Home Left

ଦେଢ ବର୍ଷର ଶିଶୁପୁତ୍ରଙ୍କ ଗଳାରେ ଲାଗିଗଲା ସେଓ: ଆଉ ତା’ପରେ ଘଟିଗଲା…

ବ୍ରଜରାଜନଗର,୨୬ା୭(ବିଜୟ ବରାଡ଼):ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳର ବୁଢ଼ୀଜାମ୍‌ କଲୋନୀରେ ଦେଢବର୍ଷର ଜଣେ ଶିଶୁପୁତ୍ରର ଗଳାରେ ସେଓ ଲାଗିଯିବାରୁ ଜୀବନ ଯାଇଛି। ଗୁରୁବାର ସକାଳେ ଉକ୍ତ କଲୋନୀର ଇନ୍ଦ୍ରଜିତ୍‌ ସିଂଙ୍କ ଦେଢବର୍ଷର ପୁଅକୁ ପରିବାରର କେହି ସଦସ୍ୟ ସେଓ କାଟି ଖାଇବାକୁ ଦେଇଥିଲେ।…

ନିମ୍ନମାନର ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଅଭିଯୋଗ

କେସିଙ୍ଗା,୨୬ା୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅଧୀନ କଛାରପଦର ଗ୍ରାମରେ ନିମ୍ନମାନର ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣକୁ ନେଇ ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦୀର୍ଘଦିନ ହେବ ନିଜସ୍ବ ଗୃହ ନ ଥିବାରୁ ଏହି କେନ୍ଦ୍ର ଗ୍ରାମରେ ଥିବା ସରକାରୀ ପ୍ରାଥମିକ…

ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଜୀବନକୁ ବାଜି ଲଗାଇ ନାଳ ପାରିହେଉଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୬ା୭(ଦୁର୍ଗା କୀର୍ତ୍ତି):ବର୍ଷାଦିନେ ପାଠ ପଢ଼ିବା ପାଇଁ ଜୀବନକୁ ବାଜି ଲଗାଇ ଛାତ୍ରୀଛାତ୍ରଙ୍କୁ ନାଳ ପାରିହେବାକୁ ପଡୁଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ। ବ୍ଲକ୍‌ର ବଡଛତ୍ରଙ୍ଗ ଓ ବିରିକୋଟ ପଞ୍ଚାୟତକୁ ସଂଯୋଗ କରୁଥିବା…

ବର୍ଷେ ହେବ ଚାକିରି ପାଇଥିଲେ, ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ଜାଲରେ ଫସିଗଲେ ଜେଆର୍‌ଏ

ଭୁବନେଶ୍ୱର,୨୬ା୭(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଉପଜିଲାପାଳ ଅଫିସ ସ୍ବତନ୍ତ୍ର ସାର୍ଟିଫିକେଟ୍‌ ସେକ୍ସନ୍‌ର କନିଷ୍ଠ ରାଜସ୍ବ ସହାୟକ (ଜେଆର୍‌ଏ)) ସୌରଭ ତ୍ରିପାଠୀ ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ…

୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଫସିଲେ ଅଭିନେତା: ମାଡ଼ିବସିଲା ପୋଲିସ

ଭୁବନେଶ୍ୱର,୨୬ା୭(ସତ୍ୟଜିତ୍‌ ରାଉତ):ଧାରରେ ନେଇଥିବା ୩୧.୫୦ ଲକ୍ଷ ଠକେଇ ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଜଣେ ଅଭିନେତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍‌ (୪୦)।…

ଆଜି ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ: ଉପସ୍ଥିତ ନ ରହିଲେ କାର୍ଯ୍ୟାନୁଷ୍ଠାନ

କଟକ,୨୬।୭(କାର୍ତ୍ତିକ ସାହୁ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଶନିବାର ବାତିଲ କରିଛନ୍ତି। ପ୍ରବଳରୁ…

କଳିଯୁଗରେ ମଧ୍ୟ ଜୀବିତ ଅଛନ୍ତି ପବନପୁତ୍ର ହନୁମାନ…ଜାଣନ୍ତୁ କେଉଁଠି ତାଙ୍କର ନିବାସ?

ତ୍ରେତୟା ଯୁଗରେ ଭଗବାନ ଶ୍ରୀରାମଙ୍କ ସେବାରେ ରହିଥିବା ପବନପୁତ୍ର ହନୁମାନ କଳିଯୁଗରେ ମଧ୍ୟ ଜୀବିତ ଅଛନ୍ତି ବୋଲି ହିନ୍ଦୁ ଧର୍ମର ମାନ୍ୟତା ରହିଛି। ଧାର୍ମିକ ଗ୍ରନ୍ଥ ଓ ପୁରାଣ ଅନୁସାରେ, ହନୁମାନଙ୍କୁ ଅମର ଦେବତା ଭାବେ ଗଣାଯାଇଛି। ମାନ୍ୟତା ଅଛି ଯେ…

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର: ୮୦ ଟଙ୍କାରେ ମିଳିବ…

ନୂଆଦିଲ୍ଲୀ,୨୫।୭: ରେଳଯାତ୍ରୀଙ୍କୁ ଏବେ ଯାତ୍ରା ସମୟରେ କେବଳ ଆରାମଦାୟକ ଯାତ୍ରା ନୁହେଁ, ବରଂ ସ୍ୱାଦିଷ୍ଟ, ସ୍ୱଚ୍ଛ ଏବଂ ଶସ୍ତା ଖାଦ୍ୟ ମଧ୍ୟ ମିଳିବ। ଏହି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଇଣ୍ଡିଆନ ରେଳବେ କ୍ୟାଟେରିଂ ଆଣ୍ଡ ଟୁରିଜିମ କର୍ପୋରେସନ (ଆଇଆରସିଟିସି)…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ‘ଶ୍ରେୟାଶିଂ’, ୨୦ ମାସ ବୟସରେ…

ସାକ୍ଷୀଗୋପାଳ,୨୫।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରି ନ ଥିବା ୨୦ ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ ରେକର୍ଡସରେ ସ୍ଥାନ…

ଫିଲ୍ମରେ ଅନ୍ତରଙ୍ଗ ସିନ୍‌ ପାଇଁ ବାପାମା’ଙ୍କ ଗୋଡ ତଳେ ପଡି ଯାଇଥିଲେ ଏହି ହିରୋଇନ୍‌! ତା’ ପରେ…

ଅଭିନେତ୍ରୀ ରଚିତା ରାମ ୨୦୧୯ କନ୍ନଡ ଚଳଚ୍ଚିତ୍ର ‘ଆଇ ଲଭ୍ ୟୁ’ରେ ନାୟିକା ଭୂମିକାରେ ଅଭିନୟ କରିଥିଲେ। ଏଥିରେ ଉପେନ୍ଦ୍ର ତାଙ୍କର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ‘ଆଇ ଲଭ୍ ୟୁ’ ହେଉଛି ୨୦୦୭ ମସିହାର ଇଂରାଜୀ ଚଳଚ୍ଚିତ୍ର ‘ଆଇ ଥିଙ୍କ୍…

ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି, ସମୁଦ୍ରରେ ବଡ଼ ହଲଚଲ

ଭୁବନେଶ୍ବର, ୨୫।୭: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା…

PF ଆକାଉଣ୍ଟରେ ଟଙ୍କା ନ ଥିଲେ ବି ନୋମିନିଙ୍କୁ ମିଳିବ ୫୦,୦୦୦ ଟଙ୍କା, ଜାଣନ୍ତୁ କିପରି?

ନୂଆଦିଲ୍ଲୀ,୨୫।୭:  କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ) ଏହାର କର୍ମଚାରୀ ଜମା ଲିଙ୍କଡ ବୀମା ଯୋଜନା (ଇଡିଏଲ୍‌ଆଇ) ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ପରିବର୍ତ୍ତନଗୁଡ଼ିକ ବିଶେଷ କରି ସେହି ପରିବାରମାନଙ୍କ ପାଇଁ ଆଶ୍ୱସ୍ତିକର ହେବ, ଯାହାଙ୍କ ରୋଜଗାରକାରୀ ସଦସ୍ୟଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri