Home Left

ଆସୁଛି ରଥଯାତ୍ରା, ଭାଙ୍ଗିଛି ମଠବାଡ଼ି: ହୀନସ୍ତା ହେବେ ସାଧୁସନ୍ଥ, ଶ୍ରଦ୍ଧାଳୁ

ପୁରୀ ଅଫିସ, ୨୭ା୬: ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମେତ ବହୁ ସାଧୁସନ୍ଥ ଆସିବେ। ହେଲେ ଚଳିତବର୍ଷ ଏମାନେ ଆଶ୍ରୟ ନେବାକୁ ହୀନସ୍ତା ହେବା ଜଳ ଜଳ ଦିଶୁଛି। ବାତ୍ୟାରେ ଭାଙ୍ଗିଯାଇଥିବା ପୁରୀର ମଠବାଡ଼ି ଏ…

‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା ଥଳି ମିଳିଯାଆନ୍ତା କି, କାହା ପକେଟରୁ ପର୍ସ ଗଳିପଡ଼ନ୍ତା କି, ଏମିତି ଅନେକ…

ଆର୍ଥତ୍କ ସଂକଟରେ ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-କମର୍ସିଆଲ ପାର୍ଟନର ଆଇଏମ୍‌ଜି-ରିଲାଏନ୍ସ ଉପରେ ୨୫ କୋଟି ଟଙ୍କା ବାକି ପଡ଼ିଥିବାରୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛି। ଖବର ଅନୁସାରେ ମହାସଂଘର କମର୍ସିଆଲ ପାର୍ଟନର ଶେଷ ଦୁଇ କ୍ୱାର୍ଟର ପର୍ଯ୍ୟାୟ…

ପୂର୍ବତନ ବେଙ୍ଗଲ ରଣ୍‌ଜୀ ଅଧିନାୟକଙ୍କ ପରଲୋକ

କୋଲକାତା, ୨୭।୬(ପି.ଟି.): ବେଙ୍ଗଲ ରଣ୍‌ଜୀ ଦଳର ପୂର୍ବତନ ଅଧିନାୟକ ଶ୍ୟାମ ସୁନ୍ଦର ମିତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ହାର୍ଟଜନିତ ସମସ୍ୟା ଦେଇ ଗତି କରୁଥିଲେ। ସଲ୍ଟଲେକ୍‌ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ…

ଧାନ ବିକ୍ରି ପାଇଁ ଜିଲାପାଳଙ୍କୁ ଭେଟିଲେ ଚାଷୀ: ଟାର୍ଗେଟ ଆସିଲେ ଧାନ ଉଠିବ

ନୂଆପଡା ଅଫିସ,୨୭ା୬: ଆଗାମୀ ୩୦ ତାରିଖରେ ନୂଆପଡ଼ା ଜିଲାରେ ଧାନ କିଣା ଶେଷ ହେବ ବୋଲି ଜିଲା ଯୋଗାଣ ବିଭାଗ କହୁଥିବା ବେଳେ ମିଲର୍ସ ହଜାର ହଜାର କୁଇଣ୍ଟାଲ ଛତଶଗଡରୁ ଧାନ ଆଣି ଫଲସ ଏଣ୍ଟ୍ରି ମାରୁଛନ୍ତି। ଏଣେ ଜିଲାର ଚାଷୀ…

୨ ମାସ ହେବ ନୂତନ ଟ୍ରାନ୍ସଫର୍ମର ଲାଗୁନି: ପ୍ରତିବାଦରେ ବଇଣ୍ଡା ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୨୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ସେରେଣ୍ଡା ଓ କୋଡ଼ାସାହିରେ ଲାଗିଥିବା ୨ଟି ୧୦ କେଭି ଟ୍ରାନ୍ସଫର୍ମର ୨ ମାସ ହେବ ପୋଡ଼ିଯାଇଛି। ନୂତନ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବହୁବାର ସେସୁ କାର୍ଯ୍ୟାଳୟଠାରେ ଅଭିଯୋଗ କଲେ ମଧ୍ୟ ଲଗାଯାଉ ନ ଥିବା…

ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍‌ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର ଜିଲାପାଳଙ୍କ…

ଦାୟିତ୍ୱ ନେଲେ ନୂଆ ବିଏମ୍‌ସି କମିଶନର: ପ୍ରେମଚନ୍ଦ୍ର ଚୌଧୁରୀ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜ୍ୟର ବୃହତମ ସ୍ବାୟତ ସଂସ୍ଥା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ ନୂଆ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଯୋଗ ଦେଇଛନ୍ତି। ଗୁରୁବାର ସକାଳ ୯ଟା ୩୦ରେ କାର୍ଯ୍ୟରେ ଯୋଗ ଦେବାପରେ କର୍ମଚାରୀଙ୍କ ସହ ଆଲୋଚନ କରି ସେ କହିଛନ୍ତି, ସବୁବର୍ଗର ନାଗରିକଙ୍କୁ…

କମ୍ପ୍ୟୁଟରରେ କାମ କରୁଥିଲେ ସାବଧାନ: ହୋଇପାରେ ଏହି ରୋଗ

ଲ୍ୟାପ୍‌ଟପ୍‌ ଏବଂ କମ୍ପ୍ୟୁଟର୍‌ ଆମ ଜୀବନକୁ ଏବେ ଯେତିକି ସହଜ କରିଛି, ତା’ଠୁ ଅଧିକ ରୋଗାକ୍ରାନ୍ତ। ଲଗାତାର ୭-୮ ଘଣ୍ଟା ଏଥିରେ କାମ କରିବା ଦ୍ୱାରା ଆଖି ଉପରେ ତ ଖରାପ ପ୍ରଭାବ ପଡ଼େ, ତା’ସହ ହାତ ଆଙ୍ଗୁଳିରେ ଅନେକ ପ୍ରକାର…

ଯେଉଁଠି ଭାତ ଥାଳିକୁ ଗୋଡରେ ଠେଲି ପୁରୁଷଙ୍କୁ ଖାଇବାକୁ ଦିଅନ୍ତି ମହିଳା

ପରମ୍ପରା ନାଁରେ ଏବେବି ଅନେକ ଅନ୍ଧ ବିଶ୍ୱାସ ପ୍ରଚଳିତ ରହିଛି। ଉତ୍ତର ପ୍ରଦେଶର ତରାଇ ଅଞ୍ଚଳରେ ଥିବା ଥାରୁ ମହିଳାମାନେ ପୁରୁଷମାନଙ୍କୁ ଖାଦ୍ୟ ପରସିବା ପରେ ଥାଳିଟିକୁ ଗୋଡରେ ଠେଲି ଦେଇଥାଆନ୍ତି। ଇତିହାସ କହେ ୧୫୭୬ରେ ହଳଦିଘାଟ ଯୁଦ୍ଧ ସମୟରେ ମହାରାଣା…

ଭାରତର ଶେଷ ଗାଁରେ ପାଦ ଦେଲେ ହୁଏ ଏପରି ଚମତ୍କାର…

ଭାରତରେ ଏପରି ଏକ ଗାଁ ରହିଛି, ଯେଉଁଠାକୁ ଗଲେ ଅର୍ଥ ସମସ୍ୟା, ଦାରିଦ୍ର୍ୟତା ଓ ଅଭାବ ଅନଟନ ଦୂର ହୋଇଯାଏ। ଏହି ଗଁା ହେଉଛି ଉତ୍ତରାଖଣ୍ଡର ମାଣା। ଯେଉଁ ଗାଁରେ ପାଦ ଦେଉ ଦେଉ ଲୋକଙ୍କ ଦାରିଦ୍ର୍ୟ ଦୂର ହୁଏ। ମନରେ…

ଯେଉଁଠି ଚା’, କଫି ଭଳି ପିଆଯାଏ କୋବ୍ରା ରକ୍ତ

ସାପକୁ ଭୋଜନ ଭାବେ ପ୍ରୟୋଗ କରିବା କିଛି ଦେଶରେ ପ୍ରଚଳିତ ରହିଛି। ଅନେକ ଦେଶରେ ସେନାଙ୍କୁ କୌଣସି ବିପଦଜ୍ଜନକ ପରିସ୍ଥିତିରେ ନିଜ ଜୀବନ ବଞ୍ଚାଇବାକୁ ସାପକୁ ମାରି ଖାଇବାର ପ୍ରଶିକ୍ଷଣ ମଧ୍ୟ ଦିଆଯାଏ। ମହିଳାମାନେ ଏହାକୁ ନିଜ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?