ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ କହିଲେ ‘ମୁଁ ଶିବଙ୍କର ଜଣେ ବଡ଼ ଭକ୍ତ’
ବାରାଣସୀ, ୨୮।୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ ପାୟଲ ନାଥ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିଛନ୍ତି। ପୁଅ ଜାହିର ଅବଦୁଲ୍ଲା ଏବଂ ଜାମିରଙ୍କ ସହ ସେ କାଳଭୈରବ ଏବଂ ଅନ୍ନପୂର୍ଣ୍ଣା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ନିଜକୁ…
ବର୍ଷାରେ ବେହାଲ୍ ମାୟାନଗରୀ
ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ମୌସୁମୀ ଛୁଇଁବା ପରେ ମୁମ୍ବାଇବାସୀଙ୍କୁ ଗରମରୁ ଟିକେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ସକାଳେ ମୁମ୍ବାଇ, ପାଳଘର ସମେତ ବହୁ ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇଛି। ଏଥିଯୋଗୁ ଲୋକେ ଗରମରୁ ତ୍ରାହି ପାଇଥିବା ବେଳେ ଅନ୍ୟପଟେ ବଡ଼ ସମସ୍ୟା ସୃଷ୍ଟି…
ଥର୍ମାଲ ଡିଏଭି ସ୍କୁଲରେ ତାଲା ପକାଇଲେ ଅଭିଭାବକ
ତାଳଚେର, ୨୮ା୬(ନି.ପ୍ର.) : ତାଳଚେର ଥର୍ମାଲ ସ୍ଥିତ ଡିଏଭି ସ୍କୁଲରେ ଅଭିଭାବକ ସଂଘ ପକ୍ଷରୁ ୩ ଦଫା ଦାବି ନେଇ ତାଲା ପକାଇ ଦିଆଯାଇଛି। ଅଧ୍ୟକ୍ଷଙ୍କ ବଦଳି, ବର୍ଦ୍ଧିତ ସ୍କୁଲ ଫି’ ପ୍ରତ୍ୟାହାର, ଅଭିଭାବକମାନଙ୍କ ଅଭିଯୋଗଗୁଡିକର ପ୍ରତିକାର ଅନ୍ତର୍ଭୁକ୍ତ। ସଭାପତି ସଂଜୀବ…
ଏହି ଅଭିନେତାଙ୍କ ଝିଅଙ୍କୁ ଡେଟ୍ କରୁଛନ୍ତି କେ.ଏଲ ରାହୁଲ
ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ…
ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶକୁ ଫୁ: ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ କେହି ପହଞ୍ଚିଲେନି ସରକାରୀ କର୍ମଚାରୀ
ଲକ୍ଷ୍ନୌ,୨୮।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଶୁକ୍ରବାର ସକାଳ ୯ଟା ସୁଦ୍ଧା ଇନ୍ଦିରା ଭବନ ଓ ଜବାହାର ଭବନରେ କୌଣସି ସରକାରୀ କର୍ମଚାରୀ ନଜର ଆସି…
ରଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ୩ ଦିନ ପିପିଲି ଟୋଲ୍ ଗେଟ୍ ଫ୍ରି, ସଜାଗ ରହିବ ଆମ୍ବୁଲାନ୍ସ
ପୁରୀ ଅଫିସ, ୨୮।୬: ଜୁଲାଇ ୪ରେ ରଥଯାତ୍ରା। ଏ ନେଇ ଜିଲାପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ନିବାସ ସମ୍ମିଳନୀ କକ୍ଷରେ ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ବିଭିନ୍ନ ପ୍ରସ୍ତୁତି…
ତଳିପାଦ ମୋଡ଼ି ହୋଇଯାଇଥିଲେ କରନ୍ତୁ ଏପରି, ମିଳିବ ଆରାମ
ତଳିପାଦ ମୋଡ଼ି ହୋଇଗଲେ ଏହାକୁ ହାଲୁକା ମନେ କରନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏହା ଅନେକ ସମସ୍ୟା ସୃଷ୍ଟି କରିବ। ଦୀର୍ଘଦିନ ଧରି ଦରଜ ରହିବା ସହିତ ଚଲାବୁଲା କରିବାରେ ଅସୁବିଧା ଭୋଗ କରିବେ। ଏକ ପରୀକ୍ଷାରୁ ଜଣାପଡ଼ିଛି, ତଳିପାଦ ମୋଡ଼ି…
ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍ ପଠାଇଲେ ଜଗନ ସରକାର
ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ ବାସଭବନ ସମେତ ୧୭ଟି ବିଲ୍ଡିଂକୁ ନୋଟିସ୍ ଜାରି କରାଯାଇଛି। ଏହି ଘରଗୁଡ଼ିକୁ ବେଆଇନ ଦର୍ଶାଇବା…
ମାଲକାନଗିରି ଜିଲା ମ୍ୟୁନିସିପାଲଟି ପରିସରରେ ଅଗ୍ନିକାଣ୍ଡ: ଜଳିଗଲା ୬ରୁ ଊର୍ଦ୍ଧ୍ୱ ମୋଟରସାଇକେଲ
ମାଲକାନଗିରି, ୨୮।୬(ସ୍ବ.ପ୍ର.): ମାଲକାନଗିରି ଜିଲା ମ୍ୟୁନିସିପାଲଟି ପରିସରରେ ଶୁକ୍ରବାର ପୂର୍ବାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ରୁ ଊର୍ଦ୍ଧ୍ୱ ମୋଟରସାଇକେଲ ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଫିସ ପରିସରରେ ମୋଟରସାଇକେଲ ଥିବାବେଳେ ନିକଟରେ ଥିବା ଏକ ଜଳଖିଆ ଦୋକାନରୁ ଗ୍ୟାସ୍ ଲିକ୍ହୋଇ ହଠାତ୍…
ଆତଙ୍କବାଦୀଙ୍କ ଟାର୍ଗେଟରେ ଅମରନାଥ ଯାତ୍ରୀ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଶ୍ରୀଗନର, ୨୮।୬: ଜୁଲାଇ ୧ରୁ ଆରମ୍ଭ ହେଉଥିବା ଅମରନାଥ ଯାତ୍ରୀଙ୍କ ଉପରେ ଆତଙ୍କବାଦ ଆକ୍ରମଣ ସମ୍ଭାବନା ଥିବା ସୂଚନା ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନ ପକ୍ଷରୁ ଆକ୍ରମଣ ଯୋଜନା କରାଯାଇଥିବା ଗୁଇନ୍ଦା ବିଭାଗ ପକ୍ଷରୁ…
ରିଲିଜ ହେଲା ‘ଆର୍ଟିକଲ-୧୫’
ଫିଲ୍ମ ଫ୍ରାଇଡେ’ରେ ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ ସିହ୍ନାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମଟି ଜାତିଗତ ଭେଦଭାବ ଉପରେ ଆଧାରିତ। ପ୍ରଥମଥର ପାଇଁ…
ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି
ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା ସରକାରଙ୍କ ୱେଲ ପ୍ଲାନିଂ ଓ ସୁପରଭିଜନ ପାଇଁ ଫନୀ ଭଳି ବାତ୍ୟା ଆମେ…

