ୍ତି। ଦୁହିଁଙ୍କୁ ନେଇ ବି ଟାଉନରେ ସବୁବେଳେ ଚର୍ଚ୍ଚା ଲାଗିରହିଛି। ଚଳିତ ଦିନରେ ଏହି ଲଭବାର୍ଡ ଏକାସାଙ୍ଗରେ ନୁୟର୍କରେ ସମୟ ବିତାଉଛନ୍ତି। ମଲାଇକା…

୧୩ ବର୍ଷ ପରେ ଖୋଲିଲା ସ୍କୁଲ: ମାଓବାଦୀଙ୍କ ଦ୍ୱାରା ହୋଇଥିଲା ଛାରଖାର

ସୁକମା,୨୯।୬: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମାର ଜଗରଗୁଣ୍ଡା ଅଞ୍ଚଳରେ ଥିବା ଏକ ସ୍କୁଲ ମାଓବାଦୀ ଆକ୍ରମଣରେ ନଷ୍ଟ ହୋଇ ଯାଇଥିଲା। ଦୀର୍ଘ ୧୩ ବର୍ଷ ପରେ ପୁଣି ଥରେ ଏହି ସ୍କୁଲକୁ ଖୋଲା ଯାଇଥିବା ସୂଚନା ମିଳିଛି। ୨୦୦୬ରେ ମାଓବାଦୀମାନେ ଏହି…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଛେଣ୍ଡିପଦା,୨୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଶୁକ୍ରବାର ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଲୋକଲଜ୍ଜା ଭୟରେ ଘରେ କେହି ନ ଥିବା ବେଳେ ସମ୍ପୃକ୍ତା ମହିଳା ଶନିବାର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନରେ ମହିଳା…

ପଞ୍ଚାୟତର ତାଲିବାନୀ ନ୍ୟାୟ: ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇଲେ; ଛେପ ଚାଟିବାକୁ ଦେଲେ ଆଦେଶ

ଭାଗଲପୁର,୨୯।୬: ବିହାର ସୁପୌଲରେ ତ୍ରିବେଣୀଗଞ୍ଜର ଥଲହା ଗାଢ଼ିୟା ଉତ୍ତର ପଞ୍ଚାୟତରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଗାଁ ପଞ୍ଚାୟତ ଜଣେ ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇବା ସହିତ ତାଙ୍କୁ ଛେପ ଛାଟିବାକୁ ବାଧ୍ୟ କରାଯାଇଛି। ସ୍ଥାନୀୟ ବଲଜୋରା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?