Home Left

ଧୋନୀଙ୍କୁ କୋହଲିଙ୍କ ଭୂୟସୀ ପ୍ରଶଂସା

ମାଞ୍ଚେଷ୍ଟର,୨୮।୬ (ପି.ଟି.)- ବିଶ୍ୱକପ୍‌ରେ ଗତ କେତୋଟି ମ୍ୟାଚ୍‌ରେ ମନ୍ଥର ବ୍ୟାଟିଂ କରି ବେଶ୍‌ ସମାଲୋଚିତ ହୋଇଥିବା ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କୁ କିନ୍ତୁ ଅଧିନାୟକ ବିରାଟ କୋହଲି ସମର୍ଥନ କରି ଭୂୟସି ପ୍ରଶଂସା କରିଛନ୍ତି। ଧୋନୀ କ୍ରିକେଟର ଜଣେ କିମ୍ବଦନ୍ତୀ ବୋଲି…

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଦମ୍‌ଦାର ବୋଲିଂ କରି ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ବୃହତ୍‌ ବିଜୟ ହାସଲ…

ବ୍ରଡ୍‌ବ୍ୟାଣ୍ଡ ସହ ଯୋଡି ହେବ ସବୁ ପଞ୍ଚାୟତ

ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାରଙ୍କ ଭାରତ ନେଟ୍‌ କାର୍ଯ୍ୟକ୍ରମ ଦ୍ୱାରା ଦେଶର ସବୁ ପଞ୍ଚାୟତକୁ ବ୍ରଡ୍‌ବ୍ୟାଣ୍ଡ ନେଟ୍‌ଓ୍ବର୍କ ସହ ଯୋଡିବାକୁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟକୁ ରୂପରେଖ ପ୍ରଦାନ କରାଯିବ। ଏହା ଦ୍ୱାରା ହାଇସ୍ପିଡ ବ୍ରଡ୍‌ବ୍ୟାଣ୍ଡ ସଂଯୋଗ…

ମୋଦିଙ୍କ ସହ ସାକ୍ଷାତ ପୂର୍ବରୁ ପୁଣି ଟାରିଫ ପ୍ରସଙ୍ଗ ଉଠାଇଲେ ଟ୍ରମ୍ପ

ଟୋକିଓ/ନୂଆଦିଲ୍ଲୀ,୨୮-୬: ଜି-୨୦ ସମ୍ମିଳନୀ ଅବସରରେ ଜାପାନର ଓସାକା ଠାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଏହି ବୈଠକରେ ଦୁଇ ଦେଶର ଶୀର୍ଷ ନେତା ଦ୍ୱିପାକ୍ଷିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିବେ। ତେବେ ଏହି…

ନୀରବଙ୍କ ହାଜତ ମିଆଦ ୨୫ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି

ଲଣ୍ଡନ,୨୮-୬: ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ଗୁରୁବାର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦକୁ ଜୁଲାଇ ୨୫ ତାରିଖ ଯାଏ ବୃଦ୍ଧି କରିଛନ୍ତି। ସେ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି…

ଆସିବ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’

ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାର ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ଯୋଜନା ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ନିଜ ପସନ୍ଦ ମୁତାବକ ଡିଲରଙ୍କଠାରୁ ନିଜର କୋଟା ମୁତାବକ ଖାଦ୍ୟଶସ୍ୟ ପାଇପାରିବେ ବୋଲି ଖାଦ୍ୟ ଓ ଯୋଗାଣ…

ଅଭିବୃଦ୍ଧି ଲାଗି ସରକାର,ଆର୍‌ବିଆଇ ସମନ୍ବୟ ଜରୁରୀ:ଶକ୍ତିକାନ୍ତ ଦାସ

ମୁମ୍ବାଇ,୨୮-୬: ଦେଶର ଅଭିବୃଦ୍ଧି ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସମନ୍ବୟ ରଖି କାର୍ଯ୍ୟ କରିବା ରଆବଶ୍ୟକତା ରହିଛି। ସେହିଭଳି ବ୍ୟବସ୍ଥାଗତ ସ୍ଥିରତାକୁ ମଧ୍ୟ ନିଶ୍ଚିତ କରାଇବା ଜରୁରୀ ବୋଲି ଗୁରୁବାର ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ…

ସକାଳୁ ଏଥିରୁ ଦୁଇମୁଠା…

ସକାଳେ ଦୁଇ ମୁଠା ବୁଟ, ମଟର ଅବା ମୁଗ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ରକ୍ତରେ କୋଲେଷ୍ଟଟରଲସ୍ତର ହ୍ରାସ କରି ଏହା ହାର୍ଟ ଆଟାକ୍‌ରୁ ମୁକ୍ତି ଦିଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ ଅନୁଭବ…

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ। ଏହାପରେ…

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି

ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍‌ ଋଣ, ରିହାତି ଦରରେ ବିହନ ଆଦି ଯୋଗାଇ ଦିଆଯିବା ସହ ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?