Home Left

ପେପର ମିଲ୍‌ ଉପରେ ୧୫୦୦ କୋଟିର ବକେୟା

ଜୟପୁର,୨୮।୬ : କୋରାପୁଟ ଜିଲା ଜୟପୁର ସ୍ଥିତ ବିଲ୍ଟ ପେପର ମିଲ୍‌ରେ ଲାଗିରହିଥିବା ଅଚଳାବସ୍ଥା ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୫ ହଜାର ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଅନ୍ୟପକ୍ଷରେ ପେପର ମିଲ୍‌ ଉପରେ ବିଭିନ୍ନ ବାବଦକୁ ପ୍ରାୟ…

ଟ୍ରମ୍ପଙ୍କୁ ଭେଟିଲେ ମୋଦି: ଟ୍ରମ୍ପ୍‌ କହିଲେ, ଭାରତ ଏବଂ ଆମେରିକା ଭଲ ବନ୍ଧୁ

ଓସାକା,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାପାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ମୋଦି ପ୍ରଥମେ…

ବିଲ୍‌ଡରଙ୍କ କାମ କରୁଛନ୍ତି ଆର୍‌ଆଇ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ଅମିନ ଓ ଆର୍‌ଆଇ ମରୁଡ଼ି ପଡ଼ିଛି। ଆର୍‌ଆଇ ସର୍କଲରେ ଅମିନ ନାହାନ୍ତି। ଜମିବାଡ଼ି ମପାଚୁପା କାର୍ଯ୍ୟ ହୋଇପାରୁ ନାହିଁ। ଭୁବନେଶ୍ୱରରେ ଆର୍‌ଆଇ ଏବଂ ଅମିନ ବଡ଼ ବଡ଼ ବିଲ୍‌ଡରଙ୍କ ପାଇଁ କାମ କରୁଛନ୍ତି। ସହର ତଳି ଗ୍ରାମାଞ୍ଚଳ…

ଅନିଶ୍ଚିତତା ମଧ୍ୟରେ ହାତଲେଖା କଳାକାରଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୮।୬ବ୍ୟୁରୋ) : ହାତଲେଖା କଳାକାରମାନେ ରଙ୍ଗ ତୁଳୀ ଧରି ହାତରେ ନିଜର କଳା ପ୍ରଦର୍ଶନ କରୁଥିଲେ। ହେଲେ ଫ୍ଲେକ୍ସ ଆସିବା ପରଠାରୁ ସେମାନଙ୍କ ସ୍ଥିତି ଦୋହଲି ଯାଇଛି। ସମୟାନୁକ୍ରମେ ଲୋକମାନଙ୍କ ହସ୍ତକଳା ପ୍ରତି ଆଦର ହ୍ରାସ ପାଇବାରେ ଲାଗିଛି। ନମ୍ବର…

ବିଜୟ ଶଙ୍କରଙ୍କ ଉପରେ ରାଗିଲେ ଫ୍ୟାନ୍‌: କହିଲେ, ତୁମଠୁ ଭଲ ଲାଲୁ ଜୀ ଖେଳିଥାନ୍ତେ

ମାଞ୍ଚେଷ୍ଟର,୨୮।୬:ଆଇସିସି କ୍ରିକେଟ ବିଶ୍ୱକପର ଏକ ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। କେବଳ ବିଜୟ ଶଙ୍କରଙ୍କୁ ଛାଡି ସବୁ ଖେଳିଙ୍କ ପ୍ରଦର୍ଶନ ଭଲ ରହିଛି। ୪ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ବିଜୟ ଶଙ୍କର…

ରାଜଧାନୀରୁ କାର ଲୁଟ୍‌ ର଼୍ୟାକେଟର ପର୍ଦ୍ଦାଫାଶ : ୩ କାର, ବିପୁଳ ଅଳଙ୍କାର ଜବତ, ୪ ଗିରଫ

ଭୁବନେଶ୍ୱର/ପାତ୍ରପଡା, ୨୮।୬(ବ୍ୟୁରୋ/ଡି.ଏନ୍‌.ଏ.) : ଗତ କିଛି ମାସ ହେବ ରାଜଧାନୀରେ ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛି। ବିଶେଷକରି ବାରମ୍ବାର କାର୍‌ ଲୁଟ୍‌ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଲୁଟ୍‌ କାରକୁ ବ୍ୟବହାର କରି ଲୁଟ୍‌ ଓ ଅନ୍ୟ ଅପରାଧ କରାଯାଉଥିବା…

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ରାତି ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏକ…

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ

ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା ଏକ ଜିମ୍‌ ନିକଟରେ ନିଜ କାର୍‌କୁ ପାର୍କିଂ କରୁଥିବାବେଳେ ଦୁର୍ବୃତ୍ତମାନେ ଦୁଇପଟୁ ପ୍ରାୟ ୧୫ଟି…

ମରାଠା ସଂରକ୍ଷଣ ବୈଧ, ୧୩%ରେ ସୀମିତ ରଖାଯାଉ: ବମ୍ବେ ହାଇକୋର୍ଟ

ମୁମ୍ବାଇ,୨୮।୬(ପି.ଟି.):ସରକାରୀ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ମରାଠା ସମ୍ପ୍ରଦାୟ ଲାଗି ସ୍ଥାନ ସଂରକ୍ଷଣ ଦାବିର ସାମ୍ବିଧାନିକ ବୈଧତା ରହିଛି ବୋଲି ଗୁରୁବାର ବମ୍ବେ ହାଇକୋର୍ଟ କହିଛନ୍ତି। ତେବେ ୧୬ ପ୍ରତିଶତ କୋଟା ଦାବି କରିବା ଠିକ୍‌ ନୁହେଁ। ଏହାକୁ ୧୨ରୁ ୧୩…

ଶର୍ଟସର୍କିଟ୍‌ରୁ ଫ୍ରିଜ୍‌ ଫାଟିଲା:ଖବରଦାତାଙ୍କ ସହ ସ୍ତ୍ରୀ, ମା’ଙ୍କ ମୃତ୍ୟୁ

ଚେନ୍ନାଇ,୨୮।୬:ଏକ ରେଫ୍ରିଜରେଟରରେ ବିସ୍ଫୋରଣ ହେବାରୁ ତାମିଲ ଟିଭି ଚ୍ୟାନେଲ୍‌ର ଖବରଦାତା, ତାଙ୍କ ସ୍ତ୍ରୀ ଓ ମାଆଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ ଶର୍ଟ ସର୍କିଟରୁ ଏଭଳି ବିସ୍ଫୋରଣ ହୋଇଥିବା ପୋଲିସ କହିଛି। ବିସ୍ଫୋରଣ ପରେ ଘରେ ଧୂଆଁ ଭର୍ତ୍ତି ହୋଇଯାଇଥିଲା। ଯାହା ଫଳରେ…

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି, ଫେରାର ଆର୍ଥିକ ଅପରାଧୀଙ୍କୁ ଧରିବା ଓ ବିପର୍ଯ୍ୟୟ ପରିଚାଳନା ପ୍ରସଙ୍ଗ ଆଦି ଆଲୋଚନାରେ ସ୍ଥାନ…

ବଜେଟ ପୂର୍ବରୁ ମନମୋହନଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୮।୬(ପି.ଟି.):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂଙ୍କୁ ଗୁରୁବାର ତାଙ୍କ ବାସଭବନରେ ଭେଟିଛନ୍ତି। ପି.ଭି. ନରସିଂହ ରାଓଙ୍କ ସରକାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?