Home Left

ତୃତୀୟ ସନ୍ତାନର ପିତା ହେବେ ଓ୍ବାର୍ନର

ଲଣ୍ଡନ,୨୮।୬(ପିଟି)-ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଓ ତାଙ୍କ ପତ୍ନୀ କ୍ୟାଣ୍ଡିସ ତୃତୀୟ ସନ୍ତାନର ପିତାମାତା ହେବାକୁ ଯାଉଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଓ୍ବାନର ବର୍ତ୍ତମାନ ଦୁଇ ଝିଅଙ୍କ ପିତା। କ୍ୟାଣ୍ଡିସ ରବିବାର ଆଉ ଏକ ସନ୍ତାନର ମା’ ହେବେ ବୋଲି ଡାକ୍ତର କହିଛନ୍ତି।…

ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ ତଲେଇପଥର ଗ୍ରାମର ଅଇଁଠା ପ୍ରଧାନ, ଛବି ପ୍ରଧାନ, ରୁନି ଭୋଇ, ପାଇକସାହି ଗ୍ରାମର ତୀର୍ଥ…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜବରଦଖଲମୁକ୍ତ ଅଭିଯାନ ଗୁରୁବାରଠାରୁ ଆରମ୍ଭ କରାଯାଇଛି। ସହରକୁ ସ୍ମାର୍ଟସିଟି କରାଯିବା ସକାଶେ…

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା ପାଇଁ ପୁରୀକୁ ଆସୁଥିବା ସବୁ ଭକ୍ତ ହେଉଛନ୍ତି ଆମର ଅତିଥି। ସେମାନେ ଯେପରି…

ପ୍ରଶଂସକଙ୍କ ସହ ରଣବୀରଙ୍କ ସେଲ୍‌ଫି ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ରଣବୀର ସିଂ ଏବେ ଲଣ୍ଡନରେ ତାଙ୍କ ଅପ୍‌ କମିଂ ଫିଲ୍ମ ‘୮୩’ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ସେଠାରେ ସେ ତାଙ୍କ ପ୍ରଶଂସକଙ୍କ ସହ ନେଇଥିବା ଏକ ସେଲ୍‌ଫି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଆସିପାରେ ‘ରାଜି’ର ସିକ୍ୟୁଏଲ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ବିକ୍କି କୌଶଲ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ମୁଭି ‘ରାଜି’ର ସିକ୍ୟୁଏଲ ନିର୍ମାଣ କରାଯାଇ ପାରେ ବୋଲି ଶୁଣିବାକୁ ମିଳିଛି। ଫିଲ୍ମର ନିର୍ଦ୍ଦେଶିକା ମେଘନା ଗୁଲଜାର ନିଜେ ଏହା କହିଛନ୍ତି। ‘ରାଜି’ ପରଦାରେ…

ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ନଟ୍‌ ଆଉଟ୍‌ ଥିଲେ ରୋହିତ

ମାଞ୍ଚେଷ୍ଟର,୨୮।୬(ପିଟି)- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ବିବାଦୀୟ ଢଙ୍ଗରେ ଉଇକେଟ ପଛରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। କିନ୍ତୁ ସେ ନଟ୍‌ଆଉଟ୍‌ ଥିଲେ ବୋଲି ଟୁଇଟର ଜରିଆରେ ସୂଚନା ଦେଇଛନ୍ତି। ଆଉଟ୍‌ ହେବା ବେଳର ଏକ…

ନ୍ୟୁୟର୍କରେ ୨୭ଲକ୍ଷ ଟଙ୍କାର ଜୋତା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ରିଷି

ନ୍ୟୁୟର୍କ: ବଲିଉଡ୍‌ ଅଭିନେତା ରିଷି କପୁର ଏବେ ନ୍ୟୁୟର୍କରେ ନିଜର କ୍ୟାନସରର ଚିକିତ୍ସା କରାଉଛନ୍ତି। ନ୍ୟୁୟର୍କରେ ଥାଇ ମଧ୍ୟ ରିଷି ନିଜ ଜୀବନର ସମସ୍ତ ଅପଡେଟ୍‌ ଟୁଇଟର ଜରିଆରେ ଫ୍ୟାନ୍ସଙ୍କୁ ଦେଇଥାନ୍ତି। ଏହାରି ଭିତରେ ସେ ଏକ ମଜାଳିଆ ଟୁଇଟ କରିଛନ୍ତି।…

କଟ୍ଟ୍ରେଲଙ୍କୁ ପରିହାସ କଲେ ସାମି

ମାଞ୍ଚେଷ୍ଟର,୨୮।୬(ପିଟି)- ଉଇକେଟ ନେବା ପରେ ଓ୍ବେଷ୍ଟଇଣ୍ଡିଆନ ପେସର ଶେଲଡନ କଟ୍ଟ୍ରେଲ ସର୍ବଦା ସାଲ୍ୟୁଟ କରନ୍ତି, ଯାହାକି ଚଳିତ ବିଶ୍ୱକପ୍‌ରେ ଏକ ଟ୍ରେଣ୍ଡ ପାଲଟିଯାଇଛି। ଏହାଦ୍ୱାରା ସେ ଜାମାଇକାନ ଡିଫେନ୍ସ ଫୋର୍ସ (ଜେଡିଏଫ୍‌) ପ୍ରତି ଶ୍ରଦ୍ଧାଞ୍ଜଳି ଜଣାନ୍ତି। କିନ୍ତୁ ଚଳିତ ବିଶ୍ୱକପ୍‌ରୁ ବହୁ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ରଥଯାତ୍ରା ପୂର୍ବରୁ ପୁରୀକୁ ବିଦ୍ୟୁତ୍‌ ଯୋଗାଇଦେବାକୁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା ପୁରୀ ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ଉଜୁଡି ଯାଇଛି। ମାସେ ୨୫…

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମ ଋଣ ଦେଇନାହିଁ। ଜାତୀୟ ପଛୁଆ ବର୍ଗ ଅର୍ଥ ଉନ୍ନୟନ ନିଗମ,…

ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ

ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସ୍ଥାନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମାର୍କମଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?