ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ କୋରାପୁଟ ଡିଆଇଜି କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ନେତା କର୍ମୀଙ୍କ ଧାରଣା
କୋରାପୁଟ,୨୬।୭,(ଅମିତାଭ ବେହେରା ): ରାଜ୍ୟରେ ନାରୀ ନିର୍ଯାତନାକୁ ନେଇ କୋରାପୁଟ ଡିଆଇଜି କାର୍ଯ୍ୟାଳୟ ସମୁଖରେ ଅବିଭକ୍ତ କୋରାପୁଟ ଜିଲାର ବିଜେଡି ନେତା ଓ କର୍ମୀଙ୍କ ଧାରଣା ଦେଇଛନ୍ତି। ବିଜେଡି ନେତା ରବି ନନ୍ଦଙ୍କ ପରିଚାଳନାରେ ଆୟୋଜିତ ଏହି ପ୍ରତିବାଦ ସଭାରେ ପୂର୍ବତନ…
‘ଅବସର ପରେ ନେବି ନାହିଁ କୌଣସି ସରକାରୀ ପଦ’, ବଡ଼ ବୟାନ ଦେଲେ ସିଜେଆଇ
ନୂଆଦିଲ୍ଲୀ,୨୬।୭: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି (CJI) ଭୂଷଣ ରାମକୃଷ୍ଣ ଗଭାଇ ଶୁକ୍ରବାର (୨୫ ଜୁଲାଇ, ୨୦୨୫) ମହାରାଷ୍ଟ୍ରର ଅମରାବତୀରେ ଥିବା ତାଙ୍କ ପୈତୃକ ଗ୍ରାମକୁ ଯାଇଥିଲେ, ଯେଉଁଠାରେ ସେ ତାଙ୍କ ପିଲାଦିନର ସ୍ମୃତିକୁ ତାଜା କରି ତାଙ୍କ ପୁରୁଣା ଘରକୁ ଯାଇଥିଲେ।…
କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ସଞ୍ଜୟ କପୁରଙ୍କ ମୃତ୍ୟୁ ପରେ, ବଡ଼ ନିଷ୍ପତ୍ତି ନେଲେ…
ମୁମ୍ବାଇ: କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ଏବଂ ସୋନା କମଷ୍ଟାରର ଅଧ୍ୟକ୍ଷ ସଞ୍ଜୟ କପୁରଙ୍କ ୧୨ ଜୁନ ୨୦୨୫ରେ ଲଣ୍ଡନରେ ହଠାତ ମୃତ୍ୟୁ ହୋଇଥିଲା। ଏହି ଦୁଃଖଦ ଘଟଣା ପରେ, ତାଙ୍କ ମାଆ ରାଣୀ କପୁର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…
ପିଏମ କିଷାନ: ୨୦ତମ କିସ୍ତି ଆସିବା ପୂର୍ବରୁ କୋଟିକୋଟି ଚାଷୀଙ୍କୁ ବଡ଼ ଝଟ୍କା, ଟଙ୍କା…
ନୂଆଦିଲ୍ଲୀ, ୨୬।୭: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା (PM Kisan Samman Nidhi Yojana) ଅଧୀନରେ ୨୦ତମ କିସ୍ତିର ଅପେକ୍ଷାରେ ଥିବା ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଏହି ଯୋଜନା ଅଧୀନରେ…
କାହିଁକି ଶାହାଙ୍କ ଇସ୍ତଫା ଦାବି କଲେ ମହୁଆ? ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ,୨୬।୭: ନିର୍ବାଚନ କମିଶନ ବିହାରରେ ଜାରି ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ଅଧୀନରେ ଏପର୍ଯ୍ୟନ୍ତ ପ୍ରାପ୍ତ ତଥ୍ୟ ପ୍ରକାଶ କରିଛନ୍ତି। ଏହି ସମୟରେ, ତୃଣମୂଳ କଂଗ୍ରେସ (TMC) ଏମପି ମହୁଆ ମୋଇତ୍ରା ଶୁକ୍ରବାର (୨୫ ଜୁଲାଇ, ୨୦୨୫)…
ପରିତ୍ୟକ୍ତ ଅବସ୍ଥାରେ ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମଗାର
ରାଇକିଆ,୨୬।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ରେ ଥିବା ଯାତ୍ରୀ ବିଶ୍ରାମଗାର ପରିତ୍ୟକ୍ତ ଅବସ୍ଥାରେ ରହିଛି। ଚଳିତ ବର୍ଷ ଜାନୁଆରୀ ମାସରେ ଏହାକୁ ଉଦଘାଟନ କରଯାଇଥିଲା । ୭ ମାସ ମଧ୍ୟରେ ଏହାର ଅବସ୍ଥା ଶୋଚନୀୟ ହୋଇପଡିଛି…
ନାବାଳିକାଙ୍କୁ ଅପହରଣ କରି ରାଜ୍ୟ ବାହାରକୁ ନେଇଯାଇଥିଲେ ଯୁବକ: ବାନ୍ଧିଲା ପୋଲିସ
ଦାରିଙ୍ଗବାଡ଼ି,୨୬/୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ପରେ ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଯୁବକକୁ ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ରାୟଗଡା ଜିଲା ପଦ୍ମପୁର ଥାନା ନୂଆଗଡ…
ବନ୍ଧୁତାରେ ଲାଗିଲା ରକ୍ତଛିଟା: ସାଙ୍ଗକୁ ଘରୁ ଡାକିନେଇ ବିଲ ହିଡ଼ରେ…
ଉଦଳା,୨୬।୭(ସନ୍ତୋଷ କୁମାର ବାଛିନି):ବନ୍ଧୁତାରେ ଲାଗିଲା ରକ୍ତଛିଟା। ଘରକୁ ଡ଼ାକିନେଇଥିଲେ ସାଙ୍ଗ, ଆଉ ବିଲ ହିଡ଼ରେ ବେକକୁ ହାଣି କଲେ ଲହୁଲୁହାଣ। ହେଲେ ବଞ୍ଚିଯାଇଛନ୍ତି ସାଙ୍ଗ। ଏଭଳି ଘଟଣା ଘଟିଛି ଉଦଳା ଥାନା ରାଢୋ ଗ୍ରାମରେ। ଗ୍ରାମର ଯତୀନ୍ଦ୍ର ପାତ୍ର ଗତକାଲି ସନ୍ଧ୍ୟା…
ପୁଅକୁ ସ୍ବପ୍ନରେ ଡାକିଲେ ନିଜ ମା’, ଆଉ ତା’ପରେ ଏମିତି ପଦକ୍ଷେପ ନେଲେ ମେଧାବୀ ଛାତ୍ର
ସୋଲାପୁର,୨୬ା୭:ମହାରାଷ୍ଟ୍ରର ସୋଲାପୁରରେ ଜଣେ ୧୬ ବର୍ଷୀୟ ମେଧାବୀ ଛାତ୍ର ମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଆତ୍ମହତ୍ୟା କରିଛନ୍ତି। ଶିବଶରନ ଉଟାଲି ତାଲକୋଟିଙ୍କ ମାଆ ୩ ମାସ ପୂର୍ବେ ଜଣ୍ଡିସ୍ରେ ପ୍ରାଣ ହରାଇଥିଲେ। ଶିବଶରନ ଶୁକ୍ରବାର ତାଙ୍କ ମାମୁଘରେ ରଶି ଲଗାଇ ଆତ୍ମହତ୍ୟା…
ପାରିବାରିକ କଳହର କରୁଣ ପରିସ୍ଥିତି: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ
ବୌଦ୍ଧ,୨୬।୭(ଅଜିତ କୁମାର ବାରିକ): ବୌଦ୍ଧ ଜ଼ିଲା ହରଭଂଗା ବ୍ଲକର ପୁରୁଣା କଟକ ଥାନା ପଛ ପଟେ ରହୁଥିବାଜଣେ ଯୁବକ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଜଣାପଡିଛି । ସୂଚନା ମୁତାବକ, ତୁକୁ ଲୁଣ୍ଡା ଗ୍ରାମର ସାଜନ ପ୍ରଧାନ ଗ୍ରାମ ନିକଟସ୍ଥ…
ରାମ୍ବୁଲି-ମିଞ୍ଜାପାଙ୍କାରେ ଜମିବାଡ଼ିକୁ ନେଇ ୨ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୬।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ରାମ୍ବୁଲି ଓ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ବ୍ରାହ୍ମଣୀଗାଁ ପୋଲିସ ଆକ୍ସନ ମୁଡ଼ରେ ରହିଛି ଘଟଣାରେ ପୋଲିସ…
ଦିଲ୍ଲୀରୁ ଫେରି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ବଡ଼ କଥା କହିଦେଲେ ମନମୋହନ ସାମଲ
ଭୁବନେଶ୍ୱର,୨୬।୭: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, -ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି।…
Archives


