Home Left

ବଲାଙ୍ଗୀର ମେଡିକାଲ କଲେଜରେ ଡିଜିଟାଲ ବ୍ଲେଣ୍ଡେଡ୍‌ ଶିକ୍ଷା ବ୍ୟବସ୍ଥା

ବଲାଙ୍ଗୀର ଅଫିସ, ୨୮।୬: ବିଶ୍ୱସ୍ତରୀୟ ଶିକ୍ଷାଲାଭ କରିବା ପାଇଁ ଆଉ ବିଦେଶକୁ ଯିବାକୁ ପଡିବ ନାହିଁ। ନିଜ ଘରେ ବା କଲେଜରେ ବସି ଆମ ଛାତ୍ରୀଛାତ୍ରମାନେ ବିଶ୍ୱସ୍ତରୀୟ ଶିକ୍ଷା ଓ ଡିଜିଟାଲ ଜ୍ଞାନକୌଶଳ ପାଇପାରିବେ। ବଲାଙ୍ଗୀର ସନ୍ଥ ଭୀମ ଭୋଇ ମେଡିକାଲ…

ଝାଡ଼ଖଣ୍ଡ ଭିଡ଼ହିଂସା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ରିପୋର୍ଟରୁ ଫିଟିଲା ଗୁମର:ତବ୍‌ରେଜ୍‌ଙ୍କୁ ଚିକିତ୍ସା ପାଇଁ ମନାକରିଥିଲା ପୋଲିସ

ନୂଆଦିଲ୍ଲୀ,୨୮।୬:ଝାଡ଼ଖଣ୍ଡ ଭିଡ଼ହିଂସାରେ ପ୍ରାଣ ହରାଇଥିବା ମୁସ୍‌ଲିମ୍‌ ଯୁବକ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ଆକ୍ରମଣ ପରେ ପୋଲିସ ଚିକିତ୍ସା କରାଇ ନ ଥିଲା। ରାତିସାରା ମାଡ଼ଖାଇବା ପରେ ଲହୁଲୁହାଣ ହୋଇଥିବା ତବ୍‌ରେଜ୍‌ଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ପୋଲିସକୁ ଅନୁରୋଧ କରିଥିଲେ। ହେଲେ ପୋଲିସ…

ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଗୁରୁବାର ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିଶନ କରିଛନ୍ତି। ପୀଡିତାଙ୍କୁ…

ସମ୍ବଲପୁର ହାଜତ ମୃତ୍ୟୁ ମାମଲା : ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ପରେ କ୍ଷତିପୂରଣ ଦେଉନି ପୋଲିସ

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : ୨୦୧୭ ଜୁନ୍‌ ୬ରେ ସମ୍ବଲପୁର ପୋଲିସ ମାଡ଼ରେ ପଶ୍ଚିମବଙ୍ଗ ପୁରୁଲିଆ ଜିଲା ଟୁକୁରିମନ୍ଦିର ଗ୍ରାମର ଅଭୟ ସିଂଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ଏହି ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲାବେଳେ ପୋଲିସ ବିଭାଗ ବଦନାମ ମୁଣ୍ଡାଇଥିଲା। ଏନେଇ…

ଜିଲା ପ୍ରଶାସନର ରଥଯାତ୍ରା ପ୍ରସ୍ତୁତି : ରହିବ ୩୦ ଆମ୍ବୁଲାନ୍ସ, ଖୋଲିବ ୩୧ ଫାଷ୍ଟଏଡ୍‌ ସେଣ୍ଟର

ପୁରୀ ଅଫିସ, ୨୮।୬ : ଆସନ୍ତା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ରଥଯାତ୍ରାଠାରୁ ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ଯାତ୍ରୀ, ପର୍ଯ୍ୟଟକଙ୍କ ଗହଳି…

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ଲାଗୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏନେଇ ଖାଉଟି ବ୍ୟାପାର, ଖାଦ୍ୟ ଏବଂ…

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହି ମହାନ ପର୍ବକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା…

ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର

ବ୍ରହ୍ମଗିରି, ୨୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳେ ବ୍ରହ୍ମଗିରି ଅଲାରନାଥ ପୀଠରେ। ଏହି ପୀଠରେ…

ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି। ଭଣ୍ଡାରିପୋଖରୀ ବିଧାୟକ…

ବିରାଟଙ୍କୁ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ଲାରା

ମାଞ୍ଚେଷ୍ଟର,୨୮।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପରେ ଏକ ମ୍ୟାଚରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ ପୂରଣ କରିଛନ୍ତି। ୨୦ ହଜାର ରନ ସଂଗ୍ରହ କରିବାକୁ କୋହଲି ୪୧୭…

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ, କିନ୍ତୁ ଭେଦି ହେବନି, ସେ କଥା ବି ନୁହେଁ । ଯିଏ ଭେଦିଛି…

୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା

ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ବି ବାଦ୍‌ ପଡ଼ିନାହିଁ। ପରିବର୍ତ୍ତିତ ସମୟ ସହିତ ତାଳଦେଇ ରଥଯାତ୍ରାରେ ବି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?