ବର୍ଷାଦିନେ ଷ୍ଟ୍ରିଟ୍ଫୁଡ୍
ମୌସୁମୀ ଆସିଲେ ପ୍ରଥମେ ସମସ୍ତଙ୍କ ମନକୁ ଆସେ ଘରେ ବସି କେମିତି ଗରମ ଗରମ ଖାଦ୍ୟର ମଜାନେବା। ଗରମ ପକୁଡ଼ି ସାଙ୍ଗକୁ ଗରମ ଚା’ ହୋଇଗଲେ ବର୍ଷାଦିନିଆ ସନ୍ଧ୍ୟା ଆଉ ସକାଳର ମଜା ଆହୁରି ଜମିଯାଏ। ହେଲେ ଏହାପରେ ବି ମନ…
ନେତାଙ୍କୁ ବୁଝାଇଦେଇଥିଲି ଚୋରର ଅର୍ଥ…
ଆଠମଲ୍ଲିକରେ ଏକ ସାହିତ୍ୟ ସଭା ଥାଏ। ବର୍ଷ କି ବାର ଠିକ୍ ମନେ ନ ଥିଲେ ବି ଘଟଣା କ’ଣ ଥିଲା ତାହା ଏଯାଏ ମନରେ ଅଛି। କାର୍ଯ୍ୟକ୍ରମରେ ମୁଁ ଥାଏ ମୁଖ୍ୟବକ୍ତା ଓ ରାଜ୍ୟର ଜଣେ ନେତା ଥାନ୍ତି ମୁଖ୍ୟଅତିଥି।…
ଶାହଙ୍କ କଶ୍ମୀର ମିଶନ: ଶହୀଦ୍ ଇନସ୍ପେକ୍ଟର ପରିବାରଙ୍କୁ ଭେଟିଲେ
ଶ୍ରୀନଗର,୨୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ଗସ୍ତରେ ଆସିଛନ୍ତି। ଗସ୍ତକାଳରେ ସେ ଗୁରୁବାର ଶହୀଦ୍ ଇନସ୍ପେକ୍ଟର ଅରଶଦ୍ ଖାଁଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ବାନ୍ତନା ଦେଇଛନ୍ତି। ଅରଶଦ୍ ଜୁନ୍ ୧୨ରେ ଅନନ୍ତନାଗରେ ସନ୍ଧ୍ୟା ସମୟରେ ପାଟ୍ରୋଲିଂ କରୁଥିବାବେଳେ ତାଙ୍କ ଦଳ…
ଖୁବ୍ଶୀଘ୍ର ପାଟଣାଗଡ଼
ପାଟଣାଗଡ଼ ପାର୍ସଲ ବୋମା ଘଟଣାକୁ ନେଇ ପ୍ରଯୋଜକ ଶ୍ରୀଧର ମାର୍ଥା ନିର୍ମାଣ କରିଥିଲେ ଓଡ଼ିଆ ସିନେମା ‘ପାଟଣାଗଡ଼’। କିନ୍ତୁ ଶୁଟିଂ ସମୟରେ କେତେକ ଆଇନଗତ କାରଣରୁ ଫିଲ୍ମଟି ବେଶ୍ କିଛି ମାସ ହେବ ପଡ଼ିରହିଥିଲା। ହେଲେ ଖୁବ୍ଶୀଘ୍ର ଫିଲ୍ମଟି ପରଦା ଉପରକୁ…
ଜାହ୍ନବୀଙ୍କ ଆଶା
ନବାଗତା ଜାହ୍ନବୀ କପୁରଙ୍କର ଏକ ଆଶା ରହିଛି। ବଲିଉଡ୍ରେ ତ ଏଣ୍ଟ୍ରି କଲେ, ପୁଣି ଆଉ କ’ଣ ଆଶା ରହିଗଲା ଯେ ତାକୁ ନେଇ ସେ ଚିନ୍ତା କରୁଛନ୍ତି। ସେ କହି ବୁଲୁଛନ୍ତି ଯେ, ତାଙ୍କ ସାନଭଉଣୀ ଖୁସି ମଧ୍ୟ ଆକ୍ଟିଂ…
ଅପେକ୍ଷା ତିନିବର୍ଷର
ୟା ଭିତରେ ତିନିବର୍ଷ ବିତିଗଲାଣି। ହେଲେ ଗୋଟିଏ ଯୋଡ଼ିକୁ ବଡ଼ ପରଦାରେ ଦେଖିବାକୁ ମିଳି ନ ଥିଲା। କାରଣ କ’ଣ ? ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ‘ମୁଁ ସପନର ସୌଦାଗର’ରେ ଏହି ଯୋଡ଼ି ପ୍ରଥରଥର ପାଇଁ ସ୍କ୍ରିନ୍ ଶେୟାର କରିଥିଲେ। ୟା…
ପାରିଶ୍ରମିକ ପାଇଁ..
ଯାହା ଘଟିଗଲା ତାହାକୁ ସହଜରେ ହଜମ କରିପାରୁନାହାନ୍ତି କ୍ରିତି ସାନନ। କଥା କ’ଣ କି, ନିକଟରେ ଜଣେ ନବାଗତ ପ୍ରଯୋଜକ ତାଙ୍କୁ ନିଜ ଫିଲ୍ମରେ ସାଇନ୍ କରିବାକୁ ଚାହିଁଲେ। କଥାବାର୍ତ୍ତା ସମୟରେ ବେଶ୍ କୁଲ୍ ମାଇଣ୍ଡରେ କାହାଣୀ ଏବଂ ନିଜ ଭୂମିକା…
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ବ୍ୟବସ୍ଥା: ଡ୍ରୋନ୍, ସିସିଟିଭି କ୍ୟାମେରା ଲେନ୍ସରେ ରହିବ ପୁରୀ ଷ୍ଟେଶନ
ଜଟଣୀ,୨୭ା୬(ଡି.ଏନ.ଏ.) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ରେଳଯାତ୍ରୀଙ୍କ ପାଇଁ ରେଳପଥ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ଅଧିକ ସଂଖ୍ୟାରେ ସ୍ବତନ୍ତ୍ର ଟ୍ରେନ୍ର ବ୍ୟବସ୍ଥା କରାଯାଇଛି। ଏଥିସହ ଅନ୍ୟାନ୍ୟ ସୁବିଧା ସହ ଯାତ୍ରୀଙ୍କ…
ଭିଡ଼ ହିଂସା ପାଇଁ କମଲନାଥ ସରକାର ଆଣିବେ କଡ଼ା ଆଇନ: ହେବ ୫ ବର୍ଷ ଜେଲ୍ ଦଣ୍ଡ
ଭୋପାଳ,୨୭।୬: ମଧ୍ୟପ୍ରଦେଶରେ କମଲନାଥ ସରକାର ଭିଡ଼ ହିଂସା ପାଇଁ କଡ଼ା ଆଇନ ଆଣିବାକୁ ଯାଉଛନ୍ତି। ଏଣିକି ଏଭଳି କରୁଥିବା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍ ସହିତ ଜରିମାନା ଦଣ୍ଡାଦେଶ କରାଯିବ। ରାଜ୍ୟରେ ଗୋରକ୍ଷକ ଭାବେ ନାନା ପ୍ରକାର ହିଂସା ହେଉଥିବାରୁ ସରକାର…
କିଡ୍ନୀ ଅଦଳବଦଳ ବଞ୍ଚାଇଲା ୨ ରୋଗୀଙ୍କ ଜୀବନ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରତିବର୍ଷ ଭାରତରେ ପ୍ରାୟ ୧୦ଲକ୍ଷ ଲୋକ କ୍ରନିକ୍ କିଡ୍ନୀ ଡିଜିଜ୍(ସିକେଡି) ଦ୍ୱାରା ଆକ୍ରାନ୍ତ ହୋଇଥାଆନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଭାରତରେ ପ୍ରତ୍ୟେକ ବର୍ଷ ୨ରୁ ୩ଲକ୍ଷ କିଡ୍ନୀ ପ୍ରତିରୋପଣ ଆବଶ୍ୟକତା ହେଉଥିବା ବେଳେ ମାତ୍ର ୬,୦୦୦ ପ୍ରତିରୋପଣ ସମ୍ଭବ…
ବିପନ୍ନଙ୍କୁ ଦେଲେନି, ପୋତିଲେ ଶହେ ବସ୍ତା ଚୁଡ଼ା
ବ୍ରହ୍ମଗିରି,୨୭ା୬(ଡି.ଏନ.ଏ): ବାତ୍ୟା ଫନୀରେ ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିପନ୍ନମାନଙ୍କୁ ସହାୟତାର ହାତ ବଢାଇଥିଲେ ବିଭିନ୍ନ ଅନୁଷ୍ଠାନ ଓ ସରକାରୀ ସଂସ୍ଥା। ରିଲିଫ ସାମଗ୍ରୀ ଭାବେ ଆସିଥିବା ଶହେ ବସ୍ତା ଚୁଡାକୁ ବିପନ୍ନମାନଙ୍କୁ ନ ବାଣ୍ଟି ବ୍ଲକ…
ଘରଭଡ଼ା ଦେଇପାରୁନାହାନ୍ତି କମଲନାଥ ସରକାର: ବନ୍ଦ ହେବ ୨୬ ହଜାର ଅଙ୍ଗନଓ୍ବାଡି କେନ୍ଦ୍ର
ଭୋପାଳ,୨୭ା୬ (ଆଇଏଏନ୍ଏସ୍)L ଛୋଟ ଛୋଟ ପିଲାଙ୍କ ମାନସିକ, ଶାରୀରିକ, ଶୈକ୍ଷିକ ଓ ବୌଦ୍ଧିକ ବିକାଶ ଲାଗି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ଭୂମିକା ଅତୁଳନୀୟ। ହେଲେ ମଧ୍ୟପ୍ରଦେଶର କମଲନାଥ ସରକାର ଏକ୍ଷେତ୍ରରେ ସେତେଟା ଆନ୍ତରିକତା ଦେଖାଉନାହାନ୍ତି। ଅନେକ ସ୍ଥାନରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଲାଗି ସରକାର…

